• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୫ ମେଗାୱାଟ ସୋଲାର ପାୱାର ପ୍ଲାଣ୍ଟ କୁ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ – ବରଗଡ଼

Proprietor Abhimanyu Maharana by Proprietor Abhimanyu Maharana
October 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୨୫ ମେଗାୱାଟ ସୋଲାର ପାୱାର ପ୍ଲାଣ୍ଟ କୁ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ – ବରଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୮ ଅକ୍ଟୋବର ଗୁରୁବାର) ବରଗଡ଼ :- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଠାରେ ନବ ନର୍ମିତ ସୋଲାର ପାୱାର ପ୍ଲାଣ୍ଟ କୁ ଭିଡିଓ କନଫରେନ୍ସ ମାଧ୍ୟମରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ଆଦିତ୍ୟ ବିର୍ଲା କମ୍ପାନୀ ରିନିଏବଲ ୟୁନିଟ ( ସୋଲାର ପାୱାର) ବିଜେପୁର ୟୁନିଟ ର ଲୋକାର୍ପିତ ହୋଇଥିଲା । ଯାହାକି ଜାଲପାଲି ଗ୍ରୀଡ ମାଧ୍ୟମରେ ୩୬୦୦୦ ଲୋକଙ୍କୁ ପାଓ୍ବ।ର ଯୋଗାଇ ପାରିବ ବୋଲି ସୂଚିତ କରିଥିଲେ। ୧୧୦ ଏକର ପରିମିତ ଜମି ରେ ଏହି ୟୁନିଟ ମୁଖ୍ୟତଃ ବୁଢାପାଲି, ଲେମ ଧର, ଭାଲୁ ବାହାଲ ଗ୍ରାମ ର ଚାଷୀ ପରିବାର ବର୍ଗ ଉପକୃତ ହୋଇପାରିବେ ।

ଏଠାରେ ସୂଚନାଯୋଗ୍ୟ ଯେ ଏହି ୨୫ ମେଗାୱାଟ ସୋଲାର ପାୱାର କାର୍ଯ୍ୟ ଜାନୁଆରୀ ୨୦୨୦ ରୁ ଆରମ୍ଭ ହୋଇଥିଲା। ଯାହାକି ଅକ୍ଟୋବର ୨୦୨୦ ସମ୍ପୁର୍ଣ୍ଣ ହୋଇ ବିଜେପୁର ବାସୀଙ୍କ ପାଇଁ ଲୋକାର୍ପିତ ହୋଇଛି । ଲୋକାର୍ପଣ ଉତ୍ସବ ରେ ଶ୍ରମ ଓ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଧାୟିକା ରୀତା ସାହୁ, ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ, ଆଦିତ୍ୟ ବିର୍ଲା କମ୍ପାନୀ ର ବରିଷ୍ଠ ମହା ପ୍ରବନ୍ଧକ ଅଜୟ ପ୍ରତାପ ସିଂ, ପ୍ରକଳ୍ପ ମୁଖ୍ୟ କେ. ଏନ୍. ଜନାର୍ଦ୍ଦନ, ଯୁଧିଷ୍ଠିର ମଲ୍ଲିକ, ଆୟୁଷ ମଞ୍ଜୁର, ସଚ୍ଚିକାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲ । (ସତ୍ୟ ନାରାୟଣ ପ୍ରଧାନ /ବରଗଡ଼ ଜିଲ୍ଲା )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version