• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
September 12, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା
Share on FacebookShare on TwitterWhatsapp

କନ୍ଧମାଳ  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-  ଅନ୍ତର୍ଜାତିକ ପକ୍ଷ ପାଳନ ଅବସରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ-ଉଲ୍ଲାସ ଜନସଚେତନତା ପଦଯାତ୍ରା ମହାସମାରୋହରେ ପାଳନ ହୋଇଯାଇଛି । ଜିଲ୍ଲା ଶିକ୍ଷାଧୁକାରୀ, କନ୍ଧମାଳ ଙ୍କ ଅନୁରୋଧ କ୍ରମେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଏହି କାର୍ଯ୍ୟକ୍ରମ କୁ ଉଦଘାଟନ କରି ପତାକା ଦେଖାଇ ପଦଯାତ୍ରା ରାଲି କୁ ଆରମ୍ଭ କରିଥିଲେ । ଏଥିରେ ସଞ୍ଜୟ କୁମାର ପାତ୍ର, ଜିଲ୍ଲା ଶାରିରୀକ ଶିକ୍ଷା ଅଧୁକାରୀ, କନ୍ଧମାଳ, ସିମାଞ୍ଚଳ ସ୍ବାଇଁ, ବିଜ୍ଞାନ ନିରିକ୍ଷକ,

କନ୍ଧମାଳ ଏବଂ ସମସ୍ତ ସ୍କାଉଟ ଶିକ୍ଷକ, ଜୁନିୟର ରେଡକ୍ରସ କାଉନସେଲର, ଶାରିରୀକ ଶିକ୍ଷକ ମାନେ ଉପସ୍ଥିତ ରହି କାର୍ଯ୍ୟକୁ ସଫଳ ମଣ୍ଡିତ କରିଥିଲେ । ପ୍ରାୟ ୨୦୦ ଜଣ ସ୍କାଉଟ, ଗାଇଡ, ଜୁନିୟର ରେଡକ୍ରସ ଏବଂ ଏନସିସି ତଥା ସିଭିଲିଆନ ଛାତ୍ର ଛାତ୍ରୀମାନେ ସ୍ଲୋଗାନ ଦେଇ ସମଗ୍ର ଫୁଲବାଣୀ ନଗର ପରିକ୍ରମା କରିଥିଲେ । ପଦଯାତ୍ରା ରାଲି ଜିଲ୍ଲାପାଳ କାର୍ଯ୍ୟ।ଳୟ ଠାରୁ ଆରମ୍ଭ ହୋଇ ମାଷ୍ଟରପଡା ଛକ, କଣ୍ଟ୍ରାକ୍ଟର ପଡା ଛକ,

ମେଡିକାଲ ଛକ ହୋଇ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟ ନିକଟରେ ପହଞ୍ଚି ଥୁଲା । ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ହେଉଛି କନ୍ଧମାଳ ଜିଲ୍ଲାର ସମସ୍ତ ପନ୍ଦର ବର୍ଷରୁ ଉର୍ଦ୍ଧ ଅଣ ସାକ୍ଷର ପ୍ରୌଢ ମହିଳା ଏବଂ ପୁରୁଷ ମାନେ ଭାରତ ସରକାରଙ୍କ ଦ୍ବାରା ପରିଚାଳିତ ନବ ଭାରତ ସାକ୍ଷରତା-ଉଲ୍ଲାସ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଶିକ୍ଷିତ ହୋଇ ଶିକ୍ଷିତ ହେବାର ପ୍ରମାଣପତ୍ର ପାଇବେ ଯାହା ଫଳରେ ସମଗ୍ର କନ୍ଧମାଳ ଜିଲ୍ଲା ଶତ ପ୍ରତିଶତ ସାକ୍ଷର ଘୋଷିତ ହୋଇ ପାରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version