• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ଜନସାଧାରଣଙ୍କ ଅଧିକାର, ନ୍ୟାୟ ଓ ସଚେତନତା ପାଇଁ କାମ କରିବାକୁ ନେଇ ମାନବାଧିକାର କର୍ମକର୍ତ୍ତାଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 16, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ଜନସାଧାରଣଙ୍କ ଅଧିକାର, ନ୍ୟାୟ ଓ ସଚେତନତା ପାଇଁ କାମ କରିବାକୁ ନେଇ ମାନବାଧିକାର କର୍ମକର୍ତ୍ତାଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୂଜ ) ନି.ପ୍ର  :- ୟୁନାଇଟେଡ୍ ହ୍ୟୁମାନ ରାଇଟ୍ସ ଆଣ୍ଡ ଆଣ୍ଟି କରପ୍ସନ କାଉନ୍ସିଲ୍ (UHRAC), ଗଜପତି ଜିଲ୍ଲା ବୋର୍ଡ ପକ୍ଷରୁ ମାନବାଧିକାର ସୁରକ୍ଷା, ଦୁର୍ନୀତି ବିରୋଧୀ ପଦକ୍ଷେପ ଓ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ପୂର୍ବାହ୍ନ ୧୧ ଟାରେ (୧୫/୧୦/୨୬ )ପାରଳାଖେମୁଣ୍ଡିସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଥିଲା।ଗଜପତି ଜିଲ୍ଲା ସଭାପତି ରାହୁଲ ହରଙ୍କ ନେତୃତ୍ୱରେ ଏବଂ UHRACର ମହିଳା ସଭାନେତ୍ରୀ ତନୁଜା ଶତପଥୀଙ୍କ ନେତୃତ୍ୱରେ ଏହି ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଥିଲା ।

ଏଥିରେ ମହିଳା ଉପସଭାନେତ୍ରୀ ଜସ୍ମିନ୍ ଶେଖ ଓ ରାୟଗଡ଼ା ବ୍ଲକ ସଭାପତିଙ୍କ ସମେତ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଏହି ବୈଠକରେ UHRACର ଷ୍ଟେଟ୍ ପ୍ରେସିଡେଣ୍ଟ ଆନନ୍ଦ ଶତପଥୀ ମହୋଦୟ ଜୁମ୍ ମିଟିଂ ମାଧ୍ୟମରେ ଯୋଗଦେଇ ଉପସ୍ଥିତ ସଦସ୍ୟମାନଙ୍କୁ ସଂଗଠନର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଦିଗ୍‌ଦର୍ଶନ ଦେଇଥିଲେ । ସଂଗଠନକୁ ଆଗକୁ ନେବା, ସଦସ୍ୟତା ବୃଦ୍ଧି କରିବା ଏବଂ ଜନସାଧାରଣଙ୍କ ହିତ ପାଇଁ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ଏଥିସହ ମାନବାଧିକାର ସୁରକ୍ଷା ଓ ଜନସଚେତନତା କ୍ଷେତ୍ରରେ ସମସ୍ତେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ବୈଠକରେ ମାନବାଧିକାର ସୁରକ୍ଷା, ଦୁର୍ନୀତି ବିରୋଧୀ ପଦକ୍ଷେପ, ନାଗରିକ ସଶକ୍ତୀକରଣ, ଆଇନଗତ ସଚେତନତା ଓ ସାମାଜିକ ବିକାଶ ଭଳି ପାଞ୍ଚଟି ପ୍ରମୁଖ ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ।  ଗଜପତି ଜିଲ୍ଲାର ସାଧାରଣ ଜନତାଙ୍କ ଅଧିକାରର ସୁରକ୍ଷା, ନ୍ୟାୟ ପ୍ରଦାନ ଦିଗରେ ସହଯୋଗ ଏବଂ ଲୋକମାନଙ୍କ ମଧ୍ୟରେ ଆଇନ ସମ୍ପର୍କିତ ସଚେତନତା ବୃଦ୍ଧି କରିବା ଉପରେ ସଦସ୍ୟମାନେ ଗୁରୁତ୍ୱ ଦେଇଥିଲେ ।

ଆଗାମୀ ଦିନରେ UHRAC ପକ୍ଷରୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସଂଗଠନର କାର୍ଯ୍ୟକଳାପକୁ ବ୍ୟାପକ କରିବା ସହ ଅଧିକରୁ ଅଧିକ ଲୋକଙ୍କୁ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା । ସମାଜର ଅବହେଳିତ ଓ ଅସହାୟ ବର୍ଗର ଲୋକଙ୍କ ସମସ୍ୟା ଉପରେ ଧ୍ୟାନ ଦେବା ସହ ସେମାନଙ୍କ ଅଧିକାର ଓ ନ୍ୟାୟ ପାଇଁ ସମସ୍ତେ ମିଳିତ ଭାବେ କାର୍ଯ୍ୟ କରିବାକୁ ଏକମତ ହୋଇଥିଲେ ଜନସାଧାରଣଙ୍କ ହିତକୁ ପ୍ରାଥମିକତା ଦେଇ ମାନବାଧିକାର ସୁରକ୍ଷା, ଦୁର୍ନୀତି ବିରୋଧୀ ସଚେତନତା ଓ ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ UHRACର କାର୍ଯ୍ୟକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ କରିବାକୁ ବୈଠକରେ ଆଲୋଚନା ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Girl Child Day Celebrated at Sovaniya Kanya Centre

International Girl Child Day Celebrated at Sovaniya Kanya Centre

October 16, 2026
ପୂର୍ବ ଶତ୍ରୁତାକୁ ନେଇ ପଥର ମାଡ କରିବା ମାମଲାର ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ପୂର୍ବ ଶତ୍ରୁତାକୁ ନେଇ ପଥର ମାଡ କରିବା ମାମଲାର ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

October 16, 2026
ସୋଲାର ପ୍ୟାନେଲ ଲଗାଇବା ଆଳରେ ଠକେଇ ଦୁଇବର୍ଷ ସଶ୍ରମ କାରାଦଣ୍ଡ ମାତ୍ର ଚାରି ମାସରେ ଆସିଲା ଚୂଡାନ୍ତ ରାୟ

ସୋଲାର ପ୍ୟାନେଲ ଲଗାଇବା ଆଳରେ ଠକେଇ ଦୁଇବର୍ଷ ସଶ୍ରମ କାରାଦଣ୍ଡ ମାତ୍ର ଚାରି ମାସରେ ଆସିଲା ଚୂଡାନ୍ତ ରାୟ

October 16, 2026
ଗଜପତି ଜିଲ୍ଲାରେ ଜନସାଧାରଣଙ୍କ ଅଧିକାର, ନ୍ୟାୟ ଓ ସଚେତନତା ପାଇଁ କାମ କରିବାକୁ ନେଇ ମାନବାଧିକାର କର୍ମକର୍ତ୍ତାଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ଜନସାଧାରଣଙ୍କ ଅଧିକାର, ନ୍ୟାୟ ଓ ସଚେତନତା ପାଇଁ କାମ କରିବାକୁ ନେଇ ମାନବାଧିକାର କର୍ମକର୍ତ୍ତାଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Girl Child Day Celebrated at Sovaniya Kanya Centre

International Girl Child Day Celebrated at Sovaniya Kanya Centre

October 16, 2026
ପୂର୍ବ ଶତ୍ରୁତାକୁ ନେଇ ପଥର ମାଡ କରିବା ମାମଲାର ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ପୂର୍ବ ଶତ୍ରୁତାକୁ ନେଇ ପଥର ମାଡ କରିବା ମାମଲାର ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

October 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version