• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
September 21, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍–୨୦୨୬ର ଶୁଭାରମ୍ଭ ହୋଇଛି । ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ତଥା ପୂର୍ବତନ ଆଇପିଏସ୍ ଅଧିକାରୀ ଶ୍ରୀ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାମ୍ପିୟନସିପ୍‌କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।

ଏହି ଅବସରରେ ଶ୍ରୀ ପ୍ରକାଶ ମିଶ୍ର କହିଥିଲେ ଯେ, ଭାରତୀୟ ହକିର ବିକାଶ ଓ ଲୋକପ୍ରିୟତାରେ ଓଡ଼ିଶାର ଅବଦାନ ଅତୁଳନୀୟ । ଭାରତୀୟ ହକି ଟିମ୍‌କୁ ରାଜ୍ୟ ସରକାରଙ୍କ ନିରନ୍ତର ପୃଷ୍ଠପୋଷକତା ଜାରି ରହିଛି । ଭାରତୀୟ ଜାତୀୟ ହକି ଟିମ୍‌ର ଜର୍ସିରେ ‘ଓଡ଼ିଶା’ ଲେଖାଯିବା ରାଜ୍ୟବାସୀଙ୍କ ପାଇଁ ଗୌରବର ବିଷୟ ବୋଲି ସେ କହିଥିଲେ ।

ଓଡ଼ିଶା ପୋଲିସର ମହିଳା ହକି ଦଳ ସର୍ବଭାରତୀୟ ପୋଲିସ ହକି ଟୁର୍ଣ୍ଣାମେଣ୍ଟରେ ତୃତୀୟ ସ୍ଥାନ ହାସଲ କରିବା ଉଲ୍ଲେଖନୀୟ ସଫଳତା ବୋଲି ଦର୍ଶାଇ ସେ ଆଗାମୀ ଦିନରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ହକି ଦଳ ଆହୁରି ସଫଳତା ହାସଲ କରିବେ ବୋଲି ଆଶା ପ୍ରକାଶ କରିଥିଲେ । ସେ ଆହୁରି କହିଥିଲେ ଯେ,

ଏଭଳି କ୍ରୀଡ଼ା ପ୍ରତିଯୋଗିତା ପୋଲିସ ବିଭାଗରେ କାର୍ଯ୍ୟରତ କ୍ରୀଡ଼ାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଓ ଦଳଗତ ମନୋଭାବ ବୃଦ୍ଧି କରିବା ସହ ଅନୁଶାସନ ଏବଂ କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବକୁ ସୁଦୃଢ଼ କରିଥାଏ । ବିଭିନ୍ନ ଜିଲ୍ଲା, ରେଞ୍ଜ ଓ ବାଟାଲିୟନର ଖେଳାଳିମାନେ ଏକାଠି ଅଂଶଗ୍ରହଣ କରିବା ଦ୍ୱାରା ପୋଲିସ ବିଭାଗ ମଧ୍ୟରେ ସମନ୍ୱୟ ଓ ସହଯୋଗର ଭାବନା ଆହୁରି ଦୃଢ଼ ହେବ ବୋଲି ସେ କହିଥିଲେ ।

ଏହି ଚାମ୍ପିୟନସିପ୍‌ରେ ରାଜ୍ୟର ବିଭିନ୍ନ ରେଞ୍ଜ ଓ ବାଟାଲିୟନରୁ ୧୮ଟି ପୋଲିସ ଦଳର ୩୬୦ ଜଣ ଖେଳାଳି ଅଂଶଗ୍ରହଣ କରୁଛନ୍ତି । ପ୍ରତିଯୋଗିତା ଆସନ୍ତା ୨୫ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ । ଚାମ୍ପିୟନସିପ୍‌ର ପ୍ରଥମ ଦିନରେ ଅନୁଷ୍ଠିତ ମ୍ୟାଚ୍‌ଗୁଡ଼ିକରେ କମିଶନରେଟ୍–ବି ୬–୦ ଗୋଲ୍‌ରେ କୋରାପୁଟ ଜିଲ୍ଲାକୁ ପରାସ୍ତ କରିଥିଲା ।

