• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 22, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି। ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ ୧୮୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସମେତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା ଓ ପଦ୍ମଲୋଚନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ପରୀକ୍ଷା ପରିଚାଳିତ ହୋଇଥିଲା।

୧୬ଟି କ୍ଲଷ୍ଟରରେ ନିୟୋଜିତ ସିଆରସିସି, ପରୀକ୍ଷା ପରିଚାଳନାରେ ନିୟୋଜିତ ଇନଭିଜିଲେଟର ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ପରୀକ୍ଷାକୁ ସୁଚାରୁରୂପେ ପରିଚାଳନା କରିଥିଲେ। ବିଶେଷ କରି ଅଧାରୁ ପାଠପଢ଼ା ଛାଡ଼ିଥିବା ଶିକ୍ଷାର୍ଥୀ ତଥା ସାଧାରଣ ଜନତାଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ମଧ୍ୟରେ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ବିକାଶ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

ପରୀକ୍ଷା ଚାଲିଥିବା ବିଭିନ୍ନ କେନ୍ଦ୍ରକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ ପରିଦର୍ଶନ କରି ପରୀକ୍ଷା ପରିଚାଳନା ବ୍ୟବସ୍ଥା ତଦାରଖ କରିଥିଲେ । ପରୀକ୍ଷା ଶେଷ କରିଥିବା ଶିକ୍ଷାର୍ଥୀମାନଙ୍କୁ ସେମାନେ ଶିକ୍ଷାର ଗୁରୁତ୍ୱ ଓ ଜୀବନରେ ଏହାର ଆବଶ୍ୟକତା ସମ୍ପର୍କରେ ବୁଝାଇଥିଲେ । ଏଥିସହ ବ୍ଲକର ସମସ୍ତ ସିଆରସିସି ମଧ୍ୟ ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ପରିଚାଳନାର ତଦାରଖ କରିଥିଲେ। ଶିକ୍ଷାରୁ ବଞ୍ଚିତ କିମ୍ବା ଅଧାରୁ ପାଠପଢ଼ା ଛାଡ଼ିଥିବା ଲୋକଙ୍କୁ ପୁନର୍ବାର ଶିକ୍ଷାର ପରିସରକୁ ଆଣିବା ଦିଗରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ବୋଲି ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

September 22, 2026
ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

September 22, 2026
ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

September 22, 2026
ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version