କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପେନ୍ସନ୍ ଭୋଗୀ ତଥା ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ବିଭିନ୍ନ ପେନ୍ସନ୍ ସମ୍ବନ୍ଧୀୟ ସମସ୍ୟାର ସମାଧାନ ନିମନ୍ତେ କନ୍ଧମାଳ ଜିଲ୍ଲାରେ ଆସନ୍ତା ନଭେମ୍ବର ୫ ତାରିଖ ଗୁରୁବାର ଦିନ ଏକ ପେନ୍ସନ୍ ଅଦାଲତ ଆୟୋଜନ କରାଯିବ। ଏହି ଅଦାଲତ ସକାଳ ୧୦ଟା ସମୟରେ ଫୁଲବାଣୀ ସ୍ଥିତ ପଞ୍ଚାୟତ ଭବନର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ,
















