• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Proprietor Abhimanyu Maharana by Proprietor Abhimanyu Maharana
September 24, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ
Share on FacebookShare on TwitterWhatsapp

ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲାର ବିଭିନ୍ନ ସାମ୍ବାଦିକ ସଂଘ ଓ ସଂଗଠନ ମଧ୍ୟରେ ସମନ୍ୱୟ ସ୍ଥାପନ ସହ ସାମ୍ବାଦିକଙ୍କ ମଧ୍ୟରେ ଏକତା ଓ ସାମ୍ୱାଦିକ ମାନଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ‘ସାମ୍ବାଦିକ ସମନ୍ୱୟ ସମିତି’ ନାମରେ ଏକ ମଞ୍ଚ ଗଠନ କରାଯାଇଛି। ଏ ନେଇ ବୁଧବାର ଫୁଲବାଣୀସ୍ଥିତ ସେନାପତି ରେସିଡେନ୍ସି ସଭାଗୃହରେ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମାବେଶ ଅନୁଷ୍ଠିତ ହୋଇଥିଲା। ଏହି ସମାବେଶରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଯୋଗଦେଇ ଗଣମାଧ୍ୟମର ସାମାଜିକ ଦାୟିତ୍ୱ ଓ ଭୂମିକା ଉପରେ ଆଲୋକପାତ କରିଥିଲେ।

ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିବା ସହ ସୋସିଆଲ୍ ମିଡିଆର ଏହି ଯୁଗରେ କେବଳ ଖବରର ଶୀର୍ଷକକୁ ଗୁରୁତ୍ୱ ନଦେଇ ସମ୍ପୂର୍ଣ୍ଣ ତଥ୍ୟଭିତ୍ତିକ ଖବର ପ୍ରସାରଣ ଉପରେ ଗୁରୁତ୍ୱ ଦେବା ସହ ଜନସାଧାରଣ ଯେପରି ଉପକୃତ ହୋଇ ପାରିବେ ସେଥି ପ୍ରତି ଗୁରୁତ୍ଵାରୋପ କରିଥିଲେ। ଗଣମାଧ୍ୟମ ମାଧ୍ୟମରେ ସୁସ୍ଥ ସମାଜ ଗଠନରେ ସହାୟତା ମିଳିବ ବୋଲି ସେ ମତ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଭୂତି ଭୂଷଣ ମହାପାତ୍ର ଯୋଗଦେଇଥିଲେ।

ଆଲୋଚକ ଭାବେ ବରିଷ୍ଠ ସାମ୍ବାଦିକ ଡ. ଅରୂପ କୁମାର ଜେନା,ଶିବପ୍ରସାଦ ତ୍ରିପାଠୀ ଓ ସମିତିର ଉପଦେଷ୍ଟା ଡ. ରଞ୍ଜନ ପ୍ରଧାନ , ଯୋଗଦେଇ ସାମ୍ବାଦିକତାର ବିଭିନ୍ନ ଦିଗ ଓ ସାମ୍ବାଦିକଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ। ସମିତିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁନୀଲ ପଟ୍ଟନାୟକ ସଭାପତିତ୍ୱ କରି ପ୍ରାରମ୍ଭିକ ସୂଚନା ଦେଇଥିଲେ। ଉପସଭାପତି ସନ୍ତୋଷ କୁମାର ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ଉପସଭାପତି ଅଜିତ୍ କୁମାର ମହାରଣା ବକ୍ତବ୍ୟ ରଖିବା ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ସାଧାରଣ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ କୁମାର ବେହେରା ସମନ୍ୱୟ ସମିତି ଗଠନର ଆବଶ୍ୟକତା ଓ ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ତଥ୍ୟ ରଖିଥିଲେ।ଏହି ଅବସରରେ ସାମ୍ବାଦିକଙ୍କ ବିଭିନ୍ନ ଦାବି ନେଇ ଜ଼ିଲ୍ଲା ପାଳଙ୍କ ଜରିଆରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ୬୦ ବର୍ଷ ପରେ ସାମ୍ବାଦିକଙ୍କୁ ପେନ୍‌ସନ୍ ପ୍ରଦାନ, କାର୍ଯ୍ୟକ୍ଷେତ୍ରରେ ସମସ୍ୟା ସମୟରେ ସହାୟତା ପାଇଁ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ଆକ୍ରେଡିଟେସନ୍ ସୁବିଧା ଏବଂ ଭୂମିହୀନ ସାମ୍ବାଦିକଙ୍କୁ ଭୂମି ଯୋଗାଇଦେବା ଆଦି ଦାବି ଏଥିରେ ଉଲ୍ଲେଖ ରହିଥିଲା ।

ସମାବେଶରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଯୋଗଦେଇଥିବା ସାମ୍ବାଦିକମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଉପସ୍ଥିତ ସାମ୍ବାଦିକମାନେ ମଧ୍ୟ ସାମ୍ବାଦିକତା ସମ୍ପର୍କିତ ବିଭିନ୍ନ ସମସ୍ୟା ଓ ନିଜ ନିଜ ମତ ଉପସ୍ଥାପନ କରିଥିଲେ। ବରିଷ୍ଠ ସାମ୍ବାଦିକ ଅଶୋକ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସଂଗଠନ ସମ୍ପାଦକ ସୂଜିତ୍ କୁମାର ବେହେରା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

KHURDA ROAD DIVISION CONDUCTED CLOSING CEREMONY OF HINDI PAKHWADA -2026 AND 151st DIVISIONAL OFFICIAL LANGUAGE IMPLEMENTATION COMMITTEE MEETING

September 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version