• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

ରାଜ୍ୟ ସରକାରଙ୍କ ଶିକ୍ଷା ପ୍ରତି ଶୁଭ ଦୃଷ୍ଟି ର ଅଭାବ କାହିଁକି?

Proprietor Abhimanyu Maharana by Proprietor Abhimanyu Maharana
September 23, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ରାଜ୍ୟର ଜନ ସାଧାରଣ, ଅଭିଭାବକ ମାନେ ଭାବିଥିଲେ ଡବଲ ଇଞ୍ଜିନ ସରକାର ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବେ ହେଲେ ଫଳ ଓଲଟା । ଶିକ୍ଷା ବିକାଶ ଦିଗରେ ଯିବ କଣ ବିନାଶ ଦିଗରେ ଯାଉଛି । ଯେଉଁ ରାଜ୍ୟର ଶିକ୍ଷା ଯେତେ ସମୃଦ୍ଧ ସେହି ରାଜ୍ୟ ସେତେ ଉନ୍ନତ । ଶିକ୍ଷାର ବିକାଶ,ଗୁଣାତ୍ମକ ଶିକ୍ଷା ଯେଉଁ ରାଜ୍ୟରେ ହେବା ପାଇଁ ସରକାର ଆନ୍ତରିକତା ଅଭାବ ରହିଛି ସେହି ରାଜ୍ୟ ବିକାଶ ର ତାଲିକାରେ ଦେଶରେ ତଳ ସ୍ତରରୁ ଏକ ନଂ ହେଉଛି ।

ଏଠି ପ୍ରଶ୍ନ ଉଠୁଛି ଗୁଣାତ୍ମକ ଶିକ୍ଷା ଚାଲିଛି କହିଲେ ହେବ ନାହିଁ ସେଥିପାଇଁ ଶତପ୍ରତିଶତ କାର୍ଯ୍ୟ ହେବା ମଧ୍ୟ ନିହାତି ଆବଶ୍ୟକ । ରାଜ୍ୟରେ ଚାଲିଛି ଡବଲ ଇଞ୍ଜିନ ସରକାର । ସରକାର ଗୁଣାତ୍ମକ ଶିକ୍ଷା ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଥିବା ବେଳେ କିନ୍ତୁ କାର୍ଯ୍ୟ ପୁରା ଓଲଟା।ଯାହାକି ନୟାଗଡ ଜିଲ୍ଲା ରେ ଦେଖିବାକୁ ମିଳିଛି ।

ନୟାଗଡ ଜିଲ୍ଲା ରେ Level-iv ରେ ପୋଷ୍ଟ ଖାଲିପଡ଼ିଛି ୯୨,କିନ୍ତୁ ବିଚିତ୍ର କଥା ଶିକ୍ଷକ ପଦୋନ୍ନତି ୪୫ ଜଣ ପାଇଥିବା ଜଣା ପଡ଼ିଛି । ତେବେ କାହିଁକି ଏଭଳି ବିଚିତ୍ର ବ୍ୟବସ୍ଥା । ଏହା ଶିକ୍ଷକ ମାନଙ୍କୁ ନିରୁତ୍ସାହିତ କରିବନି କି..? ପ୍ରଶ୍ନ ଉଠୁଛି ୯୨ ଜଣ ପଦୋନ୍ନତି ପାଇବାକୁ ଥିବା ବେଳେ ୪୫ ଜଣଙ୍କୁ କାହିଁକି..? ଏହା କଣ ଡବଲ ଇଞ୍ଜିନ ସରକାର ର ସଫଳତା ।

ପାଠ୍ୟ ପୁସ୍ତକ ,ଶିକ୍ଷକ ,ଶ୍ରେଣୀଗୃହ ,ପଦୋନ୍ନତି ସ୍ପଷ୍ଟ ଜଣାପଡୁଛି ସରକାରଙ୍କ ଗୁଣାତ୍ମକ ଶିକ୍ଷା ପ୍ରତି କେତେ ଆନ୍ତରିକତା ରହିଛି । ଏଭଳି ଅବ୍ୟବସ୍ଥା ଚାଲୁ ରହିଲେ ଛାତ୍ର ଛାତ୍ରୀ ଙ୍କ ବିକାଶ ତ ଦୂରର କଥା ଭବିଷ୍ୟତ ଅନ୍ଧକାର ମୟ ହେବା ସୁନିଶ୍ଚିତ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି । ଶିକ୍ଷକ ପଦୋନ୍ନତି ରେ ଏହି ଟାଳଟୁଳ ନୀତି କାହିଁକି।୯୨ ପୋଷ୍ଟ ଖାଲି ଥିବାବେଳେ ୪୫ ଜଣଙ୍କୁ କାହିଁକି ,ଏଭଳି ପ୍ରଶ୍ନ କରିଛନ୍ତି ବୁଦ୍ଧିଜୀବୀ । ଏଥିପାଇଁ କଣ ଡବଲ ଇଞ୍ଜିନ ସରକାର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version