• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
September 26, 2026
in କଟକ, ଗଜପତି, ହୋମ୍
0
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଦେଇ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କା ରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି l ଗୁରୁତର ଭାବେ ଆହାତ ଛାତ୍ରଙ୍କୁ ନିକଟସ୍ଥ ଟେକାଲି ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି। ଘଟଣାରୁ ପ୍ରକାଶ ଯେ ପାରଳାଖେମୁଣ୍ଡି ଠାରୁ ୨୫ କିମି ଦୂର ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା ଟେକେଲି ମଣ୍ଡଳ ଅନ୍ତର୍ଗତ ରାୟୱାଲସା ଗ୍ରାମ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ସୂଚନା ଅନୁଯାୟୀ ଟେକାଲି ଗ୍ରାମ ସ୍ଥିତ ଏସ ସି/ଏସ ଟି ହଷ୍ଟେଲ ରେ ରହି ଏହି ୫ ଜଣ ଛାତ୍ର +୨ରେ ଅଧ୍ୟୟନ କରୁଥିଲେ l

ଘଟଣା ଘଟିବା ଦିନ ଏହି ୫ଜଣ ଛାତ୍ର ରାୟଭଲସା ଗ୍ରାମ ନିକଟରେ ରେଳଧାରଣା ପାରକରି ଆରପଟକୁ ବର୍ଷା ପାଣିରୁ ମାଛ ଧରିବା ପାଇଁ ଯାଇ ପୁଣି ସେହି ରେଳ ଧାରଣା ଦେଇ ଫେରୁଥିବା ବେଳେ ଆକାଶ ଅନ୍ଧାର ଓ ମେଘୁଆ ଥିବାରୁ ଅପର ପଟୁ ହଟାତ୍ ରଜ୍ୟରାଣୀ ଟ୍ରେନ ଆସୁଥିବା ଦେଖି ପାରିନଥିଲେ l ଏହି ସମୟରେ ହଠାତ୍‌ ରାଜାରାଣୀ ଏକ୍ସପ୍ରେସ ଆସିଯାଇଥିଲା। ଟ୍ରେନ ଧକ୍କାରେ ଘଟଣାସ୍ଥଳରେ ହିଁ ୪ ଛାତ୍ରଙ୍କ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଛାତ୍ରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଟେକେଲି ହସ୍ପିଟାଲକୁ ପଠା ଯାଇଥିଲା ମୃତ ଛାତ୍ରଙ୍କ ନାଁ ହେଲା: ବିଶାଖା ରାଓ, ଦିଲ୍ଲୀପ, ଶରତ ଓ ସିଭା ଆହତ ଛାତ୍ରଙ୍କ ନାଁ ହେଲା ସଲମାନ ରାଜୁ ବୋଲି ଜଣା ପଡ଼ିଛି l

ସ୍ଥାନୀୟ ଗ୍ରାମ ବାସୀଙ୍କ କହିବା ଅନୁଯାୟୀ ଦୁର୍ଘଟଣା ସମୟରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିଲା। ବର୍ଷା ଯୋଗୁ ଆକାଶ ଅନ୍ଧାରୁଆ ଥିବା ଓ ଆଲୋକ କମିଯାଇଥିବାରୁ ଟ୍ରେନ ଆସିବା କଥା ସେମାନେ ଦେଖି ପାରିନଥିବା କିମ୍ବା ଜାଣିପାରି ନ ଥିବା ଅନୁମାନ କରାଯାଉଛି। ଖବର ପାଇ ଆର.ପି.ଏଫ (RPF) ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡ଼ିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ଦୁର୍ଘଟଣାର ସଠିକ କାରଣ ଓ ମୃତକଙ୍କ ପରିଚୟ ସ୍ପଷ୍ଟ ପରିଚୟ ମିଳି ପାରିବ। ଏହି ଦୁର୍ଘଟଣା କୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

September 26, 2026
ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version