• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଐତିହ୍ୟ ସମ୍ପର୍ଣ୍ଣ ଅଠରନଳାର ଉନ୍ନୟନ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଜିଲ୍ଲାପାଳ ଙ୍କ କ୍ଷେତ୍ର ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
November 4, 2026
in ଓଡ଼ିଶା, ପୁରୀ, ହୋମ୍
0
ଐତିହ୍ୟ ସମ୍ପର୍ଣ୍ଣ ଅଠରନଳାର ଉନ୍ନୟନ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଜିଲ୍ଲାପାଳ ଙ୍କ କ୍ଷେତ୍ର ପରିଦର୍ଶନ
Share on FacebookShare on TwitterWhatsapp

ବାଲୁକା କଳା ମ୍ୟୁଜିୟମ ନୂତନ କଳାକାର ଙ୍କୁ ସୁଯୋଗ ଦେବ।

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଅଠରନଳା ପୁରୀ ର ଏକ ଐତିହ୍ୟ ସମ୍ପର୍ଣ୍ଣ ସ୍ଥଳ।ଏହାର ଉନ୍ନୟନ ଓ ସୌନ୍ଦର୍ଯ୍ୟକରଣ କରାଯିବା ସହ ଏହାକୁ ପର୍ଯ୍ୟଟକ ଉପଯୋଗୀ କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା । ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ପରିଡା ଅଠରନଳା ସହ ହୁଳହୁଳିଆ ପୋଲ ନିକଟସ୍ଥ ଅଞ୍ଚଳ ଓ ପୁରୀ ଲେକ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି ପ୍ରକଳ୍ପର କାର୍ଯ୍ୟ ଓବିସିସି ପକ୍ଷରୁ କରାଯାଉଛି ବୋଲି ଜିଲ୍ଲାପାଳ କହିଛନ୍ତି ।

ଅଠରନଳାର ଜଳ ଉତ୍ସ କୁ ସଫା ରଖିବା, ଦଳ ସଫା କରିବା, ଡ୍ରେଜିଂ,ଜଳ ନିଷ୍କାସନ ବ୍ୟବସ୍ଥା କରିବା, ସହରର ସମସ୍ତ ନଳା ଗୁଡିକ ର ଜଳ ପରିଚାଳନା ସହ ଜଳ ନିଷ୍କାସନ ବ୍ୟବସ୍ଥା କରିବା ସମ୍ପର୍କରେ ଜିଲ୍ଲାପାଳ ସୂଚନା ଦେଇଥିଲେ । ସେହିପରି ପୁରୀ ରେ ବାଲୁକା କଳା ସଂଗ୍ରହାଳୟ ବା ସ୍ୟାଣ୍ଡ ଆର୍ଟ ମ୍ୟୁଜିୟମ ପ୍ରତିଷ୍ଠା କରାଯିବ।ଯାହା ଫଳରେ ପର୍ଯ୍ୟଟକ ଏହାକୁ ପରିଦର୍ଶନ କରିବା ସହ ବାଲୁକା କଳା ସମ୍ପର୍କରେ ଆଗ୍ରହୀ ବ୍ୟକ୍ତି ମାନେ ପ୍ରଶିକ୍ଷଣ ମଧ୍ୟ ନେଇ ପାରିବେ ବୋଲି ଜିଲ୍ଲାପାଳ ଶ୍ରୀ ପରିଡା ସୂଚନା ଦେଇଥିଲେ ।

ଏହାପରେ ଜିଲ୍ଲାପାଳ ହୁଳହୁଳିଆ ପୋଲ ନିକଟସ୍ଥ ଅଞ୍ଚଳ ପରିଦର୍ଶନ ସହ ତାହାର ଜଳ ନିଷ୍କାସନ ବ୍ୟବସ୍ଥା ର ଅନୁଧ୍ୟାନ କରିଥିଲେ । ପରେ ଖଣ୍ଡିଆବନ୍ଧ ସ୍ଥିତ ପୁରୀ ଲେକ ପ୍ରକଳ୍ପ କୁ ଜିଲ୍ଲାପାଳ ପରିଦର୍ଶନ କରି କାର୍ଯ୍ୟ ଅନୁଧ୍ୟାନ କରିଥିଲେ।ସେଠାରେ ସାଇକ୍ଲିଂ,ୱ୍ବାକିଂ, ବୋଟିଂ,ଜିମ୍ ଇତ୍ୟାଦି ର ବ୍ୟବସ୍ଥା କରାଯାଉଛି । ଏହା ସାଧାରଣ ଜନତା ଙ୍କ ସହ ପର୍ଯ୍ୟଟକ ଙ୍କୁ ମଧ୍ୟ ଆକୃଷ୍ଟ କରିବ ବୋଲି ଜିଲ୍ଲାପାଳ କହିଥିଲେ ।