ସେହିପରି ବ୍ରହ୍ମପୁର ଜିଲ୍ଲା ୩–୧ ଗୋଲ୍‌ରେ ଓଏସ୍‌ଏପି ୮ମ ବାଟାଲିୟନ୍, ଛତ୍ରପୁରକୁ ପରାସ୍ତ କରିଥିଲା ଅନ୍ୟ ଏକ ମ୍ୟାଚ୍‌ରେ ୪ର୍ଥ ଆଇଆର୍ ବାଟାଲିୟନ୍, ଦେବଗଡ଼ ପେନାଲ୍ଟି ସୁଟ୍‌ଆଉଟ୍‌ରେ ୪–୨ ଗୋଲ୍‌ରେ ଓଏସ୍‌ଏପି ୩ୟ ବାଟାଲିୟନ୍, କୋରାପୁଟକୁ ପରାସ୍ତ କରିଥିବା ବେଳେ ଓଏସ୍‌ଏପି ୪ର୍ଥ ବାଟାଲିୟନ୍, ରାଉରକେଲା ୪–୦ ଗୋଲ୍‌ରେ ଓଆଇଏସ୍‌ଏଫ୍, ଭୁବନେଶ୍ୱରକୁ ପରାସ୍ତ କରିଥିଲା ।

ଉଦଘାଟନୀ ସମାରୋହରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପୋଲିସ କମିଶନର, ଭୁବନେଶ୍ୱର–କଟକ ଡ଼ା. ଏସ୍. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ୍‌ଏପି) ଶ୍ରୀ ରାଜେଶ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଆଇଜିପି (କାର୍ମିକ) ଶ୍ରୀ ପ୍ରବୀଣ କୁମାର, ଅତିରିକ୍ତ ପୋଲିସ କମିଶନର,

ଭୁବନେଶ୍ୱର–କଟକ ଶ୍ରୀ ନରସିଂହ ଭୋଳ, ଆଇଜିପି (କ୍ରାଇମବ୍ରାଞ୍ଚ) ଡ଼ା. ସାର୍ଥକ ଷଡ଼ଙ୍ଗୀ, ଆଇଜିପି (ପ୍ରୋଭିଜନିଂ) ଶ୍ରୀ ନୀତି ଶେଖର, ଆଇଜିପି (କେନ୍ଦ୍ରାଞ୍ଚଳ) ଡ଼ା. ସତ୍ୟଜିତ ନାଏକ, ସପ୍ତମ ବାଟାଲିୟନ୍ କମାଣ୍ଡାଣ୍ଟ ଶ୍ରୀ ପ୍ରଫୁଲ୍ଲ ସିଂ, ଡେପୁଟି କମାଣ୍ଡାଣ୍ଟ ଶ୍ରୀ ଅଦୈତ ପ୍ରଧାନ, ରାଜ୍ୟ ପୋଲିସ ମୁଖ୍ୟାଳୟର କ୍ରୀଡ଼ା ଅଧିକାରୀ ଶ୍ରୀ ନୀଳମାଧବ ସ୍ୱାଇଁଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କମିଟିର ସୁପାରିଶକୁ ଉପଯୁକ୍ତ ବିଚାର କରାଯାଇ ନିଷ୍ପତ୍ତି ନିଆଯିବ – ମୁଖ୍ୟମନ୍ତ୍ରୀ

କମିଟିର ସୁପାରିଶକୁ ଉପଯୁକ୍ତ ବିଚାର କରାଯାଇ ନିଷ୍ପତ୍ତି ନିଆଯିବ – ମୁଖ୍ୟମନ୍ତ୍ରୀ

September 21, 2026
କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ

କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ

September 21, 2026
ଭାରତୀୟ ନାଟ୍ୟ ସଂଘ, ଓଡ଼ିଶା ଶାଖାର ନୂତନ କର୍ମକର୍ତ୍ତା ଚୟନ ଓ ସାଧାରଣ ପରିଷଦ ବୈଠକ

ଭାରତୀୟ ନାଟ୍ୟ ସଂଘ, ଓଡ଼ିଶା ଶାଖାର ନୂତନ କର୍ମକର୍ତ୍ତା ଚୟନ ଓ ସାଧାରଣ ପରିଷଦ ବୈଠକ

September 21, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କମିଟିର ସୁପାରିଶକୁ ଉପଯୁକ୍ତ ବିଚାର କରାଯାଇ ନିଷ୍ପତ୍ତି ନିଆଯିବ – ମୁଖ୍ୟମନ୍ତ୍ରୀ

କମିଟିର ସୁପାରିଶକୁ ଉପଯୁକ୍ତ ବିଚାର କରାଯାଇ ନିଷ୍ପତ୍ତି ନିଆଯିବ – ମୁଖ୍ୟମନ୍ତ୍ରୀ

September 21, 2026
କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ

କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟିତ

September 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version