• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ‘SAHAY’ ପ୍ରୋଜେକ୍ଟର ଶୁଭାରମ୍ଭ : ସୁଦୃଢ଼ ହେବ ସିକଲ୍ ସେଲ୍ ଚିକିତ୍ସା ବ୍ୟବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
September 22, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ‘SAHAY’ ପ୍ରୋଜେକ୍ଟର ଶୁଭାରମ୍ଭ : ସୁଦୃଢ଼ ହେବ ସିକଲ୍ ସେଲ୍ ଚିକିତ୍ସା ବ୍ୟବସ୍ଥା
Share on FacebookShare on TwitterWhatsapp

ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ୨୬ କନ୍ଧମାଳ ଜିଲ୍ଲାରେ ସିକଲ୍ ସେଲ୍ (ରକ୍ତହୀନତା) ରୋଗର ସ୍କ୍ରିନିଂ, ନିରାକରଣ ଓ ଚିକିତ୍ସା ବ୍ୟବସ୍ଥାକୁ ବ୍ୟାପକ ତଥା ସୁଦୃଢ଼ କରିବା ଲକ୍ଷ୍ୟରେ ମଙ୍ଗଳବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଆଇସିଏମଆର (ICMR) NHRP-SCD ଅଧୀନସ୍ଥ ‘ସାହାୟ’ (SAHAY) ପ୍ରୋଜେକ୍ଟର ଆନୁଷ୍ଠାନିକ ଶୁଭାରମ୍ଭ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ସ୍ଵତନ୍ତ୍ର ଉତ୍ସବରେ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ‘ଜାତୀୟ ସିକଲ୍ ସେଲ୍ ଆନିମିଆ ନିରାକରଣ ମିଶନ୍’ (NSCAEM) ର ଲକ୍ଷ୍ୟକୁ ସାକାର କରିବା ପାଇଁ ଏହି ବହୁକେନ୍ଦ୍ରକ ଅନୁସନ୍ଧାନମୂଳକ ପ୍ରକଳ୍ପ ଓଡ଼ିଶା ସମେତ ଦେଶର ୬ଟି ପ୍ରମୁଖ ରାଜ୍ୟରେ କାର୍ଯ୍ୟକାରୀ ହେଉଛି ।

ଓଡ଼ିଶାରେ ଏହାର ନେତୃତ୍ଵ ନେଉଛନ୍ତି ଭୁବନେଶ୍ଵର ଆଇସିଏମଆର-ଏନଆଇଏଚଆର (ICMR-NIHR) ର ମୁଖ୍ୟ ଅନୁସନ୍ଧାନକାରୀ ତଥା ବୈଜ୍ଞାନିକ ଡାକ୍ତର ମଧୁସ୍ମିତା ବଳ।କନ୍ଧମାଳ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ବେଦଭୂଷଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ସେ ନିଜ ବକ୍ତବ୍ୟରେ ଜିଲ୍ଲାରେ ସିକଲ୍ ସେଲ୍ ରୋଗର ପ୍ରତିରୋଧ ଓ ଏହାର ଶୀଘ୍ର ଚିହ୍ନଟ ଉପରେ ଗୁରୁତ୍ଵାରୋପ କରିଥିଲେ।

ଏହି ପ୍ରକଳ୍ପ ମାଧ୍ୟମରେ କନ୍ଧମାଳର ସମସ୍ତ ବ୍ଲକରେ ସିକଲ୍ ସେଲ୍ ଆକ୍ରାନ୍ତଙ୍କ ପାଇଁ ଏକ ସମନ୍ୱିତ ଓ ଦୀର୍ଘମିଆଦୀ ଚିକିତ୍ସା ମଡେଲ୍ ପ୍ରସ୍ତୁତ କରାଯିବ ବୋଲି ଜଣାପଡ଼ିଛି।ଉଦ୍‌ଘାଟନୀ ସମାରୋହ ପରେ ଆୟୋଜିତ ବୈଷୟିକ ଅଧିବେଶନରେ ଜିଲ୍ଲା ସ୍ଵାସ୍ଥ୍ୟ ବ୍ୟବସ୍ଥାର ବରିଷ୍ଠ ଅଧିକାରୀ ଓ ଜିଏମସିଏଚ୍ (GMCH), ଫୁଲବାଣୀର ବିଶେଷଜ୍ଞ ଡାକ୍ତରମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ଚିକିତ୍ସାକୁ କିପରି ତୃଣମୂଳ ସ୍ତରରେ ପହଞ୍ଚାଯାଇପାରିବ ସେନେଇ ସମୀକ୍ଷା ହୋଇଥିଲା ।

