• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦୁର୍ଗାପୂଜା ଅବସରରେ କଲ୍ୟାଣ ଜୁଏଲର୍ସର ନୂଆ ଗହଣା ସମ୍ଭାର ‘ସଂକଳ୍ପ’ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
October 5, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଦୁର୍ଗାପୂଜା ଅବସରରେ କଲ୍ୟାଣ ଜୁଏଲର୍ସର ନୂଆ ଗହଣା ସମ୍ଭାର ‘ସଂକଳ୍ପ’ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୫ ଅକ୍ଟୋବର ସୋମବାର) ଭୁବନେଶ୍ୱର :- କଲ୍ୟାଣ ଜୁଏଲର୍ସ ପକ୍ଷରୁ ଦୁର୍ଗାପୂଜା ପରିପ୍ରେକ୍ଷୀରେ ନୂଆ ଗହଣା ସମ୍ଭାର ‘ସଂକଳ୍ପ’କୁ ଉନ୍ମୋଚନ କରାଯାଇଥିବା ବିଷୟରେ ଘୋଷଣା କରାଯାଇଛି । ମିନାକାରୀ କାର୍ଯ୍ୟ ହୋଇଥିବା ହାତ ତିଆରି ଗହଣାଗୁଡ଼ିକ ପାରମ୍ପରିକ ଢାଂଚାରେ ପ୍ରସ୍ତୁତ କରାଯାଇଛି । ଆଂଚଳିକ ଲୋକମାନଙ୍କ ଆବଶ୍ୟକତାକୁ ନଜରରେ ରଖି ପ୍ରତିଟି ଗହଣାକୁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଛି । ସଂକଳ୍ପ ଗହଣା ସମ୍ଭାର ହେଉଛି ପଶ୍ଚିମବଙ୍ଗର ଗହଣା ପରମ୍ପରା ପ୍ରତି ଏକ ସମ୍ବର୍ଦ୍ଧନା ସ୍ୱରୂପ । ପାଂଚ୍ ନୋଲି ହେୟାରଲୁମ୍ ନେକ୍‌ଲେସ୍ ଠାରୁ ଆରମ୍ଭ କରି ସୁନାର ହାର, ଜୁଇ ହାର ଏବଂ ଚୁଡ଼ି, ରତନ ଚୁର ଷ୍ଟାଇଲ୍‌ର ଟାଇି ଚେନ୍ , କାନ ଫାଶ ଓ ଅଙ୍ଗତି ରିଙ୍ଗ ଭଳି ଗହଣାଗୁଡ଼ିକ ଏହି ସମ୍ଭାରରେ ରହିଛି ଯାହା ହେଉଛି ସଂସ୍କୃତି ଓ ପାରମ୍ପରିକ ପ୍ରତୀକର ପ୍ରତିଫଳନ ।

ଏହି ଉତ୍ସବକୁ ଅଧିକ ଆକର୍ଷଣୀୟ କରିବା ଲାଗି କଲ୍ୟାଣ ଜୁଏଲର୍ସ ପକ୍ଷରୁ ‘୩୦୦ କେଜି ଗୋଲ୍‌ଡ ଗିଭ୍‌ଆୱେ’ ଅଭିଯାନ ଘୋଷଣା କରାଯାଇଛି । କଲ୍ୟାଣ ଜୁଏଲର୍ସର କିଣାକିଣି ବେଳେ ଗ୍ରାହକମାନେ ରିଡିମେବଲ୍‌ ଭାଉଚର୍ ପାଇବେ ଯାହା ଜରିଆରେ ସେମାନେ ସୁନା ଗହଣାର ଭିଏ ଉପରେ ୨୦-୫୦ ପ୍ରତିଶତ ପର୍ଯ୍ୟନ୍ତ ଏବଂ ହୀରା ଗହଣା ଉପରେ ୨୫% ପର୍ଯ୍ୟନ୍ତ ରିହାତି ପାଇବେ । ଏହି ଅଫର ନେଭମ୍ବର ୩୦ ପର୍ଯ୍ୟନ୍ତ ବୈଧ ରହିବ । ଏହି ଗହଣା ସମ୍ଭାରର ଉନ୍ମୋଚନ ଅବସରରେ ଶ୍ରୀଯୁକ୍ତ ଟି ଏସ୍ କଲ୍ୟାଣରମଣନ, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦେଶକ, କଲ୍ୟାଣ ଜୁଏଲର୍ସ କହିଛନ୍ତି ଯେ, “ଦୁର୍ଗା ମାତାଙ୍କ ଘର ବାହୁଡ଼ାକୁ ପାଳନ କରୁଥିବା କେବଳ ଏକ ଧାର୍ମିକ ଉତ୍ସବ ନୁହେଁ ଦୁର୍ଗାପୂଜା । ଏହା ହେଉଛି ନାରୀତ୍ୱର ଉତ୍ସବ ଏବଂ ଏଥିରେ ପ୍ରତିିଟି ମହିଳାଙ୍କ ଦୃଢ଼ତା, ବ୍ୟାପକତା, ଠାଣୀ ଏବଂ ସୁନ୍ଦରତାର ଉତ୍ସବ ପାଳନ କରାଯାଏ ।

ଚଳିତ ବର୍ଷ ଆମେ ଆମ ପୃଷ୍ଠପୋଷକମାନଙ୍କୁ ନୂଆ ସଂକଳ୍ପ ସମ୍ଭାର ପ୍ରଦାନ କରି ଏହି ବର୍ଷର ଉତ୍ସବ ପାଳନ କରୁଛୁ । ଏହି ପାରମ୍ପରିକ ଗହଣାଗୁଡ଼ିକ ଉଭୟ ସୁନ୍ଦର ଆଭୂଷଣ ଏବଂ ସମୃଦ୍ଧି ଓ ଆଶାର ପ୍ରତୀକ ଭାବେ ପ୍ରଦର୍ଶିତ ହେବ । ଏହା ହିଁ ଆମେ ଚଳିତ ବର୍ଷ ମା’ ଦୁର୍ଗାଙ୍କ ନିକଟରେ ପ୍ରାର୍ଥନା କରୁଛୁ ।’’ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଧନତେରସ୍ ପ୍ରି-ବୁକ୍ ଅଫର ଘୋଷଣା କରାଯାଇଛି ଯେଉଁଥିରେ ଗ୍ରାହକମାନେ ସୁନା ଗହଣା ମୂଲ୍ୟ ଉପରେ ସୁରକ୍ଷା ପାଇବେ । କିଣିବାକୁ ଚାହୁଥିବା ଗହଣାର ୨୦ ପ୍ରତିଶତ ମୂଲ୍ୟ ଦେଇ ଗହଣାର ଅଗ୍ରୀମ ବୁକିଙ୍ଗ୍‌ କରିପାରିବେ । ଅଗ୍ରୀମ ବୁକିଙ୍ଗ ଅବଧି ଅକ୍ଟୋବର ୨୦ରେ ଶେଷ ହେବ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସପିଙ୍ଗର ଏକ ସୁରକ୍ଷିତ ଅନୁଭୂତି ପ୍ରଦାନ କରିବା ଲାଗି କଲ୍ୟାଣ ଜୁଏଲର୍ସ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ଓ ନିରାପତା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବେଙ୍ଗଲୀ ଅଭିନେତ୍ରୀ ରୀତାଭରି ଚକ୍ରବର୍ତୀ ଓ କଂପାନିର ବ୍ରାଣ୍ଡ୍ ଆମ୍ବାସାଡରଙ୍କୁ ନେଇ ପ୍ରସ୍ତୁତ କରାଯାଇଥିବା ନୂଆ ବ୍ରାଣ୍ଡ୍ ଅଭିଯାନ ଜରିଆରେ ସଂକଳ୍ପ ସମ୍ଭାରକୁ ଉନ୍ମୋଚନ କରାଯିବ । ଏହି ସମ୍ଭାରର ମୂଲ୍ୟ ୨୦,୦୦୦ ଟଙ୍କାରୁ ଆରମ୍ଭ ହୋଇଛି ଏବଂ ଏହା ପଶ୍ଚିମବଙ୍ଗ, ଓଡ଼ିଶା, ଆସାମ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଥିବା କଲ୍ୟାଣ ଜୁଏଲର୍ସ ସୋ’ରୁମ୍‌ରେ ଉପଲବ୍ଧ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version