• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
September 22, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଜାତୀୟ ଏ.ଡ୍.ସ୍. ନିୟନ୍ତ୍ରଣ ଅନୁଷ୍ଠାନ ଙ୍କ ଆକଳନ ଅନୁଯାୟୀ ଏଚ୍.ଆଇ.ଭି. ସଂକ୍ରମଣ କୁ କମାଇବାକୁ ହେଲେ ଜନସାଧାରଣ ଙ୍କ ମଧ୍ୟରେ ସଚେତନତା ବଢାଇବାର ଆବଶ୍ୟକତା ଅଛି । ଏଥିପାଇଁ ଅଗଷ୍ଟ ୧୨ ତାରିଖ ଠାରୁ ଅକ୍ଟୋବର ମାସ ୧୨ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଇନ୍ଟେସିଫାଏଡ ଆଇ.ସି./ବିସି.ସି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ଯାହାକି ଅଧିକ ଜନସାଧାରଣ ଙ୍କୁ ସଂକ୍ରମଣ ର ମାଧ୍ୟମ ଜଣାଇ ସେଥିରୁ ସତର୍କ ରହି ସଂକ୍ରମଣ କୁ ରୋକିବା ରେ ସହାୟକ ହେବା ସହିତ ସଂକ୍ରମିତ ବ୍ୟକ୍ତି ଙ୍କ ଚିକିତ୍ସା ର ଉପାୟ ବିଷୟରେ ସୂଚନା ପହଂଚାଇବ ।

ଏହି ପରିପ୍ରେକ୍ଷି ରେ ଓଡିଶା ରାଜ୍ୟ ଏ.ଡ୍.ସ୍. ନିୟନ୍ତ୍ରଣ ସମିତି , ଭୂବନେଶ୍ୱର ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ୱାତୀ’,କନ୍ଧମାଳ ଙ୍କ ମିଳିତ ସହଯୋଗ ରେ ବାଲିଗୁଡା ଆଦିବାସି ମହାବିଦ୍ୟାଳୟ ଠାରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ର ଲକ୍ଷ୍ୟ ଯେପରି ଅଧିକ ରୁ ଅଧିକ ଲୋକ ଙ୍କ ପାଖରେ ସଚେତନତା ବାର୍ତା ପହଂଚାଯାଇ ପାରିବ ଏବଂ ଏଚ୍.ଆଇ.ଭି. ସଂକ୍ରମଣ କୁ ରୋକାଯାଇ ପାରିବ । କାର୍ଯ୍ୟକ୍ରମରେ ବାଲିଗୁଡା ଉପଜିଲ୍ଲାପାଳ ପ୍ରଣିତା ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ସଙ୍କ୍ରମଣ କୁ ରୋକିବାକୁ ହେଲେ ଜନ ସଚେତନତା ସହିତ ସଞମୀ ଜିବନ ଯାପନ ଆବଶ୍ୟକ ବୋଲି କହିଥିଲେ ।

ତତ୍ସହିତ କିଶୋରି ଗର୍ଭଧାରଣର କୁପରିଣତି କୁ ଉପସ୍ଥାପନା କରି ଏଥିରୁ ନିବୃତ ରହିବା ପାଇଁ ଛାତ୍ର/ଛାତ୍ରୀ ଙ୍କୁ ଅନୁରୋଧ କରିଥିଲେ । ଅନ୍ୟତମ ଅତିଥିଭାବେ ଉପ-ଜିଲ୍ଲା ପୋଲିସ ଅଧିକାରି ଶୁଭମ୍ ଭୋସଲେ କାର୍ଯ୍ୟକ୍ରମରେ ଯୋଗଦେଇ ପସ୍କୋ ଆଇନ ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ସଚେତନତା ବାର୍ତା ଦେଇଥିଲେ । ସଂପାଦକ ହରି ଶଙ୍କର ରାଉତ କାର୍ଯ୍ୟକ୍ରମକୁ ପରିଚାଳନା କରିବାସହିତ ବାଲ୍ୟବିବାହର କୁପରିଣତି ଓ ସେଥିରେ ଥିବା ଦଣ୍ଡବିଧାନ ଉପରେ ଆଲୋଚନା କରିଥିଲେ । ଆଦିବାସି ମହାବିଦ୍ୟାଳୟର ଅଧ୍ୟକ୍ଷ ଡାକ୍ତର ବିଭୁତିଭୂଷଣ ଆଚାର୍ଯ୍ୟ ଉପସ୍ଥିତ ରହି ପୋସ୍ ଆଇନ୍ ବିଷୟରେ ଉପସ୍ଥାପନା କରିବା ସହିତ ନିଜ ବିଦ୍ୟାଳୟରେ ମଧ୍ୟ ଆଭ୍ୟନ୍ତରିଣ ଅଭିଯୋଗ କମିଟି ଗଠନ ହୋଇଥିବା କଥା ଅବଗତ କରାଇଥିଲେ ।

କାର୍ଯ୍ୟକ୍ରମ ରେ ବାରଖମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁସ ମେଡିକାଲ ଅଧିକାରି ଡାକ୍ତର କୁନାଲ ଚନ୍ଦ୍ର ରଣସଣ୍ଢ, ସମନ୍ୱିତ ରକ୍ତ ପରିକ୍ଷା କେନ୍ଦ୍ରର ପରାମର୍ଶ ଦାତା ଗିତାଞଳୀ ପଣ୍ଡା ଓ ବାଲିଗୁଡା ବ୍ଲକ୍ ର ଅତିରିକ୍ତ ଗୋଷ୍ଠିଉନ୍ନୟନ ଅଧିକାରି ଉପସ୍ଥିତ ରହି ସଂକ୍ରମଣ ର ବିଭିନ୍ନ ମାଧ୍ୟମ ଏବଂ ତାର ସତର୍କତା ବିଷୟରେ ଜଣାଇବା ସହ ଯୌନ ସଂକ୍ରମଣ ,ରୋଗର କାରଣ ଓ ନିରାକରଣ ର ଉପାୟ ଗୁଡିକୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ୩୦୦ରୁ ଅଧିକ ଛାତ୍ର/ଛାତ୍ରୀ ଯୋଗ ଦେଇଥିବା ବେଳେ ପ୍ରକଲ୍ପ ତରଫରୁ ବିଶ୍ୱରଞନ କର ଅତିଥି ସ୍ୱାଗତ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

ଅନୁଷ୍ଠାନର ତରଫରୁ ସ୍ନେହଲତା ନାୟକ,ସୀତା ରଣା ଓ ଜଳିତା ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ରେଡରିବନ୍ କ୍ଲବ୍ ଓ ଯୁବ ରେଡକ୍ରସରେ କାର୍ଯ୍ୟରତ ଛାତ୍ର/ଛାତ୍ରୀ ମାନଙ୍କୁ ମାନପତ୍ର ଦେବା ସହିତ ବାଲ୍ୟବିବାହ, ନିଶା ନିବାରଣ ଓ ଏଚ୍.ଆଇ,ଭି ସଂକ୍ରମଣ ରୋକିବା ନେଇ ଏକ ସପଥ ପାଠ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026
ପୁରୀ ଆଇନ ସଚେତନତା ଶିବିର

ପୁରୀ ଆଇନ ସଚେତନତା ଶିବିର

September 23, 2026
ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

September 22, 2026
ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026
ପୁରୀ ଆଇନ ସଚେତନତା ଶିବିର

ପୁରୀ ଆଇନ ସଚେତନତା ଶିବିର

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version