• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 9, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବିଶିଷ୍ଟ ସମାଜବାଦୀ ଜନନେତା ତଥା ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଆଜି ପୁରୀସ୍ଥିତ ସଂସ୍କୃତି ଭବନଠାରେ ରବି ରାୟ ଜନ୍ମ ଶତବାର୍ଷିକୀ ସମିତି, ପୁରୀ ପକ୍ଷରୁ ଆୟୋଜିତ ହୋଇଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାରୋହରେ ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରା, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ରାଜ୍ୟ ସଂଯୋଜକ ଡଃ ବିଶ୍ୱଜିତ, ଲୋହିଆ ଏକାଡ଼େମୀର ସମ୍ପାଦକ ଦେବପ୍ରସାଦ ରାୟ ଏବଂ ସମାଜବାଦୀ ନେତା ପ୍ରଭାସ ସାମନ୍ତରାୟ ପ୍ରମୁଖ ଅତିଥି ଭାବେ ଯୋଗଦେଇ ରବି ରାୟଙ୍କ ଜୀବନ, ସଂଘର୍ଷ, ସମାଜବାଦୀ ଚିନ୍ତାଧାରା ଓ ଗଣତାନ୍ତ୍ରିକ ମୂଲ୍ୟବୋଧ ଉପରେ ଆଲୋକପାତ କରିଥିଲେ।

ବକ୍ତାମାନେ କହିଥିଲେ ଯେ, ରବି ରାୟ କେବଳ ଜଣେ ରାଜନେତା ନଥିଲେ, ସେ ଥିଲେ ଗଣତନ୍ତ୍ରର ଜଣେ ନିଷ୍ଠାପର ପ୍ରହରୀ। ଲୋକସଭାର ବାଚସ୍ପତି ଭାବେ ସେ ସଂସଦୀୟ ପରମ୍ପରା, ନିରପେକ୍ଷତା, ଶାସକ ଓ ବିରୋଧୀଙ୍କ ମଧ୍ୟରେ ସମାନ ମର୍ଯ୍ୟାଦା ଏବଂ ଜନସ୍ୱାର୍ଥକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଥିଲେ। ବର୍ତ୍ତମାନର ସମୟରେ ଗଣତନ୍ତ୍ରକୁ ସୁଦୃଢ଼ କରିବା ସହ ସାମ୍ବିଧାନିକ ମୂଲ୍ୟବୋଧର ସୁରକ୍ଷା ପାଇଁ ତାଙ୍କ ଜୀବନାଦର୍ଶ ଓ ବିଚାରଧାରା ଅଧିକ ପ୍ରାସଙ୍ଗିକ ବୋଲି ମତ ପ୍ରକାଶ ପାଇଥିଲା ।

ଏହି ଅବସରରେ ସର୍ବଶ୍ରୀ ବିଶିଷ୍ଟ ଗାନ୍ଧୀବାଦୀ ଲେଖକ ଗୌରାଙ୍ଗ ଚରଣ ପରିଡ଼ା, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୂର୍ବତନ ନଗରପାଳ ସୁରେନ୍ଦ୍ରନାଥ ଦାଶ, ପୁରୀ ଜିଲ୍ଲା ବାର ଆସୋସିଏସନର ସଭାପତି ପ୍ରେମାନନ୍ଦ ମହାନ୍ତି, ସମ୍ପାଦକ ଶରତ ଚନ୍ଦ୍ର ରାୟଗୁରୁ, ଜିଲ୍ଲା ସିପିଆଇ(ଏମ୍) ସମ୍ପାଦକ ଜଗନ୍ନାଥ ଦେଓ, ସର୍ବୋଦୟ ମେଳା କମିଟିର ସଭାପତି ଉମାବଲ୍ଲଭ ମହାପାତ୍ର, ଜିଲ୍ଲା ବିଜେପି ସଭାପତି ଡ଼ଃ ଦେବେନ୍ଦ୍ରନାଥ ତରାଇ, ଜିଲ୍ଲା ସିପିଆଇ ସମ୍ପାଦକ ବ୍ରଜବନ୍ଧୁ ପ୍ରଧାନ, ଆଇନଜୀବୀ ବିଜୟ କୁମାର ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ।

ପୂର୍ବତନ ନଗରପାଳ ଗୌରହରି ପ୍ରଧାନ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ।ସମାରୋହରେ ସ୍ତମ୍ଭକାର ହରିଶଙ୍କର ମିଶ୍ର, ପୂର୍ବତନ କାଉନସିଲର ଭକ୍ତ ଚରଣ ଦାସ, ଆଇନଜୀବୀ ଶିବପ୍ରସାଦ ମିଶ୍ର, କାମଦେବ ଚମ୍ପତ୍ତିରାୟ, କାଳିନ୍ଦୀ ପାତ୍ର, ଶିଶୁ ସମାଚାରର ସମ୍ପାଦକ ସୁକାନ୍ତ ପଣ୍ଡା, ସମାଜସେବୀ କିଶୋର ଚନ୍ଦ୍ର ଦାସ, ଶିଶିରକାନ୍ତ ଶତପଥୀ, ବିଶ୍ୱନାଥ ମିଶ୍ର, ପ୍ରକାଶ ଚନ୍ଦ୍ର ନାୟକ ସମେତ ବହୁ ପୁରୀ ଜିଲ୍ଲାର ବହୁ ବୁଦ୍ଧିଜୀବୀ,

ସମାଜସେବୀ ଓ ଗଣତନ୍ତ୍ରପ୍ରେମୀ ଉପସ୍ଥିତ ଥିଲେ।ଶେଷରେ ମାନସ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଅସୁସ୍ଥତା ସତ୍ତ୍ୱେ ବର୍ଷିଆନ ସମାଜବାଦୀ ଚିନ୍ତକ ତଥା ରବି ରାୟଙ୍କ ଏକାନ୍ତ ଘନିଷ୍ଠ ସହଯୋଗୀ ଶାରଦା ଚରଣ ମହାନ୍ତି ଉପସ୍ଥିତ ରହି ସମସ୍ତଙ୍କୁ ଉତ୍ସାହିତ କରିଥିବା ବେଳେ କାର୍ଯ୍ୟକ୍ରମର ପ୍ରାରମ୍ଭରେ ରବି ରାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

November 9, 2026
ଯୁବ ନୃତ୍ୟ ଶିଳ୍ପୀ ଙ୍କ ଅକାଳ ବିୟୋଗ

ଯୁବ ନୃତ୍ୟ ଶିଳ୍ପୀ ଙ୍କ ଅକାଳ ବିୟୋଗ

November 9, 2026
ପୁରୀ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

ପୁରୀ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

November 9, 2026
ବିଜେଡି ର ଜନସମ୍ପର୍କ ପଦଯାତ୍ରା : ପି ଏମ ସି କାନ୍ଥ ରେ ମାରିଲା ନୋଟିସ

ବିଜେଡି ର ଜନସମ୍ପର୍କ ପଦଯାତ୍ରା : ପି ଏମ ସି କାନ୍ଥ ରେ ମାରିଲା ନୋଟିସ

November 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

ପୁରୀରେ ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

November 9, 2026
ଯୁବ ନୃତ୍ୟ ଶିଳ୍ପୀ ଙ୍କ ଅକାଳ ବିୟୋଗ

ଯୁବ ନୃତ୍ୟ ଶିଳ୍ପୀ ଙ୍କ ଅକାଳ ବିୟୋଗ

November 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version