ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ “ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ୨୦୨୬”ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଉମାକାନ୍ତ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ବିଜ୍ଞାନ ଭିତ୍ତିକ ପ୍ରକଳ୍ପ ପ୍ରଦର୍ଶନ କରି ନିଜର ପ୍ରତିଭା ପ୍ରତି ପ୍ରାଦନ କରିଥିଲେ । ଏହି ପ୍ରଦର୍ଶନୀରେ ବିଚାରକ ଭାବେ ଆଙ୍କୁ ଲାଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ ନନ୍ଦ୍ର ଏବଂ ସର୍ଦ୍ଦାର ପଟେଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଘନଶ୍ୟାମ ରାଉତ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ଗୁଡିକର ମୂଲ୍ୟାଙ୍କନ କରିଥିଲେ ,
















