• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବରାତ୍ରର ପଞ୍ଚମ ଦିନରେ ମା’ ପାଟଖଣ୍ଡାଙ୍କ ସ୍କନ୍ଦମାତା ବେଶ : ଭକ୍ତିମୟ ପରିବେଶରେ ଚାଲିଛି ମା’ଙ୍କ ନବରାତ୍ର ପୂଜା

Proprietor Abhimanyu Maharana by Proprietor Abhimanyu Maharana
October 17, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ନବରାତ୍ରର ପଞ୍ଚମ ଦିନରେ ମା’ ପାଟଖଣ୍ଡାଙ୍କ ସ୍କନ୍ଦମାତା ବେଶ : ଭକ୍ତିମୟ ପରିବେଶରେ ଚାଲିଛି ମା’ଙ୍କ ନବରାତ୍ର ପୂଜା
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୂଜ ) ନି.ପ୍ର :-  କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଆରାଧ୍ୟା ତଥା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ପୀଠରେ ଭକ୍ତି ଓ ଆଧ୍ୟାତ୍ମିକତାର ମାହୋଲ ମଧ୍ୟରେ ପାଳିତ ହେଉଛି ପବିତ୍ର ଶାରଦୀୟ ନବରାତ୍ର ଉତ୍ସବ । ନବରାତ୍ରର ପଞ୍ଚମ ଦିନରେ ମା’ ପାଟଖଣ୍ଡା ଜଗତ୍‌ଜନନୀ ମା’ ସ୍କନ୍ଦମାତାଙ୍କ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି । ମା’ଙ୍କ ଏହି ମନୋରମ ବେଶ ଭକ୍ତଙ୍କ ମନରେ ଭକ୍ତିଭାବ ଓ ଆଧ୍ୟାତ୍ମିକ ଚେତନା ଜାଗ୍ରତ କରିଛି । ଶ୍ରୀ ଶ୍ରୀ ଶ୍ରୀ ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ମା’ଙ୍କ ମନ୍ଦିର ପରିସରରେ ନବରାତ୍ର ଉତ୍ସବ ଶ୍ରଦ୍ଧା, ନିଷ୍ଠା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହେଉଛି ।

ପ୍ରତ୍ୟେକ ଦିନ ମା’ଙ୍କ ଭିନ୍ନ ଭିନ୍ନ ବେଶ ଓ ପୂଜାବିଧି ଭକ୍ତମାନଙ୍କ ମଧ୍ୟରେ ନୂଆ ଉତ୍ସାହ ସୃଷ୍ଟି କରୁଛି । ମା’ଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ ପାଇଁ ଶ୍ରଦ୍ଧାଳୁଙ୍କ ମନରେ ରହିଛି ଗଭୀର ଆଗ୍ରହ । ଚଳିତ ବର୍ଷର ନବରାତ୍ର ପୂଜାରେ କର୍ତ୍ତା ଭାବେ ରବୀନ କୁମାର ମିଶ୍ର ଓ ନମିତା ମହାପାତ୍ର ଦାୟିତ୍ୱ ତୁଲାଉଛନ୍ତି । ପୁରୀ ଶ୍ରୀକ୍ଷେତ୍ର ଧାମରୁ ଆସିଥିବା ହିମାଂଶୁ ଶେଖର ଶତପଥୀ,

ଗଞ୍ଜାମ ଜିଲ୍ଲା ଖଟିଆ ରାମଚନ୍ଦ୍ରପୁର ଶାସନର ଚିନ୍ମୟ ଶତପଥୀ ଏବଂ କରପଡ଼ା ଗ୍ରାମର କାହ୍ନୁଚରଣ ପଣ୍ଡା ପୁରୋହିତ ଓ ପୂଜକ ଭାବେ ପୂଜାକାର୍ଯ୍ୟ ସମ୍ପାଦନ କରୁଛନ୍ତି । ମା’ ସ୍କନ୍ଦମାତାଙ୍କ ଉପାସନା ନବରାତ୍ରର ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ । ମା’ଙ୍କ ଏହି ସ୍ୱରୂପ ମାତୃତ୍ୱ, ସ୍ନେହ, କରୁଣା ଓ ମମତାର ପ୍ରତୀକ ଭାବେ ପୂଜିତ । ମା’ ପାଟଖଣ୍ଡାଙ୍କ ପୀଠରେ ଚାଲିଥିବା ଏହି ନବରାତ୍ର ପୂଜା ଅଞ୍ଚଳର ଧାର୍ମିକ ପରମ୍ପରା ଓ ଲୋକଙ୍କ ଆସ୍ଥାକୁ ଆହୁରି ସୁଦୃଢ଼ କରୁଛି । ମା’ଙ୍କ ଆଶୀର୍ବାଦରେ ସମଗ୍ର ଅଞ୍ଚଳରେ ଶାନ୍ତି, ସମୃଦ୍ଧି ଓ ମଙ୍ଗଳ କାମନା କରି ଭକ୍ତମାନେ ପୂଜାର୍ଚ୍ଚନାରେ ସାମିଲ ହେଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Vedanta Aluminium Promotes Farm Mechanisation Across 33 Villages Under Project SANGAM

Vedanta Aluminium Promotes Farm Mechanisation Across 33 Villages Under Project SANGAM

October 17, 2026
ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

ଆଦିବାସୀ ମହାବିଦ୍ୟାଳୟରେ ଏବିଭିପି ପ୍ରାର୍ଥୀଙ୍କ ବାଜିମାତ : ସଭାପତି ଭାବେ ଶ୍ରୀଧର ସିଅ, ସମ୍ପାଦକ ଭାବେ ଅଭୟ ପାଟମାଝି ବିଜୟୀ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Promotes Farm Mechanisation Across 33 Villages Under Project SANGAM

Vedanta Aluminium Promotes Farm Mechanisation Across 33 Villages Under Project SANGAM

October 17, 2026
ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version