• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

Proprietor Abhimanyu Maharana by Proprietor Abhimanyu Maharana
October 14, 2026
in ଓଡ଼ିଶା, ଗଜପତି, ହୋମ୍
0
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡିଶା ତାଜା ନ୍ୟୂଜ ) ନି.ପ୍ର  :- ଗଜପତି ଜିଲ୍ଲା ମୋହନା ବ୍ଲକ୍‌ ଅନ୍ତର୍ଗତ ଲବାରସିଂ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ କମଳାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଗଜପତି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ କାମଦେବ ବଡ଼ନାୟକ ମୁଖ୍ୟ ଅତିଥି ଏବଂ ଜୀରାଙ୍ଗ ସରପଞ୍ଚ ପଦ୍ମିନୀ ଶବର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ।

ସମ୍ମାନିତ ଅତିଥି ଭାବେ ସମାଜସେବୀ ମାନସ ରଞ୍ଜନ ପଟ୍ଟନାୟକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗିରିଧାରୀ ପ୍ରଧାନୀ ଓ ଅନ୍ୟାନ୍ୟ ଶିକ୍ଷାବିତ୍‌ ଏବଂ ସ୍ଥାନୀୟ ଜନପ୍ରତିନିଧି ଯୋଗଦେଇଥିଲେ । ବକ୍ତାମାନେ କହିଥିଲେ ଯେ, ‘ସୁରଭି’ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ଅନ୍ୱେଷଣ ପାଇଁ ଏକ ଉତ୍କୃଷ୍ଟ ମାଧ୍ୟମ । ଏହାପରେ ବିତର୍କ, ଚିତ୍ରାଙ୍କନ, ସୃଜନଶୀଳ କାର୍ଯ୍ୟକଳାପ ଓ ବିଭିନ୍ନ ପ୍ରତିଯୋଗିତା ସହ ସାମୂହିକ ନୃତ୍ୟ ପରିବେଷଣ ହୋଇଥିଲା ।

ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରି ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ମୋହନା ବ୍ଲକ୍‌ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଦନ କୁଅଁର ଓ ଅନ୍ୟ ଶିକ୍ଷା ସଂଗଠନର କର୍ମକର୍ତ୍ତା ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । କମଳାପୁର ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁକାନ୍ତ ନାୟକଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଥିଲା। ଜୀରାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସଂଜୀବ କୁମାର ଦାସ ମଞ୍ଚ ପରିଚାଳନା କରିଥିଲେ । ଶେଷରେ ଲବାରସିଂ କ୍ଲଷ୍ଟରର ସିଆର୍‌ସିସି ତୁଷାର କାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026
ସ୍ଲୋଗ୍‌ : ପି. ସଇଲଙ୍ଗ ରେ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ, କମ୍ୟୁନିଟି ହଲ୍‌ ଉଦ୍‌ଘାଟିତ 

ସ୍ଲୋଗ୍‌ : ପି. ସଇଲଙ୍ଗ ରେ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ, କମ୍ୟୁନିଟି ହଲ୍‌ ଉଦ୍‌ଘାଟିତ 

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version