ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ପ୍ରତ୍ୟେକ ବ୍ଳକର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା କାର୍ଯ୍ୟଳୟ, ନୟାଗଡ଼ ତରଫରୁ ବିଜ୍ଞାନ ପରିଦର୍ଶକ ଶ୍ରୀଯୁକ୍ତ ଶରତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଉମାକାନ୍ତ ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ଶେଖ୍ ଅଜିଜୁର୍ ରେହ୍ମାନ୍ ସଂଯୋଜନା କରିଥିଲେ ।

ଉକ୍ତ ପ୍ରତିଯୋଗିତାରେ ବିଚାରପତି ରୂପେ ବିଶିଷ୍ଟଲେଖକ ତଥା ନାଟ୍ୟ ନିର୍ଦ୍ଦେଶକ ପ୍ରଧାନୀ ବୃନ୍ଦାବନ ମହାପାତ୍ର ଏବଂ ବିଶିଷ୍ଟ ନାଟ୍ୟକାର ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ପରମଗୁରୁ ଯୋଗ ଦେଇଥିଲେ। ଉକ୍ତ ପ୍ରତିଯୋଗିତାରେ ପି. ଏମ୍.ଶ୍ରୀ ସଚକାରୀ ଉଚ୍ଚବିଦ୍ୟାଳୟ ଲାଗିପଡ଼ାର ଛାତ୍ରଛାତୀମାନେ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ପି.ଏମ ଶ୍ରୀ ବି.ସି. ହାଇସ୍କୁଲ୍,

ରଣପୁର ଦ୍ୱିତୀୟ ସ୍ଥାନ ଓ ନଟବର ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମାବତୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ରାଜ୍ୟସ୍ତରୀୟ ହେବାକୁ ଥିବା ଲୋକନୃତ୍ଯ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସରକାରୀ ଉଚ୍ଚ ବିଦ୍ୟାଳୟ , ଲାଠିପଡ଼ାର ଛାତ୍ରଛାତ୍ରୀ ମାନେ ଜିଲ୍ଲା ପକ୍ଷରୁ ପ୍ରତିନିଧିତ୍ୱ କରିବେ ।