• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
October 21, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୂଜ ) ନି.ପ୍ର :-  ପେଶା ନିୟମ ଲାଗୁ, ଜଙ୍ଗଲ ଅଧିକାର ଆଇନର ସଠିକ୍ କାର୍ଯ୍ୟକାରିତା ଏବଂ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଭାବେ ଗଠନ କରିବା ଦାବିରେ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ଅଣ୍ଟା ଭିଡ଼ିଛି କନ୍ଧମାଳ ର ଚାଷୀ ମୁଲିଆ ସୁରକ୍ଷା ସମିତି । ଏହି ଦାବିଗୁଡ଼ିକୁ ନେଇ ଚଳିତମାସ ୨୭ ତାରିଖ ମଙ୍ଗଳବାର ସକାଳ ୧୦ଟାରେ ଏକ ଶାନ୍ତିପୂର୍ଣ୍ଣ ପଦଯାତ୍ରା ଆୟୋଜନ କରାଯିବ । ବାସୁଦେବପୁରରୁ ଏହି ପଦଯାତ୍ରା ଆରମ୍ଭ ହୋଇ ବ୍ରାହ୍ମଣୀଗାଁ ମୁଖ୍ୟ ବଜାର ପରିକ୍ରମା କରିବ ବୋଲି ସଂଗଠନ ପକ୍ଷରୁ ସୂଚନା ମିଳିଛି ।

ଏହି ପଦଯାତ୍ରାର ସଫଳ ଆୟୋଜନ ଓ ଦାବିଗୁଡ଼ିକର ପ୍ରଚାର ପ୍ରସାର ନେଇ ବ୍ରାହ୍ମଣୀଗାଁସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ପେଶା ନିୟମ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶରେ ବିଳମ୍ବ, ଜଙ୍ଗଲ ଅଧିକାର ଆଇନର କାର୍ଯ୍ୟକାରିତା ଏବଂ ବ୍ରାହ୍ମଣୀଗାଁ ଅଞ୍ଚଳର ପ୍ରଶାସନିକ ଓ ବିକାଶମୂଳକ ଆବଶ୍ୟକତା ନେଇ ଆଲୋଚନା ହୋଇଥିଲା । ସଂଗଠନର ଅଭିଯୋଗ ଅନୁଯାୟୀ, ପେଶା ନିୟମ ଲାଗୁ ହେବାରେ ବିଳମ୍ବ ଏବଂ ଜଙ୍ଗଲ ଅଧିକାର ଆଇନର ସଠିକ୍ କାର୍ଯ୍ୟକାରିତାର ଅଭାବ ଯୋଗୁଁ ଆଦିବାସୀଙ୍କ ପାରମ୍ପରିକ ଅଧିକାର ଓ ପ୍ରାକୃତିକ ସମ୍ପଦର ସୁରକ୍ଷା ପ୍ରଭାବିତ ହେଉଛି ।

ଏହି ପରିପ୍ରେକ୍ଷୀରେ ଆଇନଗତ ଅଧିକାରର ସୁରକ୍ଷା ସହ ବ୍ରାହ୍ମଣୀଗାଁକୁ ଏକ ସ୍ୱତନ୍ତ୍ର ବ୍ଲକ ଭାବେ ଗଠନ କରିବା ଦାବିକୁ ଗୁରୁତ୍ୱ ଦିଆଯାଇଛି । ଏହି ଦାବିଗୁଡ଼ିକ ପ୍ରତି ସରକାର ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ସହ ଅଞ୍ଚଳରେ ଜନସମର୍ଥନ ସୃଷ୍ଟି କରିବା ପଦଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜଣାପଡ଼ିଛି । ପଦଯାତ୍ରାରେ ସାମିଲ ହୋଇ ଦାବିଗୁଡ଼ିକୁ ସମର୍ଥନ ଜଣାଇବା ପାଇଁ କୁଇକୂଳ ସମିତି, ବ୍ରାହ୍ମଣୀଗାଁ ଶାଖା ଏବଂ ମା’ ବୁରା ପେନୁ କୁଇ ସଂସ୍କୃତି ସୁରକ୍ଷା ପରିଷଦକୁ ନିମନ୍ତ୍ରଣ କରାଯାଇଛି । ଏଥିସହ ବିଭିନ୍ନ ଗାଁର ଜଙ୍ଗଲ ଅଧିକାର କମିଟି, ବୁଦ୍ଧିଜୀବୀ ଓ ସମସ୍ତ ଅଞ୍ଚଳବାସୀଙ୍କୁ ଏହି ଶାନ୍ତିପୂର୍ଣ୍ଣ ପଦଯାତ୍ରାରେ ଯୋଗଦେଇ ନିଜ ଅଧିକାର ଓ ଅଞ୍ଚଳର ବିକାଶ ପାଇଁ ଏକଜୁଟ ହେବାକୁ ସଂଗଠନ ପକ୍ଷରୁ ଆହ୍ୱାନ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି

ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି

October 21, 2026
ମାନସ ଭବନରେ ଗରବା-ଡାଣ୍ଡିଆର ସମାପନି ସନ୍ଧ୍ୟା, ପାରମ୍ପରିକ ରଙ୍ଗରେ ରଙ୍ଗୀନ ହେଲା କଣ୍ଟାବାଞ୍ଜି

ମାନସ ଭବନରେ ଗରବା-ଡାଣ୍ଡିଆର ସମାପନି ସନ୍ଧ୍ୟା, ପାରମ୍ପରିକ ରଙ୍ଗରେ ରଙ୍ଗୀନ ହେଲା କଣ୍ଟାବାଞ୍ଜି

October 20, 2026
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ

October 20, 2026
ଶିଶୁ କିଶୋର ପତ୍ରିକା “କୃପାନେତ୍ର”ର ଶାରଦୀୟ ପୂଜା ସଂଖ୍ୟା ଉନ୍ମୋଚନ

ଶିଶୁ କିଶୋର ପତ୍ରିକା “କୃପାନେତ୍ର”ର ଶାରଦୀୟ ପୂଜା ସଂଖ୍ୟା ଉନ୍ମୋଚନ

October 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି

ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି

October 21, 2026
ମାନସ ଭବନରେ ଗରବା-ଡାଣ୍ଡିଆର ସମାପନି ସନ୍ଧ୍ୟା, ପାରମ୍ପରିକ ରଙ୍ଗରେ ରଙ୍ଗୀନ ହେଲା କଣ୍ଟାବାଞ୍ଜି

ମାନସ ଭବନରେ ଗରବା-ଡାଣ୍ଡିଆର ସମାପନି ସନ୍ଧ୍ୟା, ପାରମ୍ପରିକ ରଙ୍ଗରେ ରଙ୍ଗୀନ ହେଲା କଣ୍ଟାବାଞ୍ଜି

October 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version