ଆବଶ୍ୟକତା ଅନୁଯାୟୀ ଏହି ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ । ପୁରୀ ମହାନଗର ନିଗମର କମିଶନର ପ୍ରହଲ୍ଲାଦ ନାରାୟଣ ଶର୍ମା ସହରକୁ ପରିଷ୍କାର ପରିଛନ୍ନ ରଖିବା, ପୁରୀ ବାସୀ ଓ ପର୍ଯ୍ୟଟକ ମାନ ଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବା,ଡ୍ରେନ ଗୁଡିକ ସଫା ରଖିବା, ଅଠରନଳା କୁ ସଫା ରଖିବାର ବ୍ୟବସ୍ଥା କରାଯାଉଛି ବୋଲି ସୂଚନା ଦେଇଥିଲେ।ଏହି ପରିଦର୍ଶନ ସମୟରେ ଓବିସିସି ର ଅଧିକାରୀ ମାନେ ଉପସ୍ଥିତ ରହି ଜିଲ୍ଲାପାଳ ଙ୍କୁ ପ୍ରକଳ୍ପ ଗୁଡିକ ସମ୍ପର୍କରେ ଅବଗତ କରାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ଶ୍ରୀମନ୍ଦିର ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ହେବ ଚିତ୍ରଶିଳ୍ପୀ ଶିବିର ନୀଳ ଶଇଳ

November 4, 2026
ପଦ୍ମଶ୍ରୀ ଡ. ଅଶୋକ କୁମାର ମହାପାତ୍ରଙ୍କୁ ବାଲୁକା ଚିତ୍ରକଳା ମାଧ୍ୟମରେ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି

ପଦ୍ମଶ୍ରୀ ଡ. ଅଶୋକ କୁମାର ମହାପାତ୍ରଙ୍କୁ ବାଲୁକା ଚିତ୍ରକଳା ମାଧ୍ୟମରେ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି

November 4, 2026
ଐତିହ୍ୟ ସମ୍ପର୍ଣ୍ଣ ଅଠରନଳାର ଉନ୍ନୟନ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଜିଲ୍ଲାପାଳ ଙ୍କ କ୍ଷେତ୍ର ପରିଦର୍ଶନ

ଐତିହ୍ୟ ସମ୍ପର୍ଣ୍ଣ ଅଠରନଳାର ଉନ୍ନୟନ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଜିଲ୍ଲାପାଳ ଙ୍କ କ୍ଷେତ୍ର ପରିଦର୍ଶନ

November 4, 2026
ଅଭିନବ ଶିକ୍ଷ୍ୟମୂଳକ କାର୍ଯ୍ୟକ୍ରମ “ଛାତ୍ରବିଧାନ ସଭାର” ଅଧିବେଶନ ଅନୁଷ୍ଠିତ ହୋଇ ଯାଇଛି

ଅଭିନବ ଶିକ୍ଷ୍ୟମୂଳକ କାର୍ଯ୍ୟକ୍ରମ “ଛାତ୍ରବିଧାନ ସଭାର” ଅଧିବେଶନ ଅନୁଷ୍ଠିତ ହୋଇ ଯାଇଛି

November 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀମନ୍ଦିର ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ହେବ ଚିତ୍ରଶିଳ୍ପୀ ଶିବିର ନୀଳ ଶଇଳ

November 4, 2026
ପଦ୍ମଶ୍ରୀ ଡ. ଅଶୋକ କୁମାର ମହାପାତ୍ରଙ୍କୁ ବାଲୁକା ଚିତ୍ରକଳା ମାଧ୍ୟମରେ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି

ପଦ୍ମଶ୍ରୀ ଡ. ଅଶୋକ କୁମାର ମହାପାତ୍ରଙ୍କୁ ବାଲୁକା ଚିତ୍ରକଳା ମାଧ୍ୟମରେ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି

November 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version