• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,

Proprietor Abhimanyu Maharana by Proprietor Abhimanyu Maharana
November 11, 2026
in ଓଡ଼ିଶା, କନ୍ଧମାଳ, ଗଞ୍ଜାମ, ହୋମ୍
0
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସାମାଜିକ ସେବା ଓ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ସିନିୟର ଏଜ୍ ହେଲଥ କେୟାର ଆସୋସିଏସନ, ବାଲିଗୁଡ଼ା । ଆସୋସିଏସନ ପକ୍ଷରୁ ବାଲିଗୁଡ଼ାର ତ୍ରିବେଦୀ ପାର୍କ ନିକଟରେ ‘ଥିଲେ ଦିଅ, ନଥିଲେ ନିଅ’ ଶୀର୍ଷକ ଏକ ଅଭିନବ ବସ୍ତ୍ର ବିନିମୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ମହତ୍‌ ଉଦ୍ୟମର ମୂଳ ଲକ୍ଷ୍ୟ ହେଉଛି, ଯାହାଙ୍କ ପାଖରେ ଆବଶ୍ୟକତାଠାରୁ ଅଧିକ ବସ୍ତ୍ର ରହିଛି ସେମାନେ ଅନ୍ୟମାନଙ୍କ ପାଇଁ ଦାନ କରିବେ ଏବଂ ଯେଉଁମାନଙ୍କର ଆବଶ୍ୟକତା ରହିଛି ସେମାନେ ସେଥିରୁ ନିଜ ପସନ୍ଦ ଓ ଆବଶ୍ୟକତା ଅନୁଯାୟୀ ବସ୍ତ୍ର ନେଇ ପାରିବେ ।

ବାଲିଗୁଡ଼ାର ଅତିରିକ୍ତ ଜିଲ୍ଲାପାଳ ସଂଜୀବ ରୁପା ମାଝୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଏଥିରେ ବିଭିନ୍ନ ପ୍ରକାରର ପୋଷାକ ଓ ବସ୍ତ୍ର ସଂଗ୍ରହ କରାଯାଇ ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ କରାଯାଇଥିଲା । ଅଦରକାରୀ ହୋଇ ପଡ଼ିରହିଥିବା ପୋଷାକ ଅନ୍ୟ କାହାର ଆବଶ୍ୟକତା ପୂରଣ କରିବା ସହ ସମାଜରେ ସହଯୋଗ, ସମ୍ବେଦନଶୀଳତା ଓ ଭାଇଚାରାର ଭାବନାକୁ ସୁଦୃଢ଼ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ବାର୍ତ୍ତା ଥିଲା ।

ଏହି ଅବସରରେ କାଳିନ୍ଦୀ ଚରଣ ପଣ୍ଡା, ରବିନାରାୟଣ ମିଶ୍ର, ଯୁଗଳ କିଶୋର ନାୟକ, ଜେବ୍ରାସ ଦିଗାଳ ଏବଂ ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ପରିଚାଳନାରେ ସହଯୋଗ କରିଥିଲେ । ସମାଜରେ ଜଣଙ୍କ ପାଇଁ ଅଦରକାରୀ ହୋଇଥିବା ଜିନିଷ ଅନ୍ୟ ଜଣଙ୍କ ପାଇଁ ଆବଶ୍ୟକତାର ସମ୍ବଳ ହୋଇପାରେ । ଏହି ସୁନ୍ଦର ଚିନ୍ତାଧାରାକୁ ନେଇ ଆୟୋଜିତ ଏହି ପ୍ରୟାସ ବାଲିଗୁଡ଼ାବାସୀଙ୍କ ମଧ୍ୟରେ ସାମାଜିକ ସହଯୋଗ ଓ ସେବା ମନୋଭାବକୁ ଆହୁରି ପ୍ରୋତ୍ସାହିତ କରିବ ବୋଲି ଆଶା ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,

ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,

November 11, 2026
ଗାଈ ଛେଳି ଚରାଉଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ମୃତଦେହ ରଖି ରାସ୍ତା ଅବରୋଧ, କ୍ଷତିପୂରଣ ଦାବିରେ ଉତ୍ତେଜନା; ଡ୍ରାଇଭର ଅଟକ, ଗାଡ଼ି ଜବତ

November 10, 2026
ଦୀର୍ଘଦିନର ଦୁର୍ଦ୍ଦଶାରୁ ମୁକ୍ତି କେବେ ? : ଶୋଚନୀୟ ରାସ୍ତାରେ ଯାତାୟାତ ଯନ୍ତ୍ରଣା, ନିର୍ମାଣ ଦାବିରେ ପୂର୍ତ୍ତ ବିଭାଗକୁ ଅଧିକ୍ଷଣ ଯନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ

ବାତ୍ୟାରେ ଛାରଖାର ବିପନ୍ନଙ୍କ ଦୁଃଖ ବୁଝିଲେ ସାଂସଦ : ଆଶ୍ରୟ ସ୍ଥଳୀରେ ଖାଦ୍ୟ ସାମଗ୍ରୀ ସହ କମ୍ବଳ ଓ ବସ୍ତ୍ର ବଣ୍ଟନ – ବିପର୍ଯ୍ୟସ୍ତ ରାସ୍ତାଘାଟର ସ୍ଥିତି ସମୀକ୍ଷା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,

ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ,

November 11, 2026
ଗାଈ ଛେଳି ଚରାଉଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ମୃତଦେହ ରଖି ରାସ୍ତା ଅବରୋଧ, କ୍ଷତିପୂରଣ ଦାବିରେ ଉତ୍ତେଜନା; ଡ୍ରାଇଭର ଅଟକ, ଗାଡ଼ି ଜବତ

ଗାଈ ଛେଳି ଚରାଉଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ମୃତଦେହ ରଖି ରାସ୍ତା ଅବରୋଧ, କ୍ଷତିପୂରଣ ଦାବିରେ ଉତ୍ତେଜନା; ଡ୍ରାଇଭର ଅଟକ, ଗାଡ଼ି ଜବତ

November 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version