• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 2, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପଂଚାୟତ ସମିତି କାର୍ଯ୍ୟାଳୟ, ନୟାଗଡ ସମ୍ମିଳନୀ କକ୍ଷରେ ବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଏକ ସଚେତନତା ସଭା ପୂର୍ବକ ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ-୨୦୨୬ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଥମେ ସକାଳ ୦୭.୦୦ ଘଟିକା ସମୟରେ ଉକ୍ତ ସ୍ଥାନରେ ଏକ ଯୋଗ ଶିବିର ଆୟୋଜନ କରାଯାଇ ବୟସ୍କ ବ୍ୟକ୍ତିମାନଙ୍କୁ ଉତ୍ତମ ଶାରୀରିକ ସ୍ବାସ୍ଥ୍ୟ ସମ୍ବନ୍ଧରେ ସମ୍ୟକ ଧାରଣ ଦିଆଯାଇଥିଲା ।

ଏଥି ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ ଡାକ୍ତର ଏବଂ ବିଶେଷଜ୍ଞମାନଙ୍କ ଉପସ୍ଥିତିରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିରର ଆୟୋଜନ କରାଯାଇ ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ପରୀକ୍ଷା କରାଯାଇଥିଲା । ଏହି ସଭା ଅଭିପ୍ରାୟେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ସର୍ବେଶ୍ବର ପାଣିଗ୍ରାହୀଙ୍କ ସଭାପତିତ୍ବରେ ଏକ ସୁସଂଗଠିତ ସଭାର ଆୟୋଜନ କରିଯାଇଥିଲା । ଉକ୍ତ ସଭାରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ନିଜର ବକ୍ତବ୍ୟରେ ବୟସ୍କ ବ୍ୟକ୍ତିମାନଙ୍କୁ ସାମାଜିକ ମୂଲ୍ୟବୋଧ, ସରକାରଙ୍କ ଯୋଜନା ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନ କରିଥିଲେ ।

ଏହି ସଭାରେ ମାନ୍ୟବର ବିଧାୟକ,ଖଣ୍ଡପଡା ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଶ୍ରୀ ଦୁଷ୍ମନ୍ତ କୁମାର ସ୍ବାଇଁ ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି ବୟସ୍କ ବ୍ୟକ୍ତିମାନେ କିଭଳି ସେମାନଙ୍କର ସମ୍ମାନ ସହିତ ବଞ୍ଚିବା ସହ ନିଜେ ସୁସ୍ଥ ରହିବେ ସେ ବାବଦରେ ଉତ୍ସାହିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ ମଧ୍ଯ ଉପସ୍ଥିତ ରହି ସେମାନଙ୍କୁ ଉତ୍ସାହିତ କରିଥିଲେ । ସଭାରେ ଶ୍ରୀଯୁକ୍ତ ପରମାନନ୍ଦ ଦଳେଇ, IIC ଇଟାମାଟି cyber ସୁରକ୍ଷା ଓ ଶ୍ରୀଯୁକ୍ତ ଶରତ କୁମାର ସାହୁ ,

Ex-Bank Manager (SEBI SMART) Financial Awareness ବିଷୟରେ ବୟସ୍କ ବ୍ୟକ୍ତିମାନଙ୍କୁ ବୁଝାଇଥିଲେ । ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୟସ୍କ ବ୍ୟକ୍ତିଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଆଇନ ବିଷୟରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ପ୍ରଦୀପ୍ତ କୁମାର ସେନାପତି, ବିଭିନ୍ନ ବିଭାଗର ଅଧିକାରୀ, ଗଣ ମାଧ୍ୟମର ପ୍ରତିନିଧି ଏବଂ ବହୁ ସଂଖ୍ୟାରେ ବରିଷ୍ଠ ନାଗରିକ ମାନେ ଉପସ୍ଥିତ ଥିଲେ l

ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କାମଦେବ ନାୟକ ସଭା ସଂଚାଳନର ଦାୟିତ୍ଵ ତୁଲାଇ ଉପସ୍ଥିତ ସମସ୍ତ ସଦସ୍ୟ ଓ ସାମ୍ବାଦିକ ବନ୍ଧୁମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟ ସମାପନ କରିଥିଲେ । ନୟାଗଡ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଓ ପଂଚାୟତ ସମିତିର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version