• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
October 17, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ
Share on FacebookShare on TwitterWhatsapp

କନ୍ଧମାଳ (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଚଳିତ ବର୍ଷ ୨୦୨୬-୨୭ ଋତୁ ପାଇଁ “ମିଶନ ଜିରୋ କାନାବିସ୍ କଲ୍ଟିଭେସନ” ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନ ଅଧୀନରେ କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ ଲୁଇସିଂ ଗ୍ରାମ ପଞ୍ଚାୟତର ଘଞ୍ଚ ଜଙ୍ଗଲ ମଧ୍ୟରେ ବେଆଇନ ଭାବେ ହେଉଥିବା ଗଞ୍ଜେଇ ଚାଷ ଉପରେ ଚଢ଼ାଉ କରାଯାଇଛି । କନ୍ଧମାଳ ଏସପି ଶ୍ରୀ ରମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ, ସଦର ଏସଡିପିଓ ଶୁଭ୍ରଜିତ ବିଶ୍ୱାଳ, ଗୋଛାପଡ଼ା ଥାନା ଅଧିକାରୀ ଶୁଭ୍ରଜିତ ସାମନ୍ତରାୟ ଓ ଏସଆଇ ଅଶୋକ ପରିଡାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଚଢ଼ାଉ କରିଥିଲା ।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୋଲିସ ଡ୍ରୋନ ମାଧ୍ୟମରେ ନଜର ରଖି ପ୍ରାୟ ୩୦ ଏକର ଜମିରେ ଜଳସେଚନ ଓ ସାର ପ୍ରୟୋଗ କରି ବ୍ୟବସାୟିକ ଭାବେ କରାଯାଇଥିବା ଗଞ୍ଜେଇ ଚାଷକୁ ଠାବ କରି ଘଟଣାସ୍ଥଳରୁ ୯ ଜଣ ଅଭିଯୁକ୍ତ କନ୍ଧମାଳ ଜିଲ୍ଲା ଲୁଇସିଂ ନିକଟ ରାଇଗଡ଼ା ଗ୍ରାମର ମହେଶ୍ୱର କହଁର (୩୮), ଲୁଇସିଂ ନିକଟ ଢାକୁଡ଼ି ଗ୍ରାମର ରାଜୀବ ମଲ୍ଲିକ (୩୦), ଲୁଇସିଂ ନିକଟ ରୁକପଦର ଗ୍ରାମର ମାନସ ମଲ୍ଲିକ (୨୪), ପବିତ୍ର ମଲ୍ଲିକ (୪୦), ବାଲିଗୁଡ଼ା ଥାନା ଅନ୍ତର୍ଗତ ରୁତୁଙ୍ଗିଆ ଗ୍ରାମର ବେଣୁଧର ପ୍ରଧାନ (୩୧), ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ରେଗଡୁଲୁ ଗ୍ରାମର ମୁକ୍ତେଶ୍ୱର କର୍ମୀ (୨୮), କଣ୍ଟାମାଳ ଥାନା ଅନ୍ତର୍ଗତ ପିପଳପାଲି ଗ୍ରାମର ସନ୍ତୋଷ ସାହୁ (୨୨), କଣ୍ଟାମାଳ ଥାନା ସୁନିପଦର ନିକଟସ୍ଥ ବାଦୁଲ ଗ୍ରାମର ସମ୍ରାଟ ଭୋଇ (୩୫), ସମ୍ବଲପୁର ରେଢ଼ାଖୋଲ ଥାନା ଅନ୍ତର୍ଗତ ରାଇଲ, ଘୁସୁରୁରାମାହା ଗ୍ରାମର ନକୁଳ ମାଝୀ (୩୧), ଙ୍କୁ ଗିରଫ କରାଯାଇଛି l

ଘଟଣାସ୍ଥଳରୁ ନମୁନା ସଂଗ୍ରହ କରାଯାଇ, ଏନଡିପିଏସ ଆଇନର ଧାରା ୪୮ ଅନୁଯାୟୀ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଅନୁମତି ନେଇ ଘଟଣାସ୍ଥଳରେ ହିଁ ସମସ୍ତ ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି । ସମଗ୍ର ପ୍ରକ୍ରିୟା ଫଟୋ ଓ ଭିଡିଓ ମାଧ୍ୟମରେ ରେକର୍ଡ କରାଯାଇଛି । ଏ ନେଇ ଗୋଛାପଡ଼ା ଥାନା କେସ ନଂ ୧୭୧/୨୬ ଧାରା ୨୦(ଏ)(i) ଏନଡିପିଏସ ଆକ୍ଟରେ ମାମଲା ରୁଜୁ ହୋଇଛି। ବେଆଇନ ଗଞ୍ଜେଇ ଚାଷ ପ୍ରତି ଜିରୋ ଟଲରାନ୍ସ ନୀତି ଅପଣାଯିବ ବୋଲି କନ୍ଧମାଳ ପୋଲିସ ପକ୍ଷରୁ କୁହାଯାଇଛି । ଜନସାଧାରଣ ଗଞ୍ଜେଇ ଚାଷରୁ ନିବୃତ ରହିବା ଓ ପୂର୍ବରୁ ଲଗାଯାଇଥିବା ଗଛ ନିଜେ ନଷ୍ଟ କରିବା ନଚେତ୍ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026
ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

Vedanta Aluminium Promotes Farm Mechanisation Across 33 Villages Under Project SANGAM

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version