• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

Proprietor Abhimanyu Maharana by Proprietor Abhimanyu Maharana
September 10, 2026
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା ନିୟମାବଳୀ ୨୦୨୬ କୁ କ୍ଯାବିନେଟ ମଞ୍ଜୁରୀ ମିଳିଛି । ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ନୂଆ ନିୟମକୁ ପୁରୀ ବିଜେପି ପକ୍ଷରୁ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ସ୍ବାଗତ କରିଛନ୍ତି । ଏ ସମ୍ପର୍କରେ ବୁଧବାର ମଧ୍ୟାହ୍ନରେ ଚକ୍ରତୀର୍ଥ ରୋଡ ସ୍ଥିତ ହଲିଡେ ରିସର୍ଟ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀଷଡଙ୍ଗୀ କହିଲେ ବହୁଦିନର ଶ୍ରୀମନ୍ଦିର ଓ ମଠର ଜମିଜମା ସମସ୍ଯା କୁ ଆମ ପ୍ରିୟ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ସମାଧାନ କରିଥିବାରୁ ହଜାର ହଜାର ପରିବାର ଏହା ଦ୍ବାରା ଉପକୃତ ହେବେ ।

୨୦୦୩ ଓ ୨୦୧୯ ୟୁନିଫର୍ମ ପଲିସକୁ ଉଛେଦ କରାଯାଇ ନୂଆ ନିୟମ ଲାଗୁ କରାଯିବ । ବୈଠକରେ ଯୁବନେତା ମନୋଜ କୁମାର ରଥ ଯୋଗଦେଇ କହିଲେ ଶ୍ରୀମନ୍ଦିର ଜମିଜମା ସମସ୍ଯା ସମାଧାନ ପାଇଁ ଅନଲାଇନ ବ୍ଯବସ୍ଥା କରାଯାଇ ଥିବାରୁ ଆବେଦନ, ଯାଞ୍ଚ ଓ ସମାଧାନ ଏକ ପୋର୍ଟାଲ ମାଧ୍ୟମରେ ଡିଜିଟାଲ ଉପାୟରେ କରାଯିବ ।

ଶ୍ରୀମନ୍ଦିର ସେବକ, ମଠ, ଅଣସେବକ ଓ ଶ୍ରୀମନ୍ଦିର ବିଭିନ୍ନ ନିଯୋଗ ଏହା ଦ୍ବାରା ଉପକୃତ ହୋଇପାରିବେ । ଜମିର ଯାଞ୍ଚ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର କମିଟି ଗଠନ କରାଯିବ । ଏହି ସମ୍ମିଳନୀରେ ଯୁବନେତା ଭବାନି ଦାସମହାପାତ୍ର,ସୋମନାଥ ଖୁଣ୍ଟିଆ, ରଞ୍ଜିତା ପାଢୀ,ଅକ୍ଷୟ ମହାନ୍ତି, ସଞ୍ଜୀବ କୁମାର ମୁଖାର୍ଜୀ,ଜିଲ୍ଲା ସମ୍ପାଦକ ଅନିଲ ସାହୁ, ବିଜେପିର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version