• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁ ସହରକୁ ସ୍ମାର୍ଟ ସିଟି ତାଲିକାଭୁକ୍ତ କରିବା ପାଇଁ ନିବେଦନ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
October 6, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହିଞ୍ଜିଳିକାଟୁ ସହରକୁ ସ୍ମାର୍ଟ ସିଟି ତାଲିକାଭୁକ୍ତ କରିବା ପାଇଁ ନିବେଦନ ପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଅକ୍ଟୋବର ମଙ୍ଗଳବାର ) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ତଥା ଜିଲ୍ଲାର ଏକମାତ୍ର ପୌରାଂଚଳ ହିଞ୍ଜିଳିକାଟୁ ପୌରାଂଚଳକୁ ସ୍ମାର୍ଟ ସିଟି ଭାବେ ତାଲିକା ଭୁକ୍ତ କରିବା ଲାଗି ରାଜ୍ୟ ବିଜେପି ପୂର୍ବତନ ଉପସଭାପତି ତଥା ବରିଷ୍ଟ ସମାଜସେବୀ ଦେବାନନ୍ଦ ମହାପାତ୍ର ମଙ୍ଗଳବାର କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀଙ୍କୁ ସ୍ଥାନୀୟ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁଙ୍କ ଜରିଆରେ ଏକ ନିବେଦନ ପ୍ରଦାନ କରିଛନ୍ତି । ଏହାର ଏକାକିତା ନକଲ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଆସିକା ସାଂସଦ ପ୍ରମିଳା ବିଷୋୟୀ ଓ ଗଞ୍ଜାମ ଜିଲ୍ଲାପାଳଙ୍କ ନିକଟକୁ ପ୍ରେରଣ କରାଯାଇଛି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଳିଙ୍ଗର ବରପୁତ୍ର ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୪ ଏପ୍ରିଲ ୧୯୯୭ ମସିହାରେ ମୃତ୍ୟୁ ପରେ ତାଙ୍କ କନିଷ୍ଠ ପୁତ୍ର ନବୀନ ପଟ୍ଟନାୟକ ଆସିକା ସାଂସଦ ଭାବେ ପ୍ରଥମ ଥର ଲାଗି ନିର୍ବାଚନ ରଣାଙ୍ଗନରେ ଦଣ୍ଡାୟମାନ ହୋଇଥିଲେ । ପରେ ୨୦୦୦, ୨୦୦୪, ୨୦୦୯,୨୦୧୪ ଓ ୨୦୧୯ରେ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହେବା ସହ ଲଗାତାର ୫ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆସନ ଅଳଙ୍କୃତ କରିବା ସହ ଗୌରବ ଅର୍ଜନ କରିଛନ୍ତି ।

ଏହା ପରେ ହିଞ୍ଜିଳିର ଭୌଗଳିକ ପରିବେଶରେ ବେଶ୍ ଉନ୍ନତି ସାଧିତ ହୋଇଛି । ୨୦୧୭ମସିହା ନଭେମ୍ବର ୧୮ ତାରିଖରେ ହିଞ୍ଜିଳିକାଟୁ ପୌର ପରିଷଦର ମାନ୍ୟତା ଲାଭ କରିଥିଲା । ପରବର୍ତି ସମୟରେ ହିଞ୍ଜିଳିର ପ୍ରତିଟି କ୍ଷେତ୍ରରେ ବେଶ ଉନ୍ନତି ପରିଲିକ୍ଷିତ ହୋଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ସ୍ମାର୍ଟ ସିଟି’ ପାଇଁ ପ୍ରଣୟନ କରିଥିବା ଗାଇଡ଼ ଲାଇନକୁ ହିଞ୍ଜିଳିକାଟୁ ପୌର ପ୍ରଶାସନ ପକ୍ଷରୁ ପୂରଣ କରାଯାଇଛି । ସ୍ଥାନୀୟ ପୌରାଂଚଳରେ ସ୍ୱଚ୍ଛତା, ଗୁଣାତ୍ମ ଶିକ୍ଷାନୁଷ୍ଠାନ , ଅତ୍ୟାଧୁନିକ ଚିକିତ୍ସାଳୟ, ପୋଖରୀ ଗୁଡ଼ିକର ସୌନ୍ଦର୍ଯ୍ୟକରଣ, ଶିଶୁ ଉଦ୍ୟାନ, ବରିଷ୍ଟ ନାଗରିକଙ୍କ ସକାଶେ ପ୍ରକୋଷ୍ଠ ଗୃହ, ବିଭିନ୍ନ ଗନଗହଳି ସ୍ଥାନରେ ପରିଶ୍ରାଗାର ନିର୍ମାଣ, ଅତ୍ୟାଧୁନିକ ବସ୍‌ ଟର୍ମିନାଲ , ପ୍ରତ୍ୟେକ ସାହିକୁ ପକ୍କା ରାସ୍ତା, ନାଳ ନର୍ଦ୍ଧମା ସଫେଇ ସାଙ୍ଗକୁ ସହରର ଆଲୋକୀକରଣ, ପ୍ରଦୂଷଣ ରୋକିବାକୁ ରାସ୍ତାର ଉଭୟ ପ୍ୱାଶ୍ୱର୍ରେ ବୃକ୍ଷରୋପଣ, ବିଭିନ୍ନ ସାହି ବସ୍ତିରେ କଲ୍ୟଶଣ ମଣ୍ଡପ ନର୍ମାଣ କରାଯାଇଛି । ଯାହାକି ସ୍ମାର୍ଟ ସିଟି ସକାଶେ ଉପଯୁକ୍ତ । ହିଞ୍ଜିଳିକାଟୁ ସହରକୁ ସ୍ମର୍ଟେ ସିଟି ତାଲିକା ଭୁକ୍ତ କଲେ ଅଂଚଳର ଜନସାଧାରଣ ବେଶ ଉପକୃତ ହେବେ ବୋଲି ଦେବାନନ୍ଦ ମହାପାତ୍ର ଏକ ପ୍ରେସ ବିବୃତିରେ କହିଛନ୍ତି । (ଋିପୋର୍ଟ – ଶୁସାନ୍ତ ପ୍ରଧାନ, ହିଞ୍ଜିଳିକାଟୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version