• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
October 15, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ
Share on FacebookShare on TwitterWhatsapp

ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନରେ ମୁଖରିତ ଶିକ୍ଷାର ମହୋତ୍ସବ

ରଣପୁର (ଓଡିଶା ତାଜା ନ୍ୟୂଜ ) ନି.ପ୍ର  :- ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଓ ଲୁକ୍କାୟିତ କଳାକୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ଆୟୋଜିତ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉତ୍ସାହ, ଉଦ୍ଦୀପନା ଓ ଆନନ୍ଦମୟ ପରିବେଶରେ ଉଦଯାପିତ ହୋଇଯାଇଛି । ଏହି ଶିକ୍ଷାଭିତ୍ତିକ ମହୋତ୍ସବରେ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ ସହ ଶିକ୍ଷକ, ଶିକ୍ଷାବିତ୍‌, ଜନପ୍ରତିନିଧି ଓ ଅଭିଭାବକଙ୍କ ସହଯୋଗ ଶିକ୍ଷା ଓ ସମାଜ ମଧ୍ୟରେ ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଛି ।

ଚାନ୍ଦପୁର କ୍ଲଷ୍ଟରର ସୁରଭି ଗୋପବନ୍ଧୁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ମୁଖ୍ୟ ଅତିଥି ଓ ନୟାଗଡ଼ର ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ । ଚାନ୍ଦପୁର ସରପଞ୍ଚ ରଂଜିତା ସେନାପତି, କାନ୍ଧନୟାଗଡ଼ ସରପଞ୍ଚ ଗୁରୁବାସ ସୁବୁଦ୍ଧି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମାଧବ ଚନ୍ଦ୍ର ମାଝୀ, ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ଗୌରାଙ୍ଗପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ରଙ୍କ ସମେତ ଅନ୍ୟ ଅତିଥିମାନେ ଯୋଗଦେଇଥିଲେ ।

କାର୍ଯ୍ୟକ୍ରମର ଆବାହକ ତଥା ଚାନ୍ଦପୁର କ୍ଲଷ୍ଟର ସଂଯୋଜକ ପବିତ୍ର ପ୍ରଧାନ ଏହାର ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ବେହେରା କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳିତ କରିଥିଲେ l ଡମସାହି କ୍ଲଷ୍ଟରରେ ଅନୁଷ୍ଠିତ ସୁରଭିର ଉଦଘାଟନୀ ସଭାରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମାଧବ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଥିବାବେଳେ ଉଦଯାପନୀ ସଭାରେ ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା ମୁଖ୍ୟ ଅତିଥି ଓ ଡମସାହି ସରପଞ୍ଚ ସୁନେଲି ଦଳବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, କୁଳାସର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସଞ୍ଜୟ କୁମାର ବରାଡ଼, ରଣପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ଅଜୟ କୁମାର ପ୍ରଧାନ, ପୂର୍ବତନ ସାଧନ କେନ୍ଦ୍ର ସଂଯୋଜକ ପଦ୍ମ ଚରଣ ସେଠି ମଧ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମର ଆବାହକ ତଥା ଡମସାହି କ୍ଲଷ୍ଟର ସଂଯୋଜକ ସନ୍ତୋଷ କୁମାର ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଆୟୋଜନ ସମ୍ପନ୍ନ ହୋଇଥିଲା । ବ୍ରଜରାଜପୁର କ୍ଲଷ୍ଟରରେ ସମିତିସଭ୍ୟା ପ୍ରେମଲତା ସେନାପତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ,

ବ୍ରଜରାଜପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରେମଲତା ଜାଲି, ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ସମେତ ଶିକ୍ଷାବିତ୍‌ ଓ ବିଦ୍ୟାଳୟ ପରିଚାଳନା କମିଟିର ପ୍ରତିନିଧିମାନେ ଯୋଗଦେଇଥିଲେ । କ୍ଲଷ୍ଟର ସଂଯୋଜକ ସନ୍ତୋଷ କୁମାର ବେହେରାଙ୍କ ଆବାହକତ୍ୱରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସେହିପରି କାସନ୍ଦା କ୍ଲଷ୍ଟରରେ ସଂଯୋଜକ ସୁବାଷ ଚନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଶିକ୍ଷକ ପ୍ରଭାତ କୁମାର ପ୍ରଧାନ ଓ ମାନସ କୁମାର ପଟ୍ଟନାୟକଙ୍କ ସହଯୋଗରେ ସୁରଭି ସଫଳତାର ସହ ସମ୍ପନ୍ନ ହୋଇଥିଲା ।

କାଣ୍ଡପଡ଼ା କ୍ଲଷ୍ଟରରେ ସଂଯୋଜକ ରାଜୀବ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଶାନ୍ତିଶୃଙ୍ଖଳାର ସହ ଉଦଯାପିତ ହୋଇଥିଲା । ଅବସରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ବେହୁରାଙ୍କ ସମେତ ଅନ୍ୟ ଅବସର ପ୍ରାପ୍ତ ଶିକ୍ଷକମାନେ ଅତିଥି ଭାବେ ଯୋଗଦେଇଥିଲେ । ସମସ୍ତ କ୍ଲଷ୍ଟରରେ ଶିକ୍ଷକ-ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି, ଗ୍ରାମବାସୀ ଓ ଜନପ୍ରତିନିଧିଙ୍କ ସକ୍ରିୟ ସହଯୋଗ କାର୍ଯ୍ୟକ୍ରମକୁ ସଫଳ କରିଥିଲା । ସୁରଭି କେବଳ ଏକ ପ୍ରତିଯୋଗିତା ନୁହେଁ, ବରଂ ପିଲାମାନଙ୍କ ଆତ୍ମବିଶ୍ୱାସ, ସୃଜନଶୀଳତା ଓ ନିଜ ପ୍ରତିଭାକୁ ପ୍ରକାଶ କରିବାର ଏକ ଅନନ୍ୟ ମଞ୍ଚ ବୋଲି ଏହି ଆୟୋଜନ ପ୍ରମାଣିତ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version