• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

Proprietor Abhimanyu Maharana by Proprietor Abhimanyu Maharana
September 29, 2026
in ଓଡ଼ିଶା, କଟକ, ହୋମ୍
0
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ହୀରାକୁଦ ଜଳଭଣ୍ଡାରର ୨୮ଟି ଗେଟ୍ ଖୋଲାଯାଇଥିବା ଏବଂ ମୁଣ୍ଡଳୀ ଠାରେ ମହାନଦୀରେ ୮ ଲକ୍ଷ କ୍ୟୁସେକ୍‌ରୁ ଅଧିକ ବନ୍ୟାଜଳ ପ୍ରବେଶ କରିବାର ଆଶଙ୍କାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନଜୀବନ ଓ ସମ୍ପତ୍ତିର ସୁରକ୍ଷା ପାଇଁ ବ୍ୟାପକ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲା ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ବନ୍ୟାପ୍ରବଣ ତଳିଆ ଅଞ୍ଚଳ ଏବଂ ନଦୀବନ୍ଧ ନିକଟରେ ବସବାସ କରୁଥିବା ଲୋକଙ୍କୁ ପରିସ୍ଥିତିର ଆକଳନ କରି ଆବଶ୍ୟକସ୍ଥଳେ ନିରାପଦ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯିବ ।

ନଦୀକୂଳ ନିକଟସ୍ଥ ମନ୍ଦିରଗୁଡ଼ିକୁ ଆସନ୍ତାକାଲି ଭକ୍ତମାନଙ୍କ ପାଇଁ ବନ୍ଦ ରଖାଯିବ। ବନ୍ୟାପ୍ରବଣ ଅଞ୍ଚଳରେ ତୁରନ୍ତ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ବିଡ଼ିଓ ଓ ତହସିଲଦାରମାନଙ୍କୁ SRC ବୋଟ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘରବାଡ଼ି ମଧ୍ୟକୁ ନଦୀଜଳ ପ୍ରବେଶ ରୋକିବା ପାଇଁ ସମସ୍ତ ସ୍ଲୁଇସ୍ ଗେଟ୍ ବନ୍ଦ ରଖାଯିବ। କୌଣସି ରାସ୍ତା କିମ୍ବା ବ୍ରିଜ୍ ଉପରେ ବନ୍ୟାଜଳ ଉପରିକୁ ପ୍ରବାହିତ ହେଉଥିବା ଦେଖାଗଲେ ତୁରନ୍ତ ଯାତାୟାତ ବନ୍ଦ କରି ବିକଳ୍ପ ରାସ୍ତା ବ୍ୟବହାର ପାଇଁ ଲୋକଙ୍କୁ ପରାମର୍ଶ ଦିଆଯିବ।

ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରମାନଙ୍କୁ ଆଣ୍ଟିଭେନମ୍ ମହଜୁଦ ରଖିବା ସହ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରସବ ସମୟ ନିକଟବର୍ତ୍ତୀ ଗର୍ଭବତୀ ମହିଳାମାନଙ୍କୁ ନିରାପଦ ପ୍ରସବ ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯିବ। ଏଥିସହ ନିର୍ବାହୀ ଯନ୍ତ୍ରୀମାନେ ବାଲିବସ୍ତା ପ୍ରସ୍ତୁତ ରଖିବା ସହ ନଦୀବନ୍ଧ ଓ ବ୍ୟାରେଜ୍ ଉପରେ ଦିନରାତି କଡ଼ା ନଜର ରଖିବା ଏବଂ ରାତ୍ରି ପାଟ୍ରୋଲିଂ କରିବାକୁ କୁହାଯାଇଛି। ପରିସ୍ଥିତି ଆକଳନ କରି ଆବଶ୍ୟକ ପଡ଼ିଲେ ଅସ୍ଥାୟୀ ରିଲିଫ୍ କ୍ୟାମ୍ପ ଖୋଲିବା ପାଇଁ ପ୍ରସ୍ତୁତ ରହିବାକୁ ବିଡ଼ିଓ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ନଦୀବନ୍ଧ ନିକଟସ୍ଥ ଅଞ୍ଚଳବାସୀଙ୍କୁ ନଦୀ ମଧ୍ୟକୁ ନଯିବାକୁ ଏବଂ ଘରୋଇ ପଶୁମାନଙ୍କୁ ମଧ୍ୟ ପାଣି ପିଇବା କିମ୍ବା ଅନ୍ୟ କୌଣସି କାରଣରେ ନଦୀକୁ ନନେବା ପାଇଁ ସତର୍କ କରାଯାଇଛି । ବନ୍ୟାଜଳର ପରିମାଣ ଓ ପ୍ରବାହକୁ ଦୃଷ୍ଟିରେ ରଖି ମହାନଦୀରେ ମୂର୍ତ୍ତି ବିସର୍ଜନ ଉପରେ ମଧ୍ୟ ନିଷେଧାଦେଶ ଜାରି କରାଯାଇଛି । ଏଥିସହ ବ୍ଲକ୍‌ର ପ୍ରଶିକ୍ଷିତ ଆପଦମିତ୍ରମାନଙ୍କୁ ତୁରନ୍ତ ଖୋଜା ଓ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରଖାଯାଇଛି । ସମସ୍ତ କାର୍ଯ୍ୟାଳୟର କଣ୍ଟ୍ରୋଲ୍ ରୁମ୍‌କୁ ଚବିଶ ଘଣ୍ଟା ସକ୍ରିୟ ରଖିବା ସହ କୌଣସି ଅପ୍ରୀତିକର ପରିସ୍ଥିତି ଘଟିଲେ ତୁରନ୍ତ ଜିଲ୍ଲା ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version