• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

Proprietor Abhimanyu Maharana by Proprietor Abhimanyu Maharana
October 31, 2026
in କଟକ, କନ୍ଧମାଳ, ହୋମ୍
0
ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କନ୍ଧମାଳ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଶୀର୍ଷକ ଜିଲ୍ଲାସ୍ତରୀୟ କର୍ମଶାଳା ଜି.ଉଦୟଗିରି ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବିଜେପି ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଆୟୋଜିତ ଏହି କର୍ମଶାଳାରେ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଗଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ଓ ଜନସାଧାରଣଙ୍କ ସମସ୍ୟାକୁ ଗୁରୁତ୍ୱ ଦେବା ଉପରେ ଆଲୋଚନା ହୋଇଥିଲା।

ଏହି କର୍ମଶାଳା ରେ ବିଜେପିର ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ଏବଂ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଉପସ୍ଥିତ ରହିଥିଲେ। ଏଥିସହ ଜିଲ୍ଲା ବିଜେପିର ବିଭିନ୍ନ ପଦାଧିକାରୀ, ଦଳୀୟ ନେତା ଓ କର୍ମୀମାନେ ମଧ୍ୟ କର୍ମଶାଳାରେ ସାମିଲ ହୋଇଥିଲେ। ବୈଠକରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ରହିଥିବା ମୌଳିକ ସମସ୍ୟା, ଗ୍ରାମୀଣ ଭିତ୍ତିଭୂମିର ବିକାଶ, ରାସ୍ତାଘାଟ, ପାନୀୟ ଜଳ ଯୋଗାଣ ଓ ଜନସାଧାରଣଙ୍କ ସମ୍ମୁଖୀନ ହେଉଥିବା ଅନ୍ୟାନ୍ୟ ଅସୁବିଧା ସମ୍ପର୍କରେ ଆଲୋଚନା ହୋଇଥିଲା।

ଉପସ୍ଥିତ ଦଳୀୟ ପଦାଧିକାରୀ ମାନେ ନିଜ ନିଜ ଅଞ୍ଚଳର ସମସ୍ୟା ଓ ଲୋକଙ୍କ ଅଭିଯୋଗ ଅତିଥିମାନଙ୍କ ଦୃଷ୍ଟିକୁ ଆଣିଥିଲେ। ଏହି ଅବସରରେ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲ୍ଲାର ବିଭିନ୍ନ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ କହିଥିଲେ। ଜନସାଧାରଣଙ୍କ ସମସ୍ୟାର ସମାଧାନ ଓ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଦିଗରେ ସମନ୍ୱୟ ରଖି କାମ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଜିଲ୍ଲାରେ ଦଳୀୟ ସଂଗଠନକୁ ତୃଣମୂଳ ସ୍ତରରୁ ଅଧିକ ସକ୍ରିୟ କରିବା ସହ ଲୋକଙ୍କ ନିକଟରେ ସରକାରୀ ଯୋଜନା ଓ ବିକାଶମୂଳକ କାର୍ଯ୍ୟର ବାର୍ତ୍ତା ପହଞ୍ଚାଇବା ଏହି କର୍ମଶାଳାର ଅନ୍ୟତମ ଉଦ୍ଦେଶ୍ୟ ରହିଥିଲା। ଦଳୀୟ ନେତା ଓ କର୍ମୀଙ୍କ ଉପସ୍ଥିତିରେ କର୍ମଶାଳାଟି ସମାପନ ହୋଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

ବ୍ରହ୍ମଗିରି କାଳିକାବାଡି ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ : ଗିରଫଦାରୀ ସଂଖ୍ୟା ୮କୁ ବୃଦ୍ଧି

ପିଏମ୍-କିଷାନର ୨୪ତମ କିସ୍ତି ପ୍ରଦାନ ଅବସରରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version