
ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଚଳିତ ବର୍ଷ ଅକ୍ଟୋବର ୨୬ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଦିବା ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଶପଥ ପାଠ କରାଇଥିଲେ।ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ।ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତି ର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଓସୱ୍ବାନ କନଫେରେନ୍ସ କକ୍ଷରେ ଅନୁଷ୍ଠିତ ଏହି ଶପଥ ପାଠରେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା,















