• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
October 17, 2026
in ଓଡ଼ିଶା, ଗଜପତି, ମନୋରଞ୍ଜନ, ହୋମ୍
0
ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ଗୋସାଇଁନୂଆଗାଁ ଦୁର୍ଗାପୂଜାର ୫୦ତମ’ ବର୍ଷ ଅବସରରେ ଚଳିତ ବର୍ଷ ପାଳିତ ହେଉଛି “ସୁବର୍ଣ୍ଣ ଜୟନ୍ତୀ ଉତ୍ସବ”। ଏହି ଐତିହାସିକ ଉତ୍ସବକୁ ଅଧିକ ଆକର୍ଷଣୀୟ ଓ ସ୍ମରଣୀୟ କରିବା ପାଇଁ ଗୋସାଇଁନୂଆଗାଁ ଦୁର୍ଗାପୂଜା କମିଟି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ଓଡ଼ିଶା ସମେତ ବାହାର ରାଜ୍ୟର ବରିଷ୍ଠ କଳାକାରଙ୍କ ସାଂସ୍କୃତିକ ପରିବେଷଣ, ଭଜନ ସମାରୋହ, ମେଲୋଡି ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଏଥରର ମୁଖ୍ୟ ଆକର୍ଷଣ ହେବ । ଏହି ଅବସରରେ ଗୁରୁବାର ସ୍ଥାନୀୟ କେ.ସି. ହାଇସ୍କୁଲ ଖେଳପଡ଼ିଆସ୍ଥିତ ଦୁର୍ଗାପୂଜା କମିଟି କାର୍ଯ୍ୟାଳୟରେ ଏକ “ସାମ୍ବାଦିକ ସମ୍ମିଳନୀ” କମିଟି ସଭାପତି ଜଗଦୀଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ଏଥିରେ ସମ୍ପାଦକ ସୁକାନ୍ତ କୁମାର ପଣ୍ଡା, କୋଷାଧ୍ୟକ୍ଷ ଶିବ ପ୍ରସାଦ ପଣ୍ଡା ଓ କମିଟି ସଦସ୍ୟ ସୁନିଲ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ ।

୧୯୭୭ ମସିହାରୁ ଆରମ୍ଭ ହୋଇଥିବା ଏହି ଦୁର୍ଗାପୂଜା ଦୀର୍ଘ ବର୍ଷ ଧରି ଗୋସାଇଁନୂଆଗାଁ ଅଞ୍ଚଳରେ ଧାର୍ମିକ ଭାବନା, ପରମ୍ପରା ଓ ଭାଇଚାରାର ପ୍ରତୀକ ହୋଇ ରହିଆସିଛି । ଏହି ପରମ୍ପରାକୁ ଆଗକୁ ନେବା ସହ ପୂଜାର ୫୦ ବର୍ଷର ଗୌରବମୟ ଯାତ୍ରାକୁ ସ୍ମରଣ କରିବା ହେଉଛି “ସୁବର୍ଣ୍ଣ ଜୟନ୍ତୀ ଉତ୍ସବର” ମୁଖ୍ୟ ଉଦ୍ଦେଶ୍ୟ ବୋଲି ସଭାପତି ଜଗଦୀଶ ପାଣିଗ୍ରାହୀ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ । କମିଟି ପକ୍ଷରୁ ପ୍ରକାଶିତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ, ମହାସପ୍ତମୀ ଦିନ ସକାଳେ ଘଟଯାତ୍ରାରୁ ଉତ୍ସବ ଆରମ୍ଭ ହେବ । ସଂନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବରିଷ୍ଠ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧନା ଦିଆଯିବ ।

