• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରେଳମଦଦ୍ ମାଧ୍ୟମରେ ଯାତ୍ରୀଙ୍କ ମୂଲ୍ୟବାନ ସାମଗ୍ରୀ ସୁରକ୍ଷିତ ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
September 11, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରେଳମଦଦ୍ ମାଧ୍ୟମରେ ଯାତ୍ରୀଙ୍କ ମୂଲ୍ୟବାନ ସାମଗ୍ରୀ ସୁରକ୍ଷିତ ଉଦ୍ଧାର
Share on FacebookShare on TwitterWhatsapp

ଯାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ପୂର୍ବ ତଟ ରେଳପଥର

ଖୋର୍ଦ୍ଧା ରୋଡ୍ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଖୋର୍ଦ୍ଧା ରୋଡ୍ ମଣ୍ଡଳ, ‘ରେଳମଦଦ୍’ ମାଧ୍ୟମରେ ପ୍ରାପ୍ତ ଏକ ଅଭିଯୋଗ ଆଧାରରେ ବ୍ରହ୍ମପୁର ରେଳ ଷ୍ଟେସନ୍‌ରେ ଜଣେ ଯାତ୍ରୀଙ୍କ ଛାଡ଼ି ଯାଇଥିବା ବ୍ୟାଗ୍‌କୁ ତୁରନ୍ତ ଉଦ୍ଧାର କରିବାରେ ସଫଳ ହୋଇଛି । ୧୨୮୪୧ ନମ୍ବର ଟ୍ରେନ୍‌ରେ ଛାଡ଼ି ଯାଇଥିବା ବ୍ୟାଗ୍‌ଟିକୁ ଟିକେଟ୍ ପରୀକ୍ଷକ ଶ୍ରୀ ଏସ୍. କେ. ସାମନ୍ତରାୟ ତୁରନ୍ତ ନିଜ ହେପାଜତକୁ ନେଇ ସୁରକ୍ଷିତ ଭାବେ ରଖିଥିଲେ ।

ବ୍ୟାଗ୍‌ରେ ନଗଦ ୨,୭୦୦ ଟଙ୍କା, ଲକେଟ୍ ସହିତ ଗୋଟିଏ ସୁନା ଚେନ୍, ଗୋଟିଏ ଯୋଡ଼ା କାନଫୁଲ, ଚାରୋଟି ମୁଦି ଏବଂ ଗୋଟିଏ ସାମସଙ୍ଗ୍ ସ୍ମାର୍ଟଫୋନ୍ ସମେତ ବହୁ ମୂଲ୍ୟବାନ ସାମଗ୍ରୀ ରହିଥିଲା । ଯାତ୍ରୀଙ୍କୁ ତାଙ୍କର ସମସ୍ତ ସାମଗ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ସମ୍ପର୍କରେ ଅବଗତ କରାଯାଇଥିଲା । ପରେ ରେଳ କର୍ମଚାରୀମାନେ ଆନୁଷ୍ଠାନିକ ହସ୍ତାନ୍ତର ପତ୍ର ମାଧ୍ୟମରେ ବ୍ୟାଗ୍‌ଟିକୁ ବିଶାଖାପାଟଣା ରେଳ ସୁରକ୍ଷା ବଳ ନିକଟରେ ହସ୍ତାନ୍ତର କରିଥିଲେ।

ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏହି ତ୍ୱରିତ ଓ ଦାୟିତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସମ୍ପୃକ୍ତ ରେଳ କର୍ମଚାରୀମାନଙ୍କୁ ପ୍ରଶଂସା କରିଛନ୍ତି । ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ସଦା ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

September 11, 2026
ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

September 11, 2026
Hectic Preparations on to launch Prabasi Odias Data Bank

 ପ୍ରବାସୀ ଓଡ଼ିଆ ଡାଟା ବ୍ୟାଙ୍କ ଉନ୍ମୋଚନ ପାଇଁ ବ୍ୟାପକ ପ୍ରସ୍ତୁତି 

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version