• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅନ୍ତରାଷ୍ଟ୍ରୀୟ କୋଭିଡ ନାଇଣ୍ଟିନ ଟ୍ରାଇବେଲ୍ ଫିଲ୍ମ ଫେଷ୍ଟିଭାଲରେ “କରୋନା ତୁ ଫେରିଯା “ପ୍ରଥମ ବ୍ରହ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
October 4, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଅନ୍ତରାଷ୍ଟ୍ରୀୟ କୋଭିଡ ନାଇଣ୍ଟିନ ଟ୍ରାଇବେଲ୍ ଫିଲ୍ମ ଫେଷ୍ଟିଭାଲରେ “କରୋନା ତୁ ଫେରିଯା “ପ୍ରଥମ ବ୍ରହ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୪ ଅକ୍ଟୋବର ରବିବାର ) ବ୍ରହ୍ମପୁର :- ଇଣ୍ଟରନେସନାଲ୍ କୋଭିଡ୍ ନାଇଣ୍ଟିନ ଟ୍ରାଇବେଲ୍ ସିନେମା ଫେଷ୍ଟିଭାଲରେ ଗଞ୍ଜାମର କ୍ଷୁଦ୍ର ଚଳଚ୍ଚିତ୍ର ‘କୋରୋନା ତୁ ଫେରିଯା ‘ ଶ୍ରେଷ୍ଠ ୫୦ତମ ସ୍ଥାନରେ ପଦର୍ଶିତ ହୋଇଛି। ୩୬ଗୋଟି ଦେଶର ୪୫୦ଟି ସିନେମା ଏହି ଫିଲ୍ମ ଫେଷ୍ଟିଭାଲରେ ପଦର୍ଶିତ ହୋଇଥିଲା। ଜୁରି ମାନଙ୍କ ଦ୍ୱାରା ବେଷ୍ଟ ରିଜିଓନାଲ ଫିଲ୍ମ ଓ ବେଷ୍ଟ ଷ୍ଟୋରୀ ଭାବରେ ଉକ୍ତ ଚଳଚ୍ଚିତ୍ର ମନୋନୀତ ହୋଇଥିବାରୁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।କରୋନା ସାରା ବିଶ୍ୱରେ ବ୍ୟାପୀ ତା’ର ତାଣ୍ଡବଲୀଳା ରଚିଥିଲା ବେଳେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ଅଧିକ ପ୍ରଭାବିତ ହୋଇଥିଲା। ଲୋକ ମାନଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ସୃଷ୍ଟି କରିବା ନିମନ୍ତେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏହାକୁ ନେଇ ଏକ ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ରଚନା କରି, ଏହାକୁ ଲୋକ ଲୋଚନକୁ ଆଣିବା ନିମନ୍ତେ ସୁନ୍ଦର ପ୍ରୟାସ କରିଥିଲେ।

ଏହାର ପ୍ରଯୋଜନା ଭାର ସୁସ୍ମିତା ପାତ୍ର ସମ୍ଭାଳିଥିବା ବେଳେ ଉକ୍ତ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ସ୍ଥିତଧୀି ରଥ ନିର୍ବାହ କରିଥିଲେ। ଚଳଚ୍ଚିତ୍ରର କାହାଣୀ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗଦାଧର ପାତ୍ର ରଚନା କରିଥିଲେ। ଚଳଚ୍ଚିତ୍ରଟି କରୋନା ସଚେତନତା ଉପରେ ଆଧାରିତ ହୋଇଥିବା ବେଳେ, ଅଭିନୟରେ ଅଛନ୍ତି ଗଦାଧର ପାତ୍ର ,ମଧୁସୂଦନ ମିଶ୍ର ଏବଂ ସ୍ମୁତି ରଞ୍ଜନ ପଟ୍ଟନାୟକ ।ଏହି ଚଳଚ୍ଚିତ୍ରଟି ଅନ୍ତରାଷ୍ଟ୍ରୀୟ ସ୍ତରରେ ଖୁବ୍ ପ୍ରଶଂସା ସାଉଁଟିଥିବା ବେଳେ ଏହାର ନିର୍ଦ୍ଦେଶକ ଅନ୍ତରାଷ୍ଟ୍ରୀୟ ଖ୍ୟାତି ସମ୍ପନ୍ନ ଚିତ୍ରଶିଳ୍ପୀ ସ୍ଥିତଧୀ ରଥ ଏହାକୁ ନେଇ ଶ୍ରୀ ପାତ୍ରଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। (ରିପୋର୍ଟ- ଶେଷଦେବ ସାହୁ/ ଗଞ୍ଜାମ ଜିଲ୍ଲା ବ୍ୟୁର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version