• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମହୋତ୍ସବର ତୃତୀୟ ସଂନ୍ଧ୍ୟା ଦର୍ଶକଙ୍କୁ ବାନ୍ଧି ରଖିଲା – ଅଭିନେତ୍ରୀ ଅର୍ଚ୍ଚିତାଙ୍କ ସହିତ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମର ଧମାକା

Proprietor Abhimanyu Maharana by Proprietor Abhimanyu Maharana
January 7, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ମହୋତ୍ସବର ତୃତୀୟ ସଂନ୍ଧ୍ୟା ଦର୍ଶକଙ୍କୁ ବାନ୍ଧି ରଖିଲା – ଅଭିନେତ୍ରୀ ଅର୍ଚ୍ଚିତାଙ୍କ  ସହିତ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମର ଧମାକା
Share on FacebookShare on TwitterWhatsapp

ନୟାଗଡ (ଓଡିଶା ତାଜା ନିଉଜ୍) ରଣପୁର ତା.7.1.2020 : ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଆଜି ତୃତୀୟ ସଂନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି । କବି ଭକ୍ତ ଚରଣଙ୍କ ନାମରେ ନାମିତ ହୋଇଥିବା ତୃତୀୟ ଦିବସଟି ଏକ ସ୍ମରଣୀୟ ଦିବସ ରୂପେ ପାଳିତ ହୋଇଯାଇଛି ।

ମହୋତ୍ସବର ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ସଭାପତିତ୍ୱରେ ତୃତୀୟ ସଂନ୍ଧ୍ୟାରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।

ଏହି ସଭାରେ ମୂଖ୍ୟ ଅତିଥି ଭାବେ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚ ଶିକ୍ଷା ବିଭାଗର ମନ୍ତ୍ରୀ ଅରୁଣ କୁମାର ସାହୁ, ମୂଖ୍ୟ ବକ୍ତା ଭାବେ ଅଧ୍ୟାପିକା ପ୍ରତିଭା ମହାରଥି, ସମ୍ମାନୀତି ଅତିଥି ଭାବେ ନୟାଗଡ ଅତିରିକ୍ତ ଜିଲ୍ଲପାଳ ବିଧାନ ଚନ୍ଦ୍ର ରାୟ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ରବେହେରା, ପୂର୍ବତନ ସାଂସଦ ଓ ବିଧାୟକ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ ସଭ୍ୟା ଲୁନାଡେକା ଛୋଟରାୟ , ସମାଜସେବୀ ଜୋସ୍ନା ପରିଡା, ମହୋତ୍ସବ କମିଟିର ସଂଯୋଜକ ଦେବାଶିଷ ପଟ୍ଟନାୟକ, ସମ୍ପାଦକ ସୁରେଶ ମିଶ୍ର, ଆବାହକ ପୂର୍ଣ୍ଣଚନ୍ଦ୍ର ରାୟ ପ୍ରମୂଖ ଯୋଗ ଦେଇ ରଣପୁରର ଇତିହାସ ସମ୍ବନ୍ଧରେ ଅଭିଭାଷଣ ପ୍ରଦାନ କରିଥିଲେ ।

ଅଧ୍ୟାପିକା ପ୍ରତିଭା ମହାରଥିଙ୍କ ରଣପୁର ଇତିହାସ ଉପରେ ସାରଗର୍ଭକ ଅଭିଭାଷଣ ଦର୍ଶକଙ୍କୁ ଆକର୍ଷିତ କରିଥିଲା । ସେହିଭଳି ବୀର ରଘୁଦିବାକର ଓ ଅର୍ଜୁନ ରାଉତ ଦେଶ ପାଇଁ କରି ଯାଇଥିବା କଥାକୁ ସେ ଦୋହରାଇ ଥିଲେ । କବି ଭକ୍ତ ଚରଣ ମନୋବଧ ଚଉତିଶା ରଚନା କରି ଓଡିଶାର ଘରେ ଘରେ ପରିଚିତ ହୋଇଥିବା ବେଳେ ଅଚ୍ୟୁତ ନନ୍ଦ ଏହି ରଣପୁରରେ ହରିବଂଶ ରଚନା କରିଥିଲେ ।

ପ୍ରତିଭାଙ୍କର ଦୀର୍ଘ ସମୟ ଧରି ଅଭିଭାଷଣ ହଜାର ହଜାର ଦର୍ଶକଙ୍କୁ ସ୍ୱବ୍ଧ କରି ଦେଇଥିଲା । ପରେ ସିନେ ଅଭିନେତ୍ରୀ ଅର୍ଚ୍ଚିତାଙ୍କ ସଂଳାପ ଓ ଗୀତରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖି ପାରିଥିଲା । ପରେ ଭୁବନେଶ୍ୱରରୁ ଆସିଥିବା ସୁର ଭାଇବ୍ରେସନର ଗାୟିକା ଜୟଶ୍ରୀ ଧଳ ଓ ତାଙ୍କ ଟିମ୍ର ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା ।

ଆଜିର ସଭାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଭାତ ଦଳବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ । ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଆଜି ସକାଳ ୧୧ ଘଟିକା ସମୟରେ ଏକ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ଏଥିରେ ବିଭିନ୍ନ ଅଞ୍ଚଳର ଖ୍ୟାତାନାମା କବିମାନେ ଆସି ଯୋଗ ଦେଇ ରଣପୁରର ଐତିହ୍ୟ ସମ୍ବନ୍ଧରେ କବିତା ପାଠ କରିଥିଲେ । ଏହା ପରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନଙ୍କୁ ନେଇ କୁଇଜ ପ୍ରତିଯୋଗିତା କରାଯାଇଥିଲା । ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version