• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଘନ ଘନ ବିଦ୍ୟୁତ କାଟ ଓ ଶୁଳ୍କ ବୃଦ୍ଧି ପ୍ରତିବାଦରେ ରଘୁନାଥପୁର ବିଦ୍ୟୁତ ଉପଭୋକ୍ତା ସଂଘର ଦାବିପତ୍ର – ଜଗତସିଂହପୁର

Proprietor Abhimanyu Maharana by Proprietor Abhimanyu Maharana
October 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଘନ ଘନ ବିଦ୍ୟୁତ କାଟ ଓ ଶୁଳ୍କ ବୃଦ୍ଧି ପ୍ରତିବାଦରେ ରଘୁନାଥପୁର ବିଦ୍ୟୁତ ଉପଭୋକ୍ତା ସଂଘର ଦାବିପତ୍ର  – ଜଗତସିଂହପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୫ ଅକ୍ଟୋବର ସୋମବାର) ଜଗତସିଂହପୁର :- ଘନଘନ ବିଦ୍ୟୁତ କାଟ ଓ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବିଦ୍ୟୁତ ମଣ୍ଡଳ ଉପଭୋକ୍ତା ସଂଘ ୫ତାରିଖ ଷୋମବାର ଇଂଜିନିୟରିଂ ବାବାଜୀ ଜେନା ସମ୍ପାଦକ ଗୋବିନ୍ଦ ଜେନା ଓ ସଭାପତି ରଞ୍ଜନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଉପଭୋକ୍ତା ରଘୁନାଥପୁର ମଦନ ମଠ ପାଖରୁ ଏକ ପାଟୁଆରେ ଆସି ରଘୁନାଥପୁର ସେସୁ ସହକାରୀଯନ୍ତ୍ରୀଙ୍କ ଜରିଆରେ ଶକ୍ତିସଚିବଙ୍କୁ ପ୍ରଦାନ କରିଥିଲେ ।

କରୋନା ମହାମାରି ସମୟରେ ଇଉନିଟ ପ୍ରତି ୨୦ ପଇସା ବୃଦ୍ଧି, ଅନ୍ୟ ରାଜ୍ୟ ତୁଳନାରେ ଓଡିଶା ରାଜ୍ୟରେ ଅଧିକ ଦେୟ ଓ ବିଦ୍ୟୁତ କାଟ ନେଇ ଅସନ୍ତୋଷ ଭଳି ବିଭିନ ସମସ୍ୟା ଉପଭୋକ୍ତାଙ୍କ ଉପରେ ବେଢ଼ି ଉପରେ କୋରଡ। ହୋଇଯାଇଛି । ଏସବୁକୁ ବିଚାର ନକରାଗଲେ ଆଗାମୀ ଦିନରେ ଆନ୍ଦୋଳ ତୀବ୍ରତର ହେବ ବୋଲି ସଭାପତି ମହାନ୍ତି ,ସମ୍ପାଦକ ଜେନା , ଓ ଇଞ୍ଜିନିୟର ବାବାଜୀ ଜେନା ଚେତାବନୀ ଦେଇଛନ୍ତି । ଏଥିରେ ଅଜୟ କୁମାର ନାୟକ, ବିନୋଦ ମହାନ୍ତି ,ପ୍ରଫୁଲ ପରିଡା, ଦିଲ୍ଲୀପ କୁମାର ରଥ, ପବିତ୍ର ନାୟକ, ନଳିନୀ କାନ୍ତ ମହାପତ୍ର ଓ ପ୍ରକାଶ ଜେନା ପ୍ରମୁଖ ଯୋଗଦେଇଥିଲେ । (ଜଗତସିଂହପୁର ଜିଲ୍ଲା /ଋିପୋର୍ଟ – ଭାସ୍କର ପଟ୍ଟନାୟକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version