• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 28, 2026
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବି.ଏନ୍. ପ୍ୟାଲେସ୍‌ ଠାରୁ ଇଣ୍ଡୋର ଷ୍ଟାଡିୟମ୍ ପର୍ଯ୍ୟନ୍ତ ଏବଂ ଇଣ୍ଡୋର ଷ୍ଟାଡିୟମ୍‌ଠାରୁ ବି.ଏନ୍. ପ୍ୟାଲେସ୍ ପର୍ଯ୍ୟନ୍ତ ଏକ ମାରାଥନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ କୁମାର ସାହୁ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।

ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ, ଐତିହ୍ୟ, ଆଦିବାସୀ କଳା ଓ ସଂସ୍କୃତି ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟନର ବିକାଶ ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ଅବସରରେ ଗଜପତି ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମହେନ୍ଦ୍ରଗିରି ପର୍ବତ, ଜିରାଙ୍ଗ ପଦ୍ମସମ୍ଭବ ମହାବିହାର, ଗଣ୍ଡାହାତୀ ଜଳପ୍ରପାତ, ପାରଳାଖେମୁଣ୍ଡିର ଐତିହ୍ୟସମ୍ପନ୍ନ ସ୍ଥାନ ସମେତ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀର ପ୍ରଚାରପ୍ରସାର ଉପରେ ଗୁରୁତ୍ୱ ଦିଆଯାଇଥିଲା । ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା, ପରିବେଶ ସୁରକ୍ଷା ଓ ଐତିହ୍ୟ ସଂରକ୍ଷଣ ନେଇ ସଚେତନତା ସୃଷ୍ଟି କରାଯାଇଥିଲା ।

ଜିଲ୍ଲାର ପର୍ଯ୍ୟଟନ ସମ୍ଭାବନାକୁ ଅଧିକ ପ୍ରଚାର କରିବା ସହ ଦାୟିତ୍ୱପୂର୍ଣ୍ଣ ଓ ପରିବେଶ ଅନୁକୂଳ ପର୍ଯ୍ୟଟନ ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆହ୍ୱାନ କରାଯାଇଥିଲା । ଗଜପତି ଜିଲ୍ଲାର ପ୍ରାକୃତିକ, ଐତିହ୍ୟ ଓ ସାଂସ୍କୃତିକ ବୈଭବକୁ ଅଧିକ ପରିଚିତ କରାଇବାରେ ଏଭଳି କାର୍ଯ୍ୟକ୍ରମ ସହାୟକ ହେବ ବୋଲି ସମସ୍ତଙ୍କର ମତପ୍ରକାଶ ପାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସମେତ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version