• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ହସ୍ପିଟାଲର ଉଦୀୟମାନ ଡାକ୍ତର ପଲକ ନନ୍ଦଙ୍କ ଅକାଳ ବିୟୋଗ

Proprietor Abhimanyu Maharana by Proprietor Abhimanyu Maharana
October 30, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
Utkal Hospital Mourns the Untimely Demise of Rising Doctor Dr. Palak Nanda
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଭୁବନେଶ୍ୱରର ନୀଳାଦ୍ରିବିହାରସ୍ଥିତ ରାଜ୍ୟର ଅଗ୍ରଣୀ ସୁପର ସ୍ପେସିଆଲିଟି ହସ୍ପିଟାଲ ଉତ୍କଳ ହସ୍ପିଟାଲର ଉଦୀୟମାନ ଡାକ୍ତର ପଲକ ନନ୍ଦଙ୍କର ମାତ୍ର ୩୨ ବର୍ଷ ବୟସରେ ୨୮ ଅକ୍ଟୋବର ୨୦୨୬ରେ ଅକାଳ ବିୟୋଗ ଘଟିଛି । ସେ କର୍କଟ ରୋଗରେ ପୀଡ଼ିତ ହୋଇ ଉତ୍କଳ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଡାକ୍ତର ପଲକ ନନ୍ଦ ଉତ୍କଳ ହସ୍ପିଟାଲର ପାଥୋଲୋଜି ବିଭାଗରେ ଜୁନିୟର କନସଲଟାଣ୍ଟ ଭାବେ କାର୍ଯ୍ୟରତ ଥିଲେ।  ସେ ଜଣେ ଦକ୍ଷ, ନିଷ୍ଠାପର ଓ ଉତ୍ସର୍ଗୀକୃତ ଡାକ୍ତର ଥିଲେ ।

ରୋଗୀ, ସହକର୍ମୀ ଡାକ୍ତର ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ପ୍ରତି ତାଙ୍କର ଉତ୍ତମ ବ୍ୟବହାର ଓ ଆନ୍ତରିକତା ତାଙ୍କୁ ସମସ୍ତଙ୍କର ପ୍ରିୟଭାଜନ କରିପାରିଥିଲା। ତାଙ୍କର ଅକାଳ ବିୟୋଗ ହସ୍ପିଟାଲ ପରିବାର ପାଇଁ ଏକ ଅପୂରଣୀୟ କ୍ଷତି । ତାଙ୍କର ଅନ୍ତିମ ସମୟରେ ସ୍ୱାମୀ ଡାକ୍ତର ମନୋଜ କୁମାର ନାୟକ, ଶାଶୁ-ଶ୍ୱଶୁର, ମାତା ଶ୍ରୀମତୀ ଦୀପ୍ତିମୟୀ ନନ୍ଦ, ସାନ ଭଉଣୀ ଏବଂ ମାମୁଁ ଉତ୍କଳ ହସ୍ପିଟାଲରେ ତାଙ୍କ ନିକଟରେ ଉପସ୍ଥିତ ଥିଲେ ।

ଡାକ୍ତର ପଲକ ନନ୍ଦଙ୍କ ସ୍ମୃତିଚାରଣ ଓ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରି ଆଜି ଉତ୍କଳ ହସ୍ପିଟାଲ ପରିସରରେ ଏକ ଶୋକସଭା ଆୟୋଜିତ ହୋଇଥିଲା । ଏହି ଅବସରରେ ତାଙ୍କ ଆତ୍ମାର ଶାନ୍ତି ଓ ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍‌ର ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଶୋକସଭାରେ ଉତ୍କଳ ହସ୍ପିଟାଲର ମ୍ୟାନେଜିଂ ଡାଇରେକ୍ଟର ଡାକ୍ତର ପ୍ରଜ୍ଞାନ ରଞ୍ଜନ ଘଡ଼େଇ, ଡିନ୍‌- ଏକାଡେମିକ୍ସ ପ୍ରଫେସର ଡାକ୍ତର ପ୍ରଫୁଲ୍ଲ କୁମାର ଦାସ, ଡାଇରେକ୍ଟର ମେଡିକାଲ ସର୍ଭିସେସ୍‌ ଡାକ୍ତର ରଞ୍ଜନ କୁମାର ମହାପାତ୍ର,

ସିଇଓ ଶ୍ରୀ ବି. କେ. ସୁବୋଧ ସିଂହ, ଲାବୋରଟୋରି ଡାଇରେକ୍ଟର ଡାକ୍ତର ନିହାରିକା ପଟ୍ଟନାୟକଙ୍କ ସମେତ ହସ୍ପିଟାଲର ବହୁ ଡାକ୍ତର ଓ କର୍ମଚାରୀ ଯୋଗଦେଇ ଦିବଂଗତ ଡାକ୍ତରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସମଗ୍ର ପରିବେଶ ଶୋକାକୁଳ ହୋଇଉଠିଥିଲା । ଡାକ୍ତର ପଲକ ନନ୍ଦଙ୍କ ଅକାଳ ବିୟୋଗରେ ଉତ୍କଳ ହସ୍ପିଟାଲର ଚେୟାରମ୍ୟାନ ଡାକ୍ତର ଆଦିତ୍ୟ କୁମାର ସାମଲ, ଫାଉଣ୍ଡିଂ ଡାଇରେକ୍ଟର ଡାକ୍ତର କଲ୍ୟାଣ ରଥ,

ଡାକ୍ତର ଅରୁଣ ମହାନ୍ତି ଏବଂ ଡାଇରେକ୍ଟର ଶ୍ରୀ ସୁବ୍ରତ ଦାସ ଓ ଡାଇରେକ୍ଟର ଶ୍ରୀ ଶୈଳେନ୍ଦ୍ର ନାରାୟଣ ପଣ୍ଡା ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏଥିସହିତ, ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ହସ୍ପିଟାଲ ପକ୍ଷରୁ ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବାକୁ ସେମାନେ ଆଶ୍ୱାସନା ଦେଇଛନ୍ତି । ଉତ୍କଳ ହସ୍ପିଟାଲ ପରିବାର ଦିବଂଗତ ଡାକ୍ତର ପଲକ ନନ୍ଦଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହିବା ପାଇଁ ଭଗବାନ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

October 31, 2026
ବ୍ରହ୍ମଗିରି କାଳିକାବାଡି ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ : ଗିରଫଦାରୀ ସଂଖ୍ୟା ୮କୁ ବୃଦ୍ଧି

ବ୍ରହ୍ମଗିରି କାଳିକାବାଡି ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ : ଗିରଫଦାରୀ ସଂଖ୍ୟା ୮କୁ ବୃଦ୍ଧି

October 31, 2026
ପିଏମ୍-କିଷାନର ୨୪ତମ କିସ୍ତି ପ୍ରଦାନ ଅବସରରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଉତ୍ସବ ପାଳିତ

ପିଏମ୍-କିଷାନର ୨୪ତମ କିସ୍ତି ପ୍ରଦାନ ଅବସରରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଉତ୍ସବ ପାଳିତ

October 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version