• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
September 18, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କଲରାପତରିଆ ବାଘର ଛାଲ ବିକ୍ରି ପାଇଁ ନେଉଥିବା ବେଳେ ବନ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘର ଛାଲ ଜବତ କରାଯାଇଛି । ଏହି ଘଟଣାକୁ ନେଇ ବନ୍ୟଜନ୍ତୁ ଚମଡ଼ାର ବେଆଇନ କାରବାର ଉପରେ ପୁଣିଥରେ ପ୍ରଶ୍ନ ଉଠିଥିବା ବେଳେ, ଏହା ପଛରେ ଥିବା ଚେର ଖୋଜିବାକୁ ବନ ବିଭାଗ ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ବନ୍ୟଜନ୍ତୁ ସାମଗ୍ରୀ ବେଆଇନ ଭାବେ ରଖିବା ଓ ବିକ୍ରି ସମ୍ପର୍କରେ ବନ ବିଭାଗକୁ ଖବର ମିଳିଥିଲା ।

ଏହାପରେ ଶୁକ୍ରବାର ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ବନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା । ଏହି ସମୟରେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀଙ୍କୁ ସନ୍ଦେହରେ ଯାଞ୍ଚ କରାଯିବା ପରେ ତାଙ୍କ ନିକଟରୁ ଦୁଇଟି କଲରାପତରିଆ ଛାଲ ମିଳିବା ପରେ ତାଙ୍କୁ ଗିରଫ କରାଯାଇଛି । ବନ ବିଭାଗର ସୂଚନା ଅନୁସାରେ, ଜବତ ଛାଲଗୁଡ଼ିକୁ ରାଜ୍ୟ ଭିତରେ ଚାଲାଣ କରି ବିକ୍ରି କରିବା ଉଦ୍ଦେଶ୍ୟରେ ଅଭିଯୁକ୍ତ ନେଇ ଯାଉଥିବା ଜଣାପଡ଼ିଛି ।

ତେବେ ଉତ୍ତମ ମାଝୀ ନିଜେ କଲରାପତରିଆ ବାଘକୁ ଶିକାର କରିନଥିବା ଏବଂ ଶିକାରୀଙ୍କଠାରୁ ଛାଲ ଆଣି ବିକ୍ରି ପାଇଁ ନେଉଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଥିବା ବିଷୟ ଡିଏଫ୍‌ଓ କହିଛନ୍ତି । ବାଲିଗୁଡ଼ା ACF ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ବାଲିଗୁଡ଼ା ରେଞ୍ଜ ଅଧିକାରୀଙ୍କ ସମେତ କେ.ନୂଆଗାଁ, କୋଟଗଡ଼, ତୁମୁଡ଼ିବନ୍ଧ ଓ ବ୍ରାହ୍ମଣୀଗାଁ ରେଞ୍ଜର କର୍ମଚାରୀମାନେ ଏହି ଚଢ଼ାଉରେ ସାମିଲ ହୋଇଥିଲେ । ଏନେଇ ବାଲିଗୁଡ଼ା ରେଞ୍ଜରେ କେସ୍ ନଂ. ୪୩/୨୦୨୬-୨୭ ରୁଜୁ ହୋଇଛି । ବନ୍ୟଜନ୍ତୁ ସୁରକ୍ଷା ଆଇନ, ୧୯୭୨ର ଧାରା ୩୯(ବି), ୪୮(ଏ) ଓ ୪୯(ବି) ଅନୁଯାୟୀ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ।.

ବାଲିଗୁଡ଼ା ଡି ଏଫ ଓ ଘନଶ୍ୟାମ ମହନ୍ତଙ୍କ ସୂଚନା ଅନୁସାରେ, ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଛାଲ କେଉଁ ଶିକାରୀଙ୍କ ଠାରୁ ଆସିଛି ଏବଂ ଏହାକୁ କେଉଁଠାକୁ ଚାଲାଣ କରାଯିବାର ଯୋଜନା ଥିଲା, ସେ ସମ୍ପର୍କରେ ଏକ ସ୍ୱତନ୍ତ୍ର ଟିମ୍ ତଦନ୍ତ କରୁଛି । ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡି ଏଫ ଓ କହିଛନ୍ତି । ବନ୍ୟଜନ୍ତୁ ଶିକାର ଓ ଛାଲ ଚାଲାଣର ମୂଳ ଚେର ପର୍ଯ୍ୟନ୍ତ ତଦନ୍ତ ପହଞ୍ଚିବ କି ନାହିଁ, ଏବେ ତାହା ଉପରେ ସମସ୍ତଙ୍କ ନଜର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version