• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ପରିସ୍ଥିତି ପରଖିଲେ ମନ୍ତ୍ରୀ, ଗାଜଲବାଡ଼ି ଘାଟିର ସ୍ଥିତି ଅନୁଧ୍ୟାନ : ଡୁଲୁରୀ ରାସ୍ତାରୁ ଗଛ ହଟାଇବାକୁ ନିର୍ଦ୍ଦେଶ : ୨୫ ପଞ୍ଚାୟତ ଅନ୍ଧାରରେ; ନେଟୱାର୍କ ଓ ଇଣ୍ଟରନେଟ୍ ସେବା ଠପ୍

Proprietor Abhimanyu Maharana by Proprietor Abhimanyu Maharana
October 29, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାତ୍ୟା ପରିସ୍ଥିତି ପରଖିଲେ ମନ୍ତ୍ରୀ, ଗାଜଲବାଡ଼ି ଘାଟିର ସ୍ଥିତି ଅନୁଧ୍ୟାନ : ଡୁଲୁରୀ ରାସ୍ତାରୁ ଗଛ ହଟାଇବାକୁ ନିର୍ଦ୍ଦେଶ : ୨୫ ପଞ୍ଚାୟତ ଅନ୍ଧାରରେ; ନେଟୱାର୍କ ଓ ଇଣ୍ଟରନେଟ୍ ସେବା ଠପ୍
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାରେ ଲାଗି ରହିଥିବା ବର୍ଷା ଓ ପବନ ଜନଜୀବନକୁ ପ୍ରଭାବିତ କରିଛି। ସମ୍ଭାବ୍ୟ ଭୂସ୍ଖଳନ ଓ ବାତ୍ୟାଜନିତ କ୍ଷୟକ୍ଷତିର ସ୍ଥିତି ପରଖିବା ସହ ଲୋକଙ୍କ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ବୁଧବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତି ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ। ଗସ୍ତ ସମୟରେ ସେ ଗାଜଲବାଡ଼ି ଘାଟିର ସ୍ଥିତି ଅନୁଧ୍ୟାନ କରିବା ସହ ରାସ୍ତା ଅବରୋଧ ହଟାଇବା ଏବଂ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ସମୀକ୍ଷା କରିଥିଲେ।

ମନ୍ତ୍ରୀ ପ୍ରଥମେ କନ୍ଧମାଳ-ଗଞ୍ଜାମ ସୀମାରେ ଜାତୀୟ ରାଜପଥ-୫୯ ର ଗାଜଲବାଡ଼ି ଘାଟିସ୍ଥିତ ବାୟମାଲା ଚେକ୍‌ଗେଟ୍‌ରେ ପହଞ୍ଚିଥିଲେ। ଭୂସ୍ଖଳନ ଆଶଙ୍କାରେ ମଙ୍ଗଳବାରଠାରୁ ବନ୍ଦ ରହିଥିବା ଏହି ଘାଟିର ସ୍ଥିତି ସମ୍ପର୍କରେ ସେ ଜିଲ୍ଲାପାଳ ବେଦଭୂଷଣଙ୍କ ସହ ଆଲୋଚନା କରିଥିଲେ। ପାହାଡ଼ିଆ ରାସ୍ତାରେ ଯାତାୟାତ ସୁରକ୍ଷା ଓ ସମ୍ଭାବ୍ୟ ବିପଦ ସମ୍ପର୍କରେ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ଡୁଲୁରୀ ରାସ୍ତାରେ ପହଞ୍ଚି ମନ୍ତ୍ରୀ ରାସ୍ତା ଅବରୋଧର ସମୀକ୍ଷା କରିଥିଲେ। ପ୍ରବଳ ବର୍ଷା ଓ ପବନ ଯୋଗୁଁ ରାସ୍ତା ଉପରେ ଦୁଇଟି ବଡ଼ ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।

ମନ୍ତ୍ରୀ ନିଜ ଉପସ୍ଥିତିରେ ଗଛଗୁଡ଼ିକୁ ହଟାଇବାର ବ୍ୟବସ୍ଥା କରିବା ପରେ ରାସ୍ତାରେ ଯାତାୟାତ ସ୍ୱାଭାବିକ ହୋଇଥିଲା। ପରେ ବିଡିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ମନ୍ତ୍ରୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପ୍ରଶାସନିକ ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ କରିଥିଲେ। ଗସ୍ତରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ, କନ୍ଧମାଳର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଜିଲ୍ଲାପାଳ, ଭାଜପା ପ୍ରତିନିଧି ମଣ୍ଡଳୀ ଓ କନ୍ଧମାଳ ସାଂସଦଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଅନ୍ୟପଟେ ବାତ୍ୟାର ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବାବେଳେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ଦୁଇ ଦିନ ଧରି ବ୍ଲକ୍‌ର ୨୫ଟି ପଞ୍ଚାୟତ ଅନ୍ଧାରରେ ରହିଛି।

ବିଦ୍ୟୁତ୍‌ ସରବରାହ ବନ୍ଦ ଯୋଗୁଁ ମୋବାଇଲ୍‌ ନେଟୱାର୍କ ଓ ଇଣ୍ଟରନେଟ୍‌ ସେବା ମଧ୍ୟ ଠପ୍‌ ହୋଇଯାଇଛି। ଏହାର ପ୍ରଭାବ ବ୍ୟାଙ୍କ, ଜନସେବା କେନ୍ଦ୍ର ଓ ବିଭିନ୍ନ ସରକାରୀ-ବେସରକାରୀ କାର୍ଯ୍ୟାଳୟରେ ପଡ଼ିଛି। ଅନଲାଇନ୍‌ କାରବାର ଓ ଦୈନନ୍ଦିନ କାର୍ଯ୍ୟ ପରିଚାଳନାରେ ଲୋକେ ଅସୁବିଧା ଭୋଗୁଛନ୍ତି। ବିଦ୍ୟୁତ୍‌ ବିଭାଗର ସହକାରୀ ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କ ସୂଚନା ଅନୁସାରେ, ପ୍ରବଳ ବର୍ଷା ଓ ପବନ ଯୋଗୁଁ ଏକାଧିକ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସହ ତାର ଛିଣ୍ଡି ପଡ଼ିଛି। ଫଳରେ ବିଦ୍ୟୁତ୍‌ ସେବା ପୁନରୁଦ୍ଧାରରେ ସମସ୍ୟା ସୃଷ୍ଟି ହୋଇଛି। ବାତ୍ୟା ପ୍ରଭାବରେ ବିପର୍ଯ୍ୟସ୍ତ ଯୋଗାଯୋଗ ଓ ବିଦ୍ୟୁତ୍‌ ବ୍ୟବସ୍ଥା କେବେ ସ୍ୱାଭାବିକ ହେବ, ତାହାକୁ ନେଇ ଅଞ୍ଚଳବାସୀ ଅପେକ୍ଷା କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version