• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ

Proprietor Abhimanyu Maharana by Proprietor Abhimanyu Maharana
September 21, 2026
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ । ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା । ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା ।

ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ । ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

September 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version