• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

Proprietor Abhimanyu Maharana by Proprietor Abhimanyu Maharana
October 13, 2026
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
Share on FacebookShare on TwitterWhatsapp

ଜଗତସିଂହପୁର (ଓଡିଶା ତାଜା ନ୍ୟୁଜ ) (ନି. ପ୍ର) :- ସୋମବାର ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ । ଆଜି ମୋଟ ୬୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୦ ଗୋଟି,

ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୫ ଟି, ଆବାସ ପାଇଁ ୯ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୬ ଟି, ଭତ୍ତା ପାଇବା ପାଇଁ ୧ ଟି, ପୋଲିସ ସହାୟତା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୨ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୨୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା ।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର,ଶ୍ରୀ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ବିରିଡ଼ି, ତହସିଲଦାର, ବିରିଡ଼ି, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

October 13, 2026
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

October 13, 2026
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ – ମୋହନା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version