• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ

Proprietor Abhimanyu Maharana by Proprietor Abhimanyu Maharana
November 10, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗଜପତି ଜିଲ୍ଲା ଗସ୍ତରେ ରାଜ୍ୟ ପି ସି ସି ସଭାପତି ଭକ୍ତ ଚରଣ ଦାସ । ଆଜି ମୋହନା ଗସ୍ତରେ ଆସି ଅର୍ଣ୍ଣବ ବାତ୍ୟା ରେ ହୋଇଥିବା କ୍ଷୟକ୍ଷତି ଅଞ୍ଚଳ ସ୍ଥାନୀୟ ନେତା ମାନଙ୍କ ସହ ବୁଲି ଦେଖିଛନ୍ତି । ପି ସି ସି ସଭାପତି ଙ୍କ ସହିତ କଂଗ୍ରେସ ନେତା ରଶ୍ମି ରଞ୍ଜନ ପଟ୍ଟନାୟକ, ରାଜ୍ୟ କଂଗ୍ରେସ ସେବାଦଳ ର ନେତାଙ୍କ ସମେତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଶଙ୍କର ପ୍ରଧାନ, ବ୍ଲକ ସଭାପତି ହରିହର ସାହୁ,

ମୋହନା ସମିତି ସଭ୍ୟ ବାଳ କୃଷ୍ଣ ମଲ୍ଲିକ ଙ୍କ ସମେତ ଅନେକ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ରହି ରାଜ୍ୟ ସଭାପତି ଙ୍କୁ କ୍ଷତି ଗ୍ରସ୍ତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ, ରାସ୍ତା, ବସ୍ ଷ୍ଟାଣ୍ଡ,ନଦୀ ଘାଟ ବୁଲାଇ ଦେଖାଇଥିଲେ । ରାଜ୍ୟ ସଭାପତି ସମସ୍ତ କ୍ଷତିଗ୍ରସ୍ତ ହୋଇଥିବା ଦେଖି ଦୁଃଖ ପ୍ରକାଶ କରିବା ସହିତ ରାଜ୍ୟ ସରକାର ଙ୍କ ନିକଟରେ ସମସ୍ତ କାର୍ଯ୍ୟ ଯଥା ଶୀଘ୍ର ଆରମ୍ଭ କରିବା ନିମନ୍ତେ ଦାବୀ କରିବେ ବୋଲି ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଝାରକଟା ଉପ୍ରା ବିଦ୍ୟାଳୟରେ ବିଦ୍ୟାର୍ଥୀ ଅଭିନନ୍ଦନ ସମାରୋହ

ଝାରକଟା ଉପ୍ରା ବିଦ୍ୟାଳୟରେ ବିଦ୍ୟାର୍ଥୀ ଅଭିନନ୍ଦନ ସମାରୋହ

November 10, 2026
ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ

ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ

November 10, 2026
ରୋଟାରୀ କ୍ଲବ ନୟାଗଡ଼ର ୩୭ତମ ପ୍ରତିଷ୍ଠା ଦିବସ ପାଳିତ

ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାରକଟା ଉପ୍ରା ବିଦ୍ୟାଳୟରେ ବିଦ୍ୟାର୍ଥୀ ଅଭିନନ୍ଦନ ସମାରୋହ

ଝାରକଟା ଉପ୍ରା ବିଦ୍ୟାଳୟରେ ବିଦ୍ୟାର୍ଥୀ ଅଭିନନ୍ଦନ ସମାରୋହ

November 10, 2026
ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ

ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ପି ସି ସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ

November 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version