• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

Proprietor Abhimanyu Maharana by Proprietor Abhimanyu Maharana
September 29, 2026
in ଓଡ଼ିଶା, ଗଜପତି, ହୋମ୍
0
ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଭାରତର ସବୁଜ ବିପ୍ଳବର ଜନକ ତଥା ଭାରତ ରତ୍ନ ପ୍ରଫେସର ଏମ୍. ଗିରି ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ ଅବସରରେ ପାରଳାଖେମୁଣ୍ଡି ନିକଟସ୍ଥ ବି.ସୀତାପୁର ଗ୍ରାମର ଆଲୁରୀ ନଗର ଠାରେ ଥିବା ସେଞ୍ଚୁରିଅନ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ) ର ଏମ:ଏସ: ସ୍କୁଲ ଅଫ ଏଗରିକଲଚର୍ ପକ୍ଷରୁ ଏକ ସ୍ମୃତି ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।“

ସବୁଜ ବିପ୍ଳବରୁ ସବୁଜ ସମୃଦ୍ଧ ବିପ୍ଳ ଆଡ଼କୁ” ବିଷୟ ବସ୍ତୁକୁ ନେଇ ବିଶ୍ୱବିଦ୍ୟାଳୟର ଅଡିଟୋରିଅମ ହଲ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦୀପ ପ୍ରଜ୍ୱଳନ ଓ ପ୍ରଫେସର ସ୍ୱାମୀନାଥନଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ ପରେ ଦୁଇ ମିନିଟ୍ ନିରବତା ପାଳନ କରାଯାଇଥିଲା । କୃଷି ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ପ୍ରଫେସର ସ୍ୱାମୀନାଥନଙ୍କ ଅବଦାନ ଏବଂ ଭାରତର ଖାଦ୍ୟ ସୁରକ୍ଷାରେ ତାଙ୍କ ଭୂମିକା ଉପରେ ସିୟୁଟିଏମ୍‌ର କୃଷି ଡିନ୍ ପ୍ରଫେସର ସାଗର ମୈତ୍ର ସ୍ୱାଗତ ଅଭିଭାଷଣ ରଖିଥିଲେ।

ଛାତ୍ରଛାତ୍ରୀମାନେ ‘ପ୍ରଫେସର ଏମ୍. ଗିରି ସ୍ୱାମୀନାଥନଙ୍କ ଜୀବନ ଓ ଅବଦାନ’ ଉପରେ ଏକ ସ୍ୱତନ୍ତ୍ର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଫେସର ସ୍ୱାମୀନାଥନଙ୍କ ଜୀବନ, କୃଷି କ୍ଷେତ୍ରରେ ତାଙ୍କ ଅବଦାନ ଓ ଚିନ୍ତାଧାରା ସମ୍ପର୍କରେ ସଚେତନତା ବୃଦ୍ଧି ଉଦ୍ଦେଶ୍ୟରେ କୁଇଜ୍ ଓ ପ୍ରବନ୍ଧ ଲେଖନ ପ୍ରତିଯୋଗିତା ଆୟୋଜନ ରଜ। ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ କାର୍ଯ୍ୟକ୍ରମରେ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।

ଡ଼ଃ ଡି: ରାମା ନାଇଡୁ ବିଜ୍ଞାନ ଜ୍ୟୋତି ଇନଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ଡେଭଲପମେଣ୍ଟର ନିର୍ଦ୍ଦେଶକ ପ୍ରଫେସର ଏମ୍. ଦେବେନ୍ଦ୍ର ରେଡ୍ଡୀ ପ୍ରଫେସର ସ୍ୱାମୀନାଥନଙ୍କ ଚିନ୍ତାଧାରାର ସମସାମୟିକ ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ ।ଏମ:ଏସ: ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନ୍, ଜୟପୁର, କୋରାପୁଟର ଏରିଆ ଡାଇରେକ୍ଟର ଡଃ. ପ୍ରସନ୍ନ କୁମାର ପରିଡ଼ା ସ୍ଥାୟୀ କୃଷି, ଜଳବାୟୁ ସହନଶୀଳତା ଏବଂ କୃଷକ ସମୁଦାୟ ସହ କୃଷି ଗବେଷଣାର ସମ୍ପର୍କକୁ ମଜବୁତ କରିବା ଉପରେ ବିଶେଷ ଅଭିଭାଷଣ ପ୍ରଦାନ କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ଓ ଅଧ୍ୟାପକ-ଅଧ୍ୟାପିକାମାନେ ‘ଏଭରଗ୍ରୀନ୍ ପ୍ଲେଜ୍’ ଗ୍ରହନ କରି ସ୍ଥାୟୀ କୃଷି , ପରିବେଶ ସୁରକ୍ଷା , ଖାଦ୍ୟ ସୁରକ୍ଷା ଓ କୃଷକ କଲ୍ୟାଣ ପ୍ରତି ନିଜର ପ୍ରତିବଦ୍ଧତାକୁ ଦର୍ଶାଇଥିଲେ ।ଏମ:ଏସ:ଏ:ଏସ୦ଏ ର ଡିନ୍ (ପ୍ରଶାସନ) ପ୍ରଫେସର ଡଃ ଏସ:ପି: ନନ୍ଦ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଜାତୀୟ ସଙ୍ଗୀତ ଗାନ ଓ ସାମୁହିକ ଫୋଟଗ୍ରାଫ ସହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା ।କାର୍ଯ୍ୟକ୍ରମରେ ଆୟୋଜକ ସଚିବ ଭାବେ ସିୟୁଟିଏମ: ଏମ:ଏସ:ଏସ:ଏସ:୦ଏ ର ଆସୋସିଏଟ ଡିନ୍ (ଆଡମିଶନ ଓ ପ୍ଲେସମେଣ୍ଟ) ଡ଼ଃ ବିନୟ କୁମାର ଦାୟିତ୍ୱ ତୁଲାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026
ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026
ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

September 29, 2026
ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026
ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version