ଏହି ଆଲୋଚନାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ (CDM & PHO) ଡାକ୍ତର ଅଞ୍ଜଳି ଶତପଥୀ, ଡିଏମଓ ଡାକ୍ତର ଅକ୍ଷୟ କୁମାର ସାହୁ, ଡିପିଏଚ୍‌ଓ ଡାକ୍ତର କଲ୍ୟାଣୀ ମିଶ୍ର, ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ଡାକ୍ତର ପ୍ରଦୀପ କୁମାର ପାଢ଼ୀ, ପାଥୋଲୋଜି ବିଶେଷଜ୍ଞ ଡାକ୍ତର ଜୟଦୀପ ଘୋଷ ଏବଂ କମ୍ୟୁନିଟି ମେଡିସିନ୍ ବିଭାଗର ପ୍ରଫେସର ଡାକ୍ତର ମମତା ରାଣୀ ଗିରି ପ୍ରମୁଖ ଯୋଗଦେଇ ବହୁମୂଲ୍ୟ ମତାମତ ରଖିଥିଲେ।ଏହି ଅବସରରେ ଉପଖଣ୍ଡ

ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅତିନିଏଲ ନାଇକା ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ପ୍ରଚାର ପ୍ରସାର ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରକଳ୍ପର ସଫଳ ରୂପାୟନ ପାଇଁ ଜିଲ୍ଲାର ସମସ୍ତ ବ୍ଲକ୍‌ରୁ ପ୍ରୋଗ୍ରାମ ମ୍ୟାନେଜର, ଜନସ୍ଵାସ୍ଥ୍ୟ ଅଧିକାରୀ ଓ ଚିକିତ୍ସା ଅଧିକାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରକଳ୍ପର ଉଦ୍ଦେଶ୍ୟ ସମ୍ପର୍କରେ ଡାକ୍ତର ଜ୍ୟୋତି ଘୋଷାଲ ସୂଚନା ଦେଇଥିବା ବେଳେ ଶେଷରେ ଡାକ୍ତର ଐଶ୍ଵର୍ଯ୍ୟା ଅଶ୍ଵିନୀ ସାମଲ କୃତଜ୍ଞତା ଜ୍ଞାପନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

September 22, 2026
ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

September 22, 2026
କନ୍ଧମାଳ ଜିଲ୍ଲା ପ୍ରଶାସନ ଓ MCL ମଧ୍ୟରେ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ : ସାଲେମ୍ କିସମ ହଳଦୀ ଚାଷକୁ ଦିଆଯିବ ପ୍ରୋତ୍ସାହନ

କନ୍ଧମାଳ ଜିଲ୍ଲା ପ୍ରଶାସନ ଓ MCL ମଧ୍ୟରେ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ : ସାଲେମ୍ କିସମ ହଳଦୀ ଚାଷକୁ ଦିଆଯିବ ପ୍ରୋତ୍ସାହନ

September 22, 2026
କନ୍ଧମାଳରେ ‘SAHAY’ ପ୍ରୋଜେକ୍ଟର ଶୁଭାରମ୍ଭ : ସୁଦୃଢ଼ ହେବ ସିକଲ୍ ସେଲ୍ ଚିକିତ୍ସା ବ୍ୟବସ୍ଥା

କନ୍ଧମାଳରେ ‘SAHAY’ ପ୍ରୋଜେକ୍ଟର ଶୁଭାରମ୍ଭ : ସୁଦୃଢ଼ ହେବ ସିକଲ୍ ସେଲ୍ ଚିକିତ୍ସା ବ୍ୟବସ୍ଥା

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

September 22, 2026
ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version