• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର

Proprietor Abhimanyu Maharana by Proprietor Abhimanyu Maharana
October 12, 2026
in ଓଡ଼ିଶା, ପୁରୀ, ହୋମ୍
0
ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର  :- ବ୍ରହ୍ମଗିରି ତହସିଲ ଅଧୀନ ରେ ଥିବା ଅନେକ ବାଲିବନ୍ତ ବାଲିମାଫିଆ ଙ୍କ ଦ୍ୱାରା ଚୋରି ହୋଇ ଏବେ ପୋଖରୀ ସୃଷ୍ଟି ହୋଇଗଲାଣି | ବ୍ରହ୍ମଗିରି ବ୍ଲକ ପ୍ରଶାସନ, ପୋଲିସ ପ୍ରଶାସନ, ତହସିଲଦାର, ଜିଲ୍ଲା ଖଣି ଅଧିକାରୀ ସମସ୍ତେ ଆଖିରେ ଅନ୍ଧ ପୁଟୁଳି ବାନ୍ଧି ମହାଭାରତ ର ଧୃତରାଷ୍ଟ୍ର ପରି ବସିଛନ୍ତି ବୋଲି ବ୍ରହ୍ମଗିରି ଅଞ୍ଚଳରେ ପ୍ରବଳ ଆଲୋଚନା ହେଉଛି | ବ୍ରହ୍ମଗିରି ତହସିଲ ଅଧୀନରେ ରେ ଥ‌ିବା ସିପସୁରୁବୁଲି ମୌଜା ଅନ୍ତର୍ଗତ ଗୋପୀନାଥପୁର ନରସିଂହପାଟଣା ଅଞ୍ଚଳ ରୁ ପ୍ରତିଦିନ ଶହ ଶହ ଟ୍ରାକ୍ଟର ଯୋଗେ ବାଲିବନ୍ତ ରୁ ଜେସିବି ଲଗାଇ ବାଲିଚୋରି ହେଉଥିଲେ ମଧ୍ୟ ପ୍ରଶାସନ ଚୁପ ରହିବା ଅଞ୍ଚବାସୀମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି |

ପୁରାଣ ପ୍ରସିଦ୍ଧ ହରିସହଦେବ ମନ୍ଦିର ଚାରିପଟୁ ଦଶ ଫୁଟ ଗଭୀର ଖାଲ କରି ବାଲି ଚୋରେଇ ନେଇଥିବା ଏବେ ଦେଖିବାକୁ ମିଳିଛି | ସ୍ଥାନୀୟ ଆର. ଆଇ. କିଛି ଜାଣିନାହାଁନ୍ତି ବୋଲି ଲୋକ ଙ୍କୁ କହୁଛନ୍ତି | ଐତିହ୍ୟ ମନ୍ଦିର ର ଦୁଇଶହ ଫୁଟ ପର୍ଯ୍ୟନ୍ତ କୌଣସି ନିର୍ମାଣ ପ୍ରଶାସନ ର ବିନା ଅନୁମତି ରେ ହୋଇପାରିବ ନାହିଁ ବୋଲି ଆଇନ ଥିବା ବେଳେ ବାଲିମାଫିଆ ଏହାକୁ ଫୁ.. କରିଛନ୍ତି | ସାଧାରଣଲୋକ ଅଭିଯୋଗ କଲେ ମଧ୍ୟ କିଛି ସୁଫଳମିଳୁନାହିଁ ।

ବାଲି, ମୋରମ ଏବଂ ଖଣିଜ ପଦାର୍ଥ ବେଆଇନ ଚୋରା ଚାଲାଣରୋକିବା ପାଇଁ ସରକାରଙ୍କ ପକ୍ଷରୁ ଖଣିବିଭାଗ ରହିଥିଲେ ମଧ୍ୟ କୌଣସି ଟ୍ରାକ୍ଟର ସିଜ଼ କରିପାରୁନାହାଁନ୍ତି । ବ୍ରହ୍ମଗିରିରେ ବାଲି ଚୋରା ଚାଲାଣ ରୋକିବାପାଇଁ ଉପକୂଳୀୟ ଜମିଜଙ୍ଗଲ ସୁରକ୍ଷା ସମିତି ପକ୍ଷରୁ ବାରମ୍ବାର ଆନ୍ଦୋଳନ ଓ ଧାରଣାଜାରି ରହିଥିଲେ ମଧ୍ୟ ପ୍ରଶାସନ ସେଥିପ୍ରତି କର୍ଣ୍ଣପାତ କରୁନାହିଁ ବୋଲି ଅଭିଯୋଗ ହେଉଛି | ବାଲିବନ୍ତ ଓ ଝାଉଁ ଜଙ୍ଗଲ ନଷ୍ଟ ଯୋଗୁଁ ସମୁଦ୍ର ର ଆଁ ରେ ଗାଁ ବୁଡିଯିବା ସମ୍ଭାବନା ରହିଛି ବୋଲି ପରିବେଶବିତ କହୁଛନ୍ତି |

ପ୍ରାକୃତିକ ବିପର୍ଯ୍ୟସ୍ତ ସମୟରେ ବାଲିବନ୍ତ ଓ ଝାଉଁ ଜଙ୍ଗଲ ରକ୍ଷା କବଚ ପାଲଟିଥାଏ | ସରକାର ବିଧାନସଭାରେ ୨୦୨୦ ମସିହାରେ ଏକନିୟମ ଜାରି କରି କରିବା ପରେ ଜେନାପୁର ମୌଜାରେ ରହିଥ‌ିବା ହରିସହଦେବ ବାଲିବନ୍ତରୁ ବାଲି ଚୋରା ଚାଲାଣ ବନ୍ଦ ରହିଥିଲା । ଏବେ କିଛି ବ୍ୟକ୍ତି ସେହି ବାଲିବନ୍ତୁ ରୁ ଦୈନଦିନ ବାଲି ଚୋରା ଚାଲାଣ କରୁଥିବା ସ୍ଥାନୀୟ ଅଧ‌ିବାସୀ ଅଭିଯୋଗ କରିଛନ୍ତି ।

ସେହିପରି କିଛି ବ୍ୟକ୍ତି ମନ୍ଦିର ପରିସରରେ ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହେଉଛି । ତୁରନ୍ତ ଏହି ଐତିହ୍ୟ ପୀଠରୁ ବାଲିଚୋରା ଚାଲାଣ ବନ୍ଦ କରିବା ସହ ଏଥ‌ିରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଆଇନଜୀବୀ ଦିଗମ୍ବର ବେହେରା, ରଞ୍ଜନକୁମାର ଦଳାଇ,ବୁଲୁ ଦଳାଇଙ୍କ ସମେତ ସ୍ଥାନୀୟ ଅଧ‌ିବାସୀମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ

October 12, 2026
ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର

ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର

October 12, 2026
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

October 12, 2026
ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

October 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ

October 12, 2026
ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର

ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର

October 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version