ମହାଷ୍ଟମୀରେ ବ୍ରହ୍ମପୁରର ମାର୍କଣ୍ଡେଶ୍ୱର ଭଜନ ସମାରୋହ, ମହାନବମୀ ସଂନ୍ଧ୍ୟାରେ ଓଲିଉଡ୍‌ ଗାୟକ ଶଶାଙ୍କ ଓ ତାଙ୍କ ସାଥୀଙ୍କ ଦ୍ୱାରା କଟକ ମେଲୋଡ଼ି ପରିବେଷଣ କରାଯିବ । ଦଶମୀ ଦଶହରା ସଂନ୍ଧ୍ୟାରେ ବଲିଉଡ୍‌ ଗାୟକ ତିଲକ ଚକ୍ରବର୍ତ୍ତୀ ଏବଂ କୋଲକାତାର ଜାଭେଦ୍‌ ଡ୍ୟାନ୍ସ ଗ୍ରୁପ୍‌ ପକ୍ଷରୁ ମେଲୋଡ଼ି ଓ ନୃତ୍ୟ ପରିବେଷଣ କରାଯିବ । ସେହିପରି ୨୧ ତାରିଖ ସଂନ୍ଧ୍ୟାରେ ଜଗବନ୍ଧୁ ମୁଦୁଲି ଓ ତାଙ୍କ ସାଥୀଙ୍କ ଦ୍ୱାରା ଭୁବନେଶ୍ୱରର ଭଜନ ସମାରୋହ ଆୟୋଜିତ ହେବ । ଏହାବ୍ୟତୀତ ୨୨ ତାରିଖ ମଧ୍ୟାହ୍ନରେ ପ୍ରାୟ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ରହିଛି । ପ୍ରତିଦିନ ସଂନ୍ଧ୍ୟାରେ ମା’ଙ୍କ ଆଳତି ପରେ ଶ୍ରଦ୍ଧାଳୁଙ୍କୁ ପ୍ରସାଦ ବଣ୍ଟନ କରାଯିବ ବୋଲି ସଭାପତି ଜଗଦୀଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।ପ୍ରତିଦିନ ପୂଜା ଉତ୍ସବରେ ରାଜନେତା, ପ୍ରଶାସନିକ ଅଧିକାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲ୍ଲାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବାକୁ ସ୍ୱୀକୃତି ଦେଇଥିବା ସେ କହିଛନ୍ତି ।

ଗ୍ରାମବାସୀ ଓ କମିଟି ସଦସ୍ୟଙ୍କ ସହଯୋଗରେ ମା’ଙ୍କ ଆଶୀର୍ବାଦ ନେଇ ଉତ୍ସବକୁ ଶାନ୍ତି, ଶୃଙ୍ଖଳା ଓ ଭକ୍ତିପୂର୍ଣ୍ଣ ପରିବେଶରେ ସମ୍ପନ୍ନ କରିବା କମିଟିର ମୂଳ ଲକ୍ଷ୍ୟ ବୋଲି ସଭାପତି ପ୍ରକାଶ କରିଛନ୍ତି । ଏଥିସହ ପ୍ରଶାସନ, ପୋଲିସ ବିଭାଗ, ଅଗ୍ନିଶମ ବିଭାଗ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହଯୋଗ ପାଇଁ କମିଟି ପକ୍ଷରୁ କୃତଜ୍ଞତା ଜଣାଯାଇଛି । ସମସ୍ତ ଶ୍ରଦ୍ଧାଳୁ ଓ ଅଞ୍ଚଳବାସୀଙ୍କୁ ମା’ ଦୁର୍ଗାଙ୍କ ଦର୍ଶନ କରିବା ସହ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ସମ୍ପାଦକ ସୁକାନ୍ତ କୁମାର ପଣ୍ଡା ହାର୍ଦ୍ଦିକ ନିମନ୍ତ୍ରଣ ଜଣାଇଛନ୍ତି ।ସାମ୍ବାଦିକ ସମ୍ମିଳନୀରେ କମିଟିର ସହସମ୍ପାଦକ ରାମଚନ୍ଦ୍ର ସାହୁ, ଆଇନଜୀବୀ ଅଶ୍ୱିନୀ ପଟ୍ଟନାୟକ, ମନୋଜ ସାହୁ, ବିନୋଦ ସିଂ, ଅନନ୍ତ ରାମ ପ୍ରଧାନ, ପ୍ରଫୁଲ୍ଲ ବେହେରା, କୃଷ୍ଣଚନ୍ଦ୍ର ଚୌଧୁରୀ, ଫାଉଣ୍ଡର ସଦସ୍ୟ ରବି ନାରାୟଣ ସାବତ, ମଦନ ମୋହନ ପାତ୍ର, ସାଇ କୁମାର, ବାବି ସେଠୀ ଓ ଭାର୍ଗବ ପାଢ଼ୀଙ୍କ ସମେତ କମିଟିର ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

October 17, 2026
ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

October 17, 2026
ବିକାଶ ଅପେକ୍ଷାରେ ମା ”ରୁଦ୍ରାୟଣୀ ପୀଠ

ବିକାଶ ଅପେକ୍ଷାରେ ମା ”ରୁଦ୍ରାୟଣୀ ପୀଠ

October 17, 2026
Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

October 17, 2026
ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version