• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଆଇନ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
September 23, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଆଇନ ସଚେତନତା ଶିବିର
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପୁରୀ ଜିଲ୍ଲା ଆଇନ ସେବା ପ୍ରାଧୀକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ ଅନୁଯାଇ ସୁରାଜମଲ ସାହା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ପୀଡ଼ିତା କ୍ଷତି ପୂରଣ ଯୋଜନା ଅନ୍ତର୍ଭୂକ୍ତ ଏସିଡ ଆକ୍ରମଣରେ ଶିକାର ହୋଇଥିବା ପିଡ଼ିତାଙ୍କୁ ଆଇନ ସହାୟତା ଓ ସାଇବର ଆଇନ ସମ୍ପର୍କରେ ଆଇନ ସଚେତନତା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।

ଆଜିର ଏହି କାର୍ଯକ୍ରମକୁ ପୁରୀ ଜିଲ୍ଲା ଆଇନ ସେବା ପ୍ରାଧୀକରଣର ସଚିବ ପରିତୋଷ କୁମାର ସେଠୀ ଉଦଘାଟନ କରିବା ସହ ନିଜ ବକ୍ତବ୍ୟରେ ଏସିଡ ଆକ୍ରମଣରେ ଶିକାର ହୋଇଥିବା ପିଡ଼ିତାଙ୍କୁ କ୍ଷତିପୂରଣ ଦେବା , ଆକ୍ରମଣକାରୀଙ୍କୁ ଆଜୀବନ କାରାଦଣ୍ଡ ଓ ଜୋରିମାନା ହୋଇପାରେ ଏବଂ ପିଡ଼ିତାଙ୍କୁ ମାଗଣା ଆଇନ ଓ ସ୍ବାସ୍ଥ୍ୟ ସେବା ମିଳିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ ବୋଲି ପ୍ରକାଶ କରିବା ସହିତ ପୀଡ଼ିତା କ୍ଷତିପୂରଣ ଯୋଜନା ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ ଏବଂ ସାଇବର ଆଇନ ସମ୍ପର୍କିତ ବିଭିନ୍ନ ଆଇନ ବିଷୟରେ ସଚେତନ କରାଇବା ସହ,

ଆଇନ ସେବା ପ୍ରାଧୀକରଣ ଅଧିନିୟମ ୧୯୮୭ ରେ ଥିବା ବିଭିର୍ନ ବିଧିବ୍ୟବସ୍ଥାର ଉଦେଶ୍ୟ ଓ ଆଭିମୁଖ୍ୟ ,ନିଶୁଳ୍କ ଆଇନ ସେବା ଯୋଗ୍ୟ ହିତାଧିକାରୀ, ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର , ନ୍ୟାୟ ସଂଯୋଗ , ୧୫୧୦୦ ଏବଂ ସମୁଖ କାର୍ଯ୍ୟାଳୟ ବିଷୟରେ ଅବଗତ କରାଇବା ସହ ଆଇନ ସେବା କଣ ଏବଂ ଆଇନ ସେବା ପାଇବା ପାଇଁ କେଉଁ କେଉଁମାନେ ଯୋଗ୍ୟ ,ସେହି ବିଷୟରେ ଆଲୋଚନା କରିଥିଲେ । ଏହି କାର୍ଯ୍ଯକ୍ରମରେ ଡ଼ିଏସପି କଳ୍ପନା କାଉଁରୀ ସାଇବର ଆଇନ ବିଷୟରେ ଛାତ୍ର, ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ ।

ଆଜିର ଏହି କାର୍ଯ୍ଯକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଧରଣିଧର ମୁଦୁଲି ଏବଂ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ର , ଛାତ୍ରୀମାନେ ଉପସ୍ଥିତ ଥିଲେ । ଆଜିର ଏହି କାର୍ଯ୍ଯକ୍ରମରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଆଇନ ସେବା ପ୍ରାଧିକରଣ ତରଫରୁ ଧନ୍ୟବାଦ ଅର୍ପଣ ସହ ଆଇନ ସେବାର ଉପଯୋଗୀତା ଓ ଉପଦେୟତାକୁ ଜନସାଧାରଣଙ୍କ ମଧ୍ୟରେ ପ୍ରଚାର କରିବା ସହ ଏହା କିପରି ଜନସାଧାରଣଙ୍କ ଉପଯୋଗୀ ହୋଇପାରିବ ଏଥିପାଇଁ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ଯକ୍ରମକୁ ପରିଚାଳନା କରିବାରେ ପ୍ରାଧୀକରଣର କର୍ମଚାରୀମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026
ପୁରୀ ଆଇନ ସଚେତନତା ଶିବିର

ପୁରୀ ଆଇନ ସଚେତନତା ଶିବିର

September 23, 2026
ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ

September 22, 2026
ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026
ପୁରୀ ଆଇନ ସଚେତନତା ଶିବିର

ପୁରୀ ଆଇନ ସଚେତନତା ଶିବିର

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version