• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 28, 2026
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ସ୍ଥିତ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), ପାରଳାଖେମୁଣ୍ଡି ଏବଂ ଆଇପିଏଲ୍ ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମରେ ଏକ କିଷାନ ମେଳା ଅନୁଷ୍ଠିତ ହୋଇଯାଇଛି। ଚାଲୁଥିବା ‘ଆଇପିଏଲ୍-ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ’ ଅଧୀନରେ ଆୟୋଜିତ ଏହି ମେଳାରେ ଗୁରାଣ୍ଡି, ଉପଲଡା, ମହାଦେବପୁର, ଲିଙ୍ଗିପୁର ଏବଂ ମାଛମରା ପ୍ରଭୃତି ଗ୍ରାମରୁ ୨୦୦ରୁ ଊର୍ଦ୍ଧ୍ୱ ଚାଷୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ (ସି.ଡି.ଏ.ଓ.) ଶ୍ରୀ ଏମ୍. ପ୍ରକାଶ ରାଓ ଯୋଗଦେଇ ଆଞ୍ଚଳିକ କୃଷି କାର୍ଯ୍ୟ ପଦ୍ଧତିର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋକପାତ କରିଥିଲେ ।

ସମ୍ମାନିତ ଅତିଥି ଭାବେ ଗୋଷାଣି ବ୍ଲକ୍ କୃଷି ଅଧିକାରୀ ଶ୍ରୀମତୀ ଶ୍ରାବଣୀ ମହାରଣା ଉପସ୍ଥିତ ରହି ଉନ୍ନତ କୃଷି ପ୍ରଣାଳୀ ଏବଂ ଉଭୟ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ କଲ୍ୟାଣକାରୀ ଯୋଜନା ବିଷୟରେ ଚାଷୀମାନଙ୍କୁ ସଚେତନ କରାଇଥିଲେ। ସେହିପରି ଗୁରାଣ୍ଡି ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଶିଳ୍ପା ପାତ୍ର ସି.ୟୁ.ଟି.ଏମ୍.ର ଏଭଳି ଚାଷୀ-ଅଭିମୁଖୀ ପଦକ୍ଷେପକୁ ପ୍ରଶଂସା କରିଥିଲେ। ସି.ୟୁ.ଟି.ଏମ୍. କୃଷି ଓ ଆନୁସଙ୍ଗିକ ବିଜ୍ଞାନ ବିଭାଗର ଡିନ୍ (ପ୍ରଶାସନ) ଡଃ ଏସ୍. ପି. ନନ୍ଦ ସମାଜର ବିକାଶ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପ୍ରସାର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏଥିସହ ନୋଡାଲ ଅଧିକାରୀ ଡଃ ଆଶୀର୍ବଚନ ମହାପାତ୍ର ଛାତ୍ରଛାତ୍ରୀ ଇଣ୍ଟର୍ଣ୍ଣ ମାନଙ୍କ ଦ୍ୱାରା କରାଯାଉଥିବା ତୃଣମୂଳ ସ୍ତରର ସଚେତନତା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞ ପ୍ରଫେସର ଚିନ୍ତାମଣି ପଣ୍ଡା, ଡଃ ବିଷ୍ଣୁପ୍ରସାଦ ଦାଶ, ଡଃ ପ୍ରଭୁ ପ୍ରସନ୍ନ ପ୍ରଧାନ, ଡଃ ବିଶାଲ କୁମାର ଗୁପ୍ତା ଏବଂ ଶ୍ରୀ ଚିନ୍ମୟ ନନ୍ଦ ଉପସ୍ଥିତ ଥିଲେ। ଏହି ଅବସରରେ ଏକ କୃଷକ-ବୈଜ୍ଞାନିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ବିଶେଷଜ୍ଞ ମାନେ ଚାଷୀ ମାନଙ୍କର ବିଭିନ୍ନ ବୈଷୟିକ ସମସ୍ୟାର ସମାଧାନ କରିଥିଲେ। ଏହା ସହିତ ଉନ୍ନତ କୃଷି ପ୍ରଯୁକ୍ତିବିଦ୍ୟା ଏବଂ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କୃଷି ଉତ୍ପାଦର ଏକ ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଥିଲା ଶେଷରେ ଶ୍ରୀ ବିଶ୍ୱଜିତ୍ ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version