ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଅପରାହ୍ନ ୩ ଘଟିକା ସମୟରେ ନୟାଗଡ଼ ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ନୂତନ ଗୃହ ମାନ୍ୟବର ସାଂସଦ ପୁରୀ ଡା. ସମ୍ବିତ ପାତ୍ର ଙ୍କ କର କମଳରେ ଶୁଭ ଉଦଘାଟିତ ହୋଇଯାଇଛି l ଏହି ଲୋକାର୍ପଣ ଉତ୍ସବ ଅବସରରେ ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ ନୟାଗଡ଼ ଡ଼ଃ ଅରୁଣ କୁମାର ସାହୁ, ମାନ୍ୟବର ଅଧକ୍ଷ,

ଜିଲ୍ଲା ପରିଷଦ ଇଂ ଦେବାଶିଷ ପଟ୍ଟନାୟକ, ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲା ନିବନ୍ଧକ ଶ୍ରୀ ବିଜୟାନନ୍ଦ ନାୟକ, ଜିଲ୍ଲା ଉପ ନିବନ୍ଧକ ଡ଼ଃ ସ୍ଵାତିଲେଖା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ l.















