• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍‌, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍‌ ହେଲା ଘାଟି ରାସ୍ତା

Proprietor Abhimanyu Maharana by Proprietor Abhimanyu Maharana
September 24, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍‌, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍‌ ହେଲା ଘାଟି ରାସ୍ତା
Share on FacebookShare on TwitterWhatsapp

କନ୍ଧମାଳ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଲଗାଣ ବର୍ଷାରେ କନ୍ଧମାଳର ପ୍ରମୁଖ ଯାତାୟାତ ମାର୍ଗ କଳିଙ୍ଗା ଘାଟିର ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ଘାଟିର ଅନ୍ଧାରକୋଟ ଅଞ୍ଚଳରେ ନିର୍ମାଣାଧୀନ ରାସ୍ତା ସହ ଗାର୍ଡୱାଲ୍‌ର ଏକ ବଡ଼ ଅଂଶ ପୁଣିଥରେ ଭୁଶୁଡ଼ି ପଡ଼ିଛି । ଲଗାତାର ବର୍ଷା ଯୋଗୁଁ ମାଟି ଧସିବା ପରେ ଗାର୍ଡୱାଲ୍‌ ଧୋଇଯାଇ ଭୁଶୁଡ଼ିଥିବା ଜଣାପଡ଼ିଛି ।

ଏହାକୁ ନେଇ ଘାଟି ରାସ୍ତାର ସୁରକ୍ଷା ଏବେ ବଡ଼ ପ୍ରଶ୍ନ ହୋଇଛି । ବିପଦପୂର୍ଣ୍ଣ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ କଳିଙ୍ଗା ଘାଟି ଦେଇ ଯାତାୟାତକୁ ଉଭୟ ପାର୍ଶ୍ୱରୁ ବନ୍ଦ କରାଯାଇଥିଲା । ତେବେ ଗାର୍ଡୱାଲ୍‌ ଭୁଶୁଡ଼ିବା ପରେ ସୁରକ୍ଷା ଦୃଷ୍ଟିରୁ ଘାଟି ରାସ୍ତାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍‌ କରାଯାଇଛି ।

ଘାଟିର ପାଦଦେଶ ରେ ପୋଲିସ ମୁତୟନ କରାଯାଇ ଯାତାୟାତ ଉପରେ କଡ଼ା ନଜର ରଖାଯାଇଛି । ସୂଚନା ଅନୁଯାୟୀ, ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ଜାତୀୟ ରାଜପଥ-୧୫୭ର ପ୍ରଶସ୍ତିକରଣ ଓ ସୁରକ୍ଷା କାର୍ଯ୍ୟ ଚାଲିଛି । ହେଲେ ନିର୍ମାଣାଧୀନ ରାସ୍ତା ଓ ଗାର୍ଡୱାଲ୍‌ ପୂର୍ବରୁ ମଧ୍ୟ ଦୁଇଥର ଭୁଶୁଡ଼ିଥିବା ଅଭିଯୋଗ ଥିବା ବେଳେ ଏବେ ପୁଣି ତୃତୀୟ ଥର ପାଇଁ ଧସିଛି ।

ଫଳରେ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଓ ତଦାରଖ ବ୍ୟବସ୍ଥାକୁ ନେଇ ଗୁରୁତର ପ୍ରଶ୍ନ ଉଠିଛି । ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ଏହାର ରିପୋର୍ଟ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ଭୁଶୁଡ଼ିଥିବା ଅଞ୍ଚଳର ସ୍ଥିତି, ରାସ୍ତାର ସୁରକ୍ଷା ଏବଂ ନିର୍ମାଣ କାର୍ଯ୍ୟରେ କୌଣସି ତ୍ରୁଟି ରହିଛି କି ନାହିଁ, ତାହା ଯାଞ୍ଚ କରାଯାଉଛି ।

ଅନ୍ୟପକ୍ଷରେ, ଲଗାଣ ବର୍ଷାର ପ୍ରଭାବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘରଦ୍ୱାର କ୍ଷତିଗ୍ରସ୍ତ ହେବା ସହ ବହୁ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ଖବର ମିଳିଛି । ଏଭଳି ସ୍ଥିତିରେ ରାସ୍ତା ସମ୍ପୂର୍ଣ୍ଣ ସୁରକ୍ଷିତ ନହେବା ପର୍ଯ୍ୟନ୍ତ କଳିଙ୍ଗା ଘାଟି ଦେଇ ଯାତାୟାତ ନକରିବାକୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି । ଗାର୍ଡୱାଲ୍‌ ନିର୍ମାଣରେ ବାରମ୍ବାର କ୍ଷତି ଘଟୁଥିବାରୁ ଏହାର ସ୍ଥାୟୀତ୍ୱ ଓ ନିର୍ମାଣ ମାନ ନେଇ ଏବେ ନିରପେକ୍ଷ ଯାଞ୍ଚର ଆବଶ୍ୟକତା ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର:ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର:ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

KHURDA ROAD DIVISION CONDUCTED CLOSING CEREMONY OF HINDI PAKHWADA -2026 AND 151st DIVISIONAL OFFICIAL LANGUAGE IMPLEMENTATION COMMITTEE MEETING

September 24, 2026
ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍‌, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍‌ ହେଲା ଘାଟି ରାସ୍ତା

ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍‌, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍‌ ହେଲା ଘାଟି ରାସ୍ତା

September 24, 2026
ଭୂସ୍ଖଳନ ଆଶଙ୍କାରେ କଳିଙ୍ଗା ଘାଟି ବନ୍ଦ : ପୁଲିସର ନାକାବନ୍ଦୀ, ବିକଳ୍ପ ରାସ୍ତାରେ ଯାତାୟାତ ପାଇଁ ପରାମର୍ଶ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର:ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର:ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

KHURDA ROAD DIVISION CONDUCTED CLOSING CEREMONY OF HINDI PAKHWADA -2026 AND 151st DIVISIONAL OFFICIAL LANGUAGE IMPLEMENTATION COMMITTEE MEETING

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version