• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା ଘଟଣାରେ ୧୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
October 1, 2026
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା ଘଟଣାରେ ୧୨ ଗିରଫ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ମୋହନା ବ୍ଲକର ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ଗ୍ରାମ ପଞ୍ଚାୟତର ମେରାମା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।ଗୁଣି ଗାରେଡ଼ି ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି। ଏ‌ହି ଘଟଣାରେ ମୋହନା ପୋଲିସ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେମୋହନା ଥାନା ଅନ୍ତର୍ଗତ ମେରାମା ଗ୍ରାମ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ଜଙ୍ଗଲରେ ରହୁଥିବା ରାମଚନ୍ଦ୍ର ମଳିକଙ୍କୁ ଗତ ରବିବାର ରାତି ପ୍ରାୟ ୨ଟା ସମୟରେ କିଛି ଯୁବକ ଏକ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଟଙ୍କା ମିଳିବ ବୋଲି କହି ଘରୁ ଡାକି ନେଇଥିଲେ।

ପରେ ଗାଁରେ ଏକ କଙ୍ଗାରୁ କୋର୍ଟରେ ରାମଚନ୍ଦ୍ର ବିରୋଧରେ ଗୁଣିଗାରେଡି କରି ଅନ୍ୟ ମାନଙ୍କୁ ମାରୁଥିବା ଅଭିଯୋଗ ଆଣି ପୂର୍ବାହ୍ନ ପ୍ରାୟ ୫ଟା ସମୟରେ ଲୁଙ୍ଗିରେ ବେକ ଚିପି ଶ୍ୱାସରୁଦ୍ଧ କରାଯିବା ସହ ପିଟିପିଟି ହତ୍ୟା କରାଯାଇଥିଲା।ପରେ ତାଙ୍କ ମୃତଦେହକୁ ଗାଁ ନିକଟସ୍ଥ ଜଙ୍ଗଲକୁ ନେଇ ପୋଡ଼ି ଦିଆଯାଇଥିବା ମୃତକଙ୍କ ପତ୍ନୀ କଳାବତୀ ମଳିକ ଅଭିଯୋଗ କରିଛନ୍ତି।ରାମଚନ୍ଦ୍ରଙ୍କୁ ମାଡ଼ ମରାଯାଉଥିବା ସମୟରେ ତାଙ୍କ ପତ୍ନୀ କଳାବତୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଆହତ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏନେଇ କଳାବତୀ ମୋହନା ଥାନାରେ ଲିଖିତ ଅଭିଯୋଗ କରିବା ପରେ ମୋହନା ଥାନାରେ କେସ ନମ୍ବର ୧୯୫/୨୬ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି l

ଏହି ମାମଲାରେ ମେରାମା ଗାଁର କାମଦେବ ମଳିକ (୪୬), ଦୀପୁ ବେହେରା (୨୧), କାର୍ତ୍ତିକ ମଳିକ (୩୪), ପ୍ରଭା ମଳିକ (୪୧), ଅନନ୍ତ ବେହେରା (୨୪), କଟ ମଳିକ (୫୧), ଚୈତନ୍ୟ ମଳିକ, ଅଶୋକ ମଳିକ, ରବିନ୍ଦ୍ର ବେହେରା, ରାଜୁ ବେହେରା, ରାଘବ ମଳିକ ଓ କାଳିଆ ବେହେରାଙ୍କୁ ପୁଲିସ ଗିରଫ କରିଥିବା ବେଳେ ପାରଳାଖେମୁଣ୍ଡିରୁ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିବା ସହ ଘଟଣାସ୍ଥଳରୁ ହାଡ଼ ଓ ପାଉଁଶ ଜବତ କରିଛି l ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ l ଏହି ବ୍ଲକ ଅନ୍ତର୍ଗତ ମୋହନା ଥାନା ଓ ଅଡବା ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା ଲଗାତାର ଭାବେ ବଢ଼ି ଚାଲିଛି l ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ଓ ପୋଲିସ ଏଥି ପ୍ରତି ଦୃଷ୍ଟି ଦେଇ ସେ ଅଂଚଳରେ ବାସ ବାସ କରିଥିବା ଜନସାଧାରଣ ମଧ୍ୟରେ ସଚେତନତା ସୃଷ୍ଟି କରିବା ପଦକ୍ଷେପ ନେବା ଜରୁରୀ ଆବଶ୍ୟକ ବଲି ମତ ପ୍ରକାଶ ପାଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

October 1, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା ଘଟଣାରେ ୧୨ ଗିରଫ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା ଘଟଣାରେ ୧୨ ଗିରଫ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version