• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 4, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଓ ଶାନ୍ତି ଦୂତ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ୧୨୨ ତମ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ସମାରୋହ ଜିଲ୍ଲା ପ୍ରଶାସନ ଏବଂ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ପାଳିତ ହୋଇ ଯାଇଛି  l ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ଯୋଗେ ପ୍ରାତଃ ଘ. ୦୪. ୩୦ମି. ସମୟରେ ରାମଧୂନ ବଜା ଯାଇ ସହର ପରିକ୍ରମା କରାଯାଇଥିଲା l ଏହା ପରେ ସକାଳ ୦୮ ଘଟିକା ସମୟରେ ତ୍ରିନାଥ ଛକ ନିକଟରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା l

ଏହା ପରେ ସକାଳ ୧୦ ଘଟିକା ସମୟରେ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ସାଧାରଣ ସଭା, ସର୍ବଧର୍ମ ପ୍ରାର୍ଥନା ଏବଂ ସ୍ୱଚ୍ଛତା ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆଦି ଅନୁଷ୍ଠିତ ହୋଇଥିଲା। ଏହି ସର୍ବଧର୍ମ ପ୍ରାର୍ଥନା ସଭାରେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଶ୍ରୀ କୈଳାସ ଚନ୍ଦ୍ର ବାଣ୍ଠଙ୍କ ଦ୍ୱାରା ଗୀତା ପାଠ, ସିନ୍ଧୁରିଆର ସେଖ ଅବଦୁଲ ରହିମଙ୍କ ଦ୍ୱାରା କୋରାନ୍ ପାଠ ଏବଂ ନୟାଗଡ଼ ଚର୍ଚ୍ଚର ଫାଦର କପିଳାସ ନାୟକଙ୍କ ଦ୍ୱାରା ବାଇବେଲ ପାଠ କରାଯାଇ ଏକତା ଓ ଧର୍ମନିରପେକ୍ଷତାର ସନ୍ଦେଶ ଦିଆଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ, ନୟାଗଡ଼ ଡ଼ଃ ଅରୁଣ କୁମାର ସାହୁ, ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଇଂ ଦେବାଶିଷ ପଟ୍ଟନାୟକ, ଅଧ୍ୟକ୍ଷା, ପୌର ପରିଷଦ ଶ୍ରୀମତୀ ନିରୁପମା ଖଟେଇ, ଉପାଧ୍ୟକ୍ଷ ଶ୍ରୀ ଗୁରୁ ପ୍ରସାଦ ଜେନା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁବାଷ ଚନ୍ଦ୍ର ପଣ୍ଡା ଏବଂ ପୌର ପରିଷଦର ସମସ୍ତ ପାରିଷଦ ବୃନ୍ଦ ଯୋଗ ଦେଇଥିଲେ l

ଏହି ସଭାର ପ୍ରାରମ୍ଭରେ ନିର୍ବାହୀ ଅଧିକାରୀ, ପୌର ପରିଷଦ ନୟାଗଡ଼ ସ୍ନେହଲତା ଆଚାର୍ଯ୍ୟ ସ୍ୱାଗତ ଭାଷଣ ରଖିଥିବା ବେଳେ ସମସ୍ତ ସମ୍ମାନିତ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ l ମାନ୍ୟବର ବିଧାୟକ ଶ୍ରୀ ସାହୁ ନିଜର ବକ୍ତବ୍ୟରେ ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନିଜେ ସ୍ୱଚ୍ଛତା ରଖିବା ସହ ଅନ୍ୟମାନଙ୍କୁ ପ୍ରବାର୍ତ୍ତାଇ ପାରିଲେ ତାହାହିଁ ଗାନ୍ଧିଜୀଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ନିଜର ଅଭିବ୍ୟକ୍ତି ରଖିବା ସହ ସ୍ୱଚ୍ଛତା ପ୍ରତି ଆଇନ କଡାକଡି ହେବା ପାଇଁ ନିଜର ମନ୍ତବ୍ୟ ଦେଇଥିଲେ l

ଏହା ପରେ ଅଧ୍ୟକ୍ଷ ଜିଲ୍ଲା ପରିଷଦ ଶ୍ରୀ ପଟ୍ଟନାୟକ ଗାନ୍ଧୀଜୀ ଏବଂ ଶାସ୍ତ୍ରୀଜୀଙ୍କ ସ୍ମୃତି ଚାରଣ କରିବା ସହ ନିଜେ ଅଳିଆ ବାହାରେ ନ ପକାଇବା ସହ ଅନ୍ୟ ମାନଙ୍କୁ ନ ପକାଇବା ପାଇଁ ସଂକଳ୍ପ ନେବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିବା ସହ ସଫେଇ କର୍ମଚାରୀ ମାନଙ୍କୁ ସେମାନଙ୍କ କାର୍ଯ୍ୟ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ l ଏହା ପରେ ମୁଖ୍ୟ ଅତିଥି ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ରଥ ନିଜ ବକ୍ତବ୍ୟରେ ଗାନ୍ଧୀଜୀଙ୍କ ଅହିଂସା, ସରଳ ଜୀବନଯାପନ ଏବଂ ସ୍ୱଚ୍ଛତାର ମନ୍ତ୍ର ଉପରେ ଆଲୋକପାତ କରିଥିଲେ ।

ଜିଲ୍ଲାପାଳ କହିଥିଲେ ଯେ, ଗାନ୍ଧୀଜୀଙ୍କ ଜୀବନୀ ଓ ଆଦର୍ଶ ଆଜିର ଯୁବପିଢ଼ି ପଢ଼ିବା ଓ ଜାଣିବା ଆବଶ୍ୟକ। କେବଳ ରାସ୍ତାଘାଟ ସଫା କଲେ ସ୍ୱଚ୍ଛତା ଆସିବ ନାହିଁ, ଘର ଓ ପରିବେଶକୁ ସ୍ୱଚ୍ଛ ରଖିବା ପ୍ରତ୍ୟେକ ନାଗରିକଙ୍କ ଦାୟିତ୍ୱ । ଘର ସ୍ୱଚ୍ଛ ନ ରହିଲେ ପିଲାଙ୍କ ଶିକ୍ଷା ଓ ସ୍ୱାସ୍ଥ୍ୟ ପ୍ରଭାବିତ ହୋଇଥାଏ । ଏହି ଅବସରରେ ସେ ସ୍ୱଚ୍ଛ ନୟାଗଡ଼ ଗଠନ ଏବଂ ନଶାମୁକ୍ତ ସମାଜ ଗଢ଼ିତୋଳିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଏହା ପରେ ସମସ୍ତ ଅତିଥି ମାନେ ସଫେଇ ମିତ୍ର ମାନଙ୍କୁ ସମ୍ବର୍ଦ୍ଧନା ସହ ଫାଷ୍ଟ ଏଡ଼ କିଟ ବଣ୍ଟନ, କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା ଏବଂ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ଶ୍ରୀ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଅତିଥି, ବରିଷ୍ଠ ନାଗରିକ, ବିଦ୍ୟାଳୟର ଛାତ୍ର ଛାତ୍ରୀ, ସିଭିଲ ସୋସାଇଟି,ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ଗଣ ମାଧ୍ୟମର ପ୍ରତିନିଧିମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭା କାର୍ଯ୍ୟ ସମାପନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା

ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା

October 4, 2026
ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍‌ର ଆକ୍ୱାଗାର୍ଡ ଉପହାର

ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍‌ର ଆକ୍ୱାଗାର୍ଡ ଉପହାର

October 4, 2026
ଇଟାମାଟିରେ ରକ୍ତଦାନ ଶିବିର

ଇଟାମାଟିରେ ରକ୍ତଦାନ ଶିବିର

October 4, 2026
ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ

ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା

ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା

October 4, 2026
ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍‌ର ଆକ୍ୱାଗାର୍ଡ ଉପହାର

ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍‌ର ଆକ୍ୱାଗାର୍ଡ ଉପହାର

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version