• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
October 17, 2026
in ଓଡ଼ିଶା, କଟକ, ହୋମ୍
0
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦ ଗତିରାଉତ ପାଟଣା କଟକର ଚତୁର୍ଥ ବାର୍ଷିକ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଉତ୍କଳ ସାହିତ୍ୟ ସମାଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ଚୈତନ୍ୟ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ଉଦଘାଟକ ଭାବରେ ଉତ୍କଳ ସାହିତ୍ୟ ସମାଜର ସାଧାରଣ ସମ୍ପାଦକ ରାଜୀବ କୁମାର ଷଡ଼ଙ୍ଗୀ,ମୁଖ୍ୟ ଅତିଥି,ପ୍ରାକ୍ତନ ଆୟକର ଆୟୁକ୍ତ ଶୋଭନ କର,ସମ୍ମାନୀତ ଅତିଥି ଅଧ୍ୟାପିକା ଡକ୍ଟର ରୋଜାଲିନ,ମୁଖ୍ୟବକ୍ତା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଓଡ଼ିଶାର ଅଧ୍ୟକ୍ଷ ଡକ୍ଟର ଅଭୟ କୁମାର ନାୟକ ଯୋଗ ଦେଇଥିଲେ ।

ସଂସଦର ପ୍ରତିଷ୍ଠାତ୍ରୀ ସମ୍ପାଦିକା ଗୀତାଞ୍ଜଳି ପୃଷ୍ଟି ସମ୍ପାଦକୀୟ ବିବରଣୀ ଉପସ୍ଥାପନା କରିବା ସହିତ ସମସ୍ତ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ପ୍ରାରମ୍ଭରେ ଡ.ସନ୍ତୋଷ କୁମାର ପଣ୍ଡାଙ୍କ ପରିଚାଳନାରେ ରାଜ୍ୟରୁ ଆସିଥିବା ଶତାଧିକ କବି ସ୍ୱରଚିତ କବିତା ପାଠକରିଥିଲେ । ଗୀତିକବି ପ୍ରେମଚାନ୍ଦ ମହାନ୍ତି,ବୀଣାପାଣି ମିଶ୍ର, କୈଳାସ ଚନ୍ଦ୍ର ସ୍ୱାଇଁ ଏବଂ ଡ. ବୈଜୟନ୍ତୀ ମାଳା ଶତପଥୀ କବିତା ଆସରରେ ଅତିଥି ଭାବରେ ଯୋଗଦେଇଥିଲେ । ଡେଜି ରାଉତ, ଆଦିତ୍ୟ ରଞ୍ଜନ ଦାଶ ଏବଂ ରଶ୍ମିତା ନାୟକଙ୍କ ସଂଯୋଜନାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଶତାଧିକ କବି କବୟିତ୍ରୀ ସ୍ୱରଚିତ କବିତା ପାଠ କରିଥିଲେ ।

ଅନୁଷ୍ଠାନର ମୁଖପତ୍ର ‘ପ୍ରତୀତି’,ଗୀତାଞ୍ଜଳି ପୃଷ୍ଟିଙ୍କ ଗଳ୍ପ ସଂକଳନ ‘ପ୍ରେମ ପାଇଁ ଋତୁଟିଏ’, ପ୍ରଭାତୀରାଣୀ ମହାନ୍ତିଙ୍କ କବିତା ସଂକଳନ ‘ଜୀବନ ଜାହ୍ନବୀ’ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଡ.ତୋଫାନ ଜେନାଙ୍କୁ ପଲ୍ଲୀ ପ୍ରତିଭା ସମ୍ମାନ,ଇଂ.ଭରତ ଚରଣ ବେହେରା,ବିଷ୍ଣୁପ୍ରିୟା ଦାସ, ସୁଷମା ପରିଜା,ତନ୍ମୟ କିଶୋର ଦାସ, ଏବଂ ଡାକ୍ତର କମଳାକାନ୍ତ ନାୟକଙ୍କୁ ‘ପଲ୍ଲୀ ପ୍ରତିଭା ସାରସ୍ୱତ ସମ୍ମାନ’, ବାବାଜୀ ଚରଣ ଜେନା,ସ୍ନେହଲତା ଦ୍ବିବେଦୀଙ୍କୁ ‘ପଲ୍ଲୀ ପ୍ରତିଭା ଗୀତିକବି ସମ୍ମାନ’,କୈଳାସ ଚନ୍ଦ୍ର ଜେନାଙ୍କୁ ‘ପଲ୍ଲୀ ପ୍ରତିଭା ସାମ୍ବାଦିକ ସମ୍ମାନ’ ଏବଂ ଆଶୀର୍ବାଦ ଦାସଙ୍କୁ ‘ପଲ୍ଲୀ ପ୍ରତିଭା ଯୁବ ସଂଗଠକ ସମ୍ମାନ-୨୦୨୬’ ପ୍ରଦାନ କରାଯାଇଥିଲା ।

ରଶ୍ମିରଂଜନ ଜେନା ଏବଂ ଦେବାଶିଷ ସାମନ୍ତରାୟଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ସରୋଜ କୁମାର ରାଉତ,ବାସୁଦେବ ନାୟକ,ନିରଞ୍ଜନ ମୁଦୁଲି,ବ୍ରଜମୋହନ ସାହୁ,ସନ୍ତୋଷ କୁମାର ପ୍ରଧାନ,ଭାସ୍କର ସେଠୀ,ସୁରେଶ ପାଲ,ପ୍ରଜ୍ଞା ପରମିତା ପ୍ରଧାନ,ସୋନାଲି ପାତ୍ର,ରାଜଶ୍ରୀ ଜେନା,ସୁରେନ୍ଦ୍ର ମହାପାତ୍ର,ରତନ କୁମାର ମହାନ୍ତି,ନଜରୁଲ ଇସଲାମ ପ୍ରମୁଖ ପରିଚାଳନା କରିଥିବା ବେଳେ ମନୋରଞ୍ଜନ ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026
ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026
ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version