• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 1, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
Share on FacebookShare on TwitterWhatsapp

ଖୋରଧା-ଜଟଣୀ (ଓଡ଼ିଶା ତାଜା ନିୟୁଜ୍) ନି:ପ୍ର :- ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ଅବସରରେ ପୂର୍ବତଟ ରେଳପଥର ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ଅତ୍ୟନ୍ତ ଉତ୍ସାହ ଓ ଦେଶପ୍ରେମର ସହିତ ପାଳନ କରାଯାଇଛି । ଏହି ଅବସରରେ ଖୋର୍ଦ୍ଧାରୋଡ ରେଳମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀମତୀ ଗରିମା ତିୱାରୀ,ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡାକ୍ତର ସବିତା ଶତପଥୀ, ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ଅମରେନ୍ଦ୍ରନାଥ ମିଶ୍ର,ସହକାରୀ ବାଣିଜ୍ୟ ପ୍ରବନ୍ଧକ କୁମାରୀ ଡିମ୍ପଲ କୌଶିକଙ୍କ ସମେତ ଅନ୍ୟାନ୍ୟ ରେଳ ଅଧିକାରୀ ଓ କର୍ମଚାରୀ, ରେଳ ସୁରକ୍ଷା ବଳର କର୍ମଚାରୀ, ସିଭିଲ୍ ଡିଫେନ୍ସ କର୍ମଚାରୀ ଏବଂ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ସଦସ୍ୟମାନେ ଯୋଗ ଦେଇଥିଲେ।

ଉପସ୍ଥିତ ସମସ୍ତେ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ଅକ୍ଷୁଣ୍ଣ ରଖିବା ସହ ଏହାକୁ ଅଧିକ ସୁଦୃଢ଼ କରିବା ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଶପଥ ନେଇଥିଲେ। ଏହି ପାଳନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଦର୍ଶ ପ୍ରତି ସମ୍ମାନ ଜଣାଇବା ସହ ଜାତୀୟ ଏକତା ଓ ଅଖଣ୍ଡତାର ଭାବନାକୁ ଆହୁରି ସୁଦୃଢ଼ କରିବା ପାଇଁ ଖୋର୍ଦ୍ଧାରୋଡ୍ ରେଳମଣ୍ଡଳର ସାମୂହିକ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥିଲା।

ଏହି ଅବସରରେ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ଏକତା ପାଇଁ ଦୌଡ଼ କାର୍ଯ୍ୟକ୍ରମକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଦୌଡ଼ ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନ ପର୍ଯ୍ୟନ୍ତ ଯାଇଥିଲା। ଜାତୀୟ ଏକତା,ସଂହତି ଓ ଭ୍ରାତୃତ୍ୱର ବାର୍ତ୍ତା ପ୍ରସାର କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ରେଳ ଅଧିକାରୀ ଓ କର୍ମଚାରୀ,

ରେଳ ସୁରକ୍ଷା ବଳର ଯବାନ, ସିଭିଲ୍ ଡିଫେନ୍ସ କର୍ମଚାରୀ ଏବଂ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ସଦସ୍ୟମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଖୋର୍ଦ୍ଧାରୋଡ ରେଳମଣ୍ଡଳର ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ଅମରେନ୍ଦ୍ରନାଥ ମିଶ୍ରଙ୍କ ମାର୍ଗଦର୍ଶନରେ ସମଗ୍ର କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

November 1, 2026
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

RASHTRIYA EKTA DIWAS OBSERVED AT KHURDA ROAD DIVISION

November 1, 2026
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

November 1, 2026
ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

November 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

November 1, 2026
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

RASHTRIYA EKTA DIWAS OBSERVED AT KHURDA ROAD DIVISION

November